Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

ରାଜନୀତି
Home ›› ରାଜନୀତି ››ପିସିସି କର୍ମକର୍ତାଙ୍କୁ ଜିଲ୍ଲା ଦାୟୀତ୍ୱ ବଂଟନ

ପିସିସି କର୍ମକର୍ତାଙ୍କୁ ଜିଲ୍ଲା ଦାୟୀତ୍ୱ ବଂଟନ

2021-11-23 03:41:19
14574
Share:
Facebook
Twitter
E-Mail
WhatsApp
Telegram
ପିସିସି କର୍ମକର୍ତାଙ୍କୁ ଜିଲ୍ଲା ଦାୟୀତ୍ୱ ବଂଟନ

ଭୁବନେଶ୍ୱର - ଜିଲ୍ଲା, ବ୍ଲକ ଓ ପଂଚାୟତ ସ୍ତରରେ କଂଗ୍ରେସ ସଂଗଠନକୁ ସୁଦୃଢ଼ ଓ କ୍ରିୟାଶୀଳ କରିବାପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ ପ୍ରଦେଶ କଂଗ୍ରେସ କମିଟିର ଉପ-ସଭାପତି (ଉ.ସ.), ସାଧାରଣ ସଂପାଦକ (ସା.ସ.), କାର୍ଯ୍ୟକାରୀ କମିଟି ସଦସ୍ୟ ଓ ସଂପାଦକ (ସଂ)  ମାନଙ୍କ ମଧ୍ୟରେ ଜିଲ୍ଲା ଦାୟୀତ୍ୱ ବଂଟନ କରିଛନ୍ତି । 

    ଏହି କ୍ରମରେ ଅନୁଗୁଳ ଜିଲ୍ଲା ନିମନ୍ତେ ସାଧାରଣ ସଂପାଦକ ବିଶ୍ୱଭୂଷଣ ଦାସ ଓ ସଂପାଦକ ସୁରେଶ ପାଣିଗ୍ରାହୀଙ୍କୁ ଦାୟୀତ୍ୱ ଦିଆଯାଇଥିବା ବେଳେ ବାଲେଶ୍ୱର ଜିଲ୍ଲା ନିମନ୍ତେ ସା.ସ ଅଶୋକ କୁମାର ଦାସ ଓ ସଂ. ମନୋଜ କୁମାର ବିଶ୍ୱାଳ, ବରଗଡ଼-ସା.ସ. ରାଜକିଶୋର ଷଢ଼ଙ୍ଗୀ ଓ ସଂ. ମାନସ ଆଚାର୍ଯ୍ୟ, ଭଦ୍ରକ –ସତ୍ୟଶିବ ଦାସ, ସଂ. ସଗ୍ରାମ କେଶରୀ ଦାସ, ଭୁବନେଶ୍ୱର- ଉ.ସ. ଗଣେଶ୍ୱର ବେହେରା ଓ ସଂ. ଶାନ୍ତାୟନ ମିଶ୍ର, ବଲାଙ୍ଗିର-କାର୍ଯ୍ୟକାରୀ  କମିଟି ସଭ୍ୟ ସତ୍ୟଭୂଷଣ ସାହୁ ଓ ସଂ. ସୀମାଂଚଳ ଉଲ୍ଲାକା, ବୌଦ୍ଧ - ସା.ସ. ଆଶଫ ଅଲ୍ଲି ଖାନ ଓ ସଂ ସୂର୍ଯ୍ୟକାନ୍ତି ବାଗ ଏବଂ ସଂ. ଗୌର ନାୟକ, କଟକ- ସା.ସ. ସତ୍ୟପ୍ରକାଶ ନାୟକ ଓ  ସଂ. ଉମେଶ ଜେନା ଏବଂ ସଂ. ପ୍ରତିମା ମଲ୍ଲିକ, କଟକ ନଗର- ଉ.ସ. ଯଜେ୍ଞଶ୍ୱର ବାବୁ ଓ ସଂ. ଶ୍ରୀୟା ମହାନ୍ତି, ଦେଓଗଡ଼- ଉ.ସ. ରତ୍ନମଣି ଉଲ୍ଲାକା ଓ ସଂ. ଦୁର୍ଗା ପାଢ଼ୀ, ଢ଼େଙ୍କାନାଳ- ଉ.ସ. ସୁରେଶ ମହାପାତ୍ର ଓ ସଂ. ବିଜୟାନନ୍ଦ ଚାଉଳିଆ, ଗଜପତି – ସା.ସ . ଲଲାଟେନ୍ଦୁ ମହାପାତ୍ର ଓ ସଂ. ନଳିନୀ ସ୍ୱାଇଁ, ଗଞ୍ଜାମ-(ବ୍ରହ୍ମପୁର ଲୋକସଭା)- ଉ.ସ. ଶିବାନନ୍ଦ ରାୟ ଓ ସଂ. ଲିଙ୍ଗରାଜ ସାହୁ, (ଆସ୍କା ଲୋକସଭା) - ସା.ସ. କିଶୋର ଜେନା ଓ ସଂ. କୈଳାସ ମୁଖି ଏବଂ ହେମରାଜ ବାଗ, ଜଗତସିଂହପୁର- ଉ.ସ. ଭୂଜବଳ ମାଝୀ ଓ ସଂ. ମନୋଜ ସାହୁ, ଯାଜପୁର- ସା.ସ. ରଜତ ଚୌଧୁରୀ ଓ ସଂ. ନସିର ଅହମ୍ମଦ ଖାନ, ଝାରସୁଗୁଡ଼ା – ସଂ. ସସ୍ମତା ଦେହୁରୀ ଓ ସଂ ଦୁଲାଲ ଚନ୍ଦ୍ର ପ୍ରଧାନ, କଳହାଣ୍ଡି – ସା.ସ. ସମରେନ୍ଦ୍ର ମିଶ୍ର ଓ ସଂ. ମୁକେଶ ଜେନ, କନ୍ଧମାଳ- ସା.ସ. ବିସ୍ମୟ ମହାପାତ୍ର ଓ ସଂ. ହୁସେନ ଖାନ, କେନ୍ଦ୍ରାପଡ଼ା- କାର୍ଯ୍ୟକାରୀ କମିଟି ସଦସ୍ୟ ପଂଚାନନ କାନୁନଗୋ ଓ ସଂ. ବିଳ୍ପବ ଚୌଧୁରୀ, କେନ୍ଦୁଝର- ଉ.ସ. ସରସ୍ୱତୀ ହେମ୍ରମ ଓ ସଂ ସନ୍ତୋଷ ନନ୍ଦ ଏବଂ ସଂ. ସମ୍ଭୁନାଥ ପାଣିଗ୍ରାହୀ, ଖୋର୍ଦ୍ଧା – ସା.ସ. ରବି ରାୟ, ଓ ସଂ. ଦରିଦ୍ର ନାରାୟଣ ନାୟକ, କୋରାପୁଟ-  ଉ.ସ. ଦେବାଶିଷ ପଟ୍ଟନାୟକ ଓ ସଂ. ମହମ୍ମଦ ସବିର ଏବଂ ସଂ. ପ୍ରଭାସ କର ମହାପାତ୍ର, ମାଲକାନଗିରି- ଉ.ସ. ସଦନ ନାୟକ ଓ ସଂ. ଶଶିଭୂଷଣ ପାତ୍ର, ମୟୁରଭଞ୍ଜ- ସା.ସ. ଅରିନ୍ଦମ ସର୍କେଲ ଓ ସଂ. ବିଜନ ନାୟକ, ସଂ. ମଧୁସ୍ମିତା ସେଠୀ ଏବଂ ସଂ. ଦିଲ୍ଲୀପ ବେହେରା, ନବରଙ୍ଗପୁର- ଉ.ସ. ଦେବାଶିଷ ପଟ୍ଟନାୟକ ଓ ସଂ. କୃଷ୍ଣଚନ୍ଦ୍ର ନେପାକ, ନୟାଗଡ଼-  ସା.ସ. ରବିନ୍ଦ୍ର ମଲ୍ଲିକ ଓ ସଂ. ଚନ୍ଦ୍ରଶେଖର ପରିଡ଼ା, ନୂଆପଡ଼ା- ଉ.ସ. ନକୁଳ ନାୟକ ଓ ସଂ- ତରୁଣ ମାଝୀ, ପୁରୀ- ସା.ସ ଜାନକୀ ବଲ୍ଲଭ ପଟ୍ଟନାୟକ ଓ ସଂ ଅମୀୟ ପାଣ୍ଡବ, ରାୟଗଡ଼ା- ଉ.ସ. ସନ୍ତୋଷ ସିଂ ସାଲୁଜା ଓ ସଂ. ସଂଜୟ କୁମାର ଅଧିକାରୀ, ରାଉରକେଲା- ସା.ସ. ଆଲୋକ ମିଶ୍ର ଓ ସଂ. ମହେନ୍ଦ୍ର କୁମାର ନାୟକ, ସମ୍ବଲପୁର- କାର୍ଯ୍ୟକାରୀ କମିଟି ସଦସ୍ୟ ଉମାଶଙ୍କର ପଣ୍ଡା ଓ ସଂ ସରୋଜ ପ୍ରଧାନ ଏବଂ ସଂ ସୁକାନ୍ତି ଦାସ, ସୁବର୍ଣ୍ଣପୁର- ସା.ସ. ନାରୟଣ ଜେନା ଓ ସଂ. ସୁବ୍ରତ ମହାପାତ୍ର ଏବଂ ସୁନ୍ଦରଗଡ଼ ଜିଲ୍ଲା ନିମନ୍ତେ ସା.ସ. ସଂଗ୍ରାମ ମିଶ୍ର ଓ ସଂ. ପ୍ରିୟଜିତ ରାୟ ଏବଂ ସଂ ପ୍ରଦୀପ ମହାପାତ୍ରଙ୍କୁ ଶ୍ରୀ ପଟ୍ଟନାୟକ ଦାୟୀତ୍ୱ ଦେଇଛନ୍ତି । 

ସେହିପରି ପିସିସି ସାଧାରଣ ସଂପାଦକ ଚିନ୍ମୟ ସୁନ୍ଦର ଦାସଙ୍କୁ ଅଫିସ ପ୍ରୋଟୋକଲ, ସାଧାରଣ ସଂପାଦିକା ମମତା ମାଢ଼ୀ ଓ  ସଂପାଦିକା ଅର୍ଚ୍ଚନା ନନ୍ଦିଙ୍କୁ ମହିଳା କଂଗ୍ରେସ  ଦାୟୀତ୍ୱ ଦିଆଯାଇଛି ବୋଲି ପ୍ରଦେଶ କଂଗ୍ରେସ ଉପସଭାପତି ଶ୍ରୀ ଯଜେ୍ଞଶ୍ୱର ବାବୁ ଜଣାଇଛନ୍ତି ।

Powered by Froala Editor

Tags Inc congress, Congress , Niranjan Patnaik

Related articles Odisha News Lens 4.1

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14105
    Aug 14, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13785
    Aug 13, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13999
    Aug 13, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14251
    Aug 14, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13516
    Aug 14, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15301
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13853
    Aug 13, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15694
    Aug 13, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15786
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13531
    Aug 13, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15301
    Aug 14, 2026
  • ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13516
    Aug 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17029
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17642
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17693
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18095
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14486
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14526
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14363
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15942
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16355
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14005
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14359
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15263
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14633
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15786
    Aug 13, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13516
    Aug 14, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15301
    Aug 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In