Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 17, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ଚିନ୍ତାର କାରଣ ପାଲଟିଛି ଟି୍ରପଲ ମୁ୍ୟଟାଣ୍ଟ, ୪ ରାଜ୍ୟରେ ମାଡ଼ି ଚାଲିଛି ସଂକ୍ରମଣ

ଚିନ୍ତାର କାରଣ ପାଲଟିଛି ଟି୍ରପଲ ମୁ୍ୟଟାଣ୍ଟ, ୪ ରାଜ୍ୟରେ ମାଡ଼ି ଚାଲିଛି ସଂକ୍ରମଣ

2021-04-24 06:20:25
14616
Share:
Facebook
Twitter
E-Mail
WhatsApp
Telegram
 ଚିନ୍ତାର କାରଣ ପାଲଟିଛି ଟି୍ରପଲ ମୁ୍ୟଟାଣ୍ଟ, ୪ ରାଜ୍ୟରେ ମାଡ଼ି ଚାଲିଛି ସଂକ୍ରମଣ

ନୂଆଦିଲ୍ଲୀ: ଭାରତ ଏବେ ଦ୍ୱିତୀୟ ଲହର ସଂକ୍ରମଣର ମଧ୍ୟ ଭାଗରେ ଅଛି । ବ୍ରାଜିଲକୁ ଟପି ଭାରତ ବିଶ୍ୱରେ ଦ୍ୱିତୀୟ ସର୍ବାଧିକ ପ୍ରଭାବିତ ରାଷ୍ଟ୍ର ପାଲଟିଥିବା ବେଳେ ଦ୍ୱିତୀୟ ଲହର ସଂକ୍ରମଣ ଦେଶରେ ଅତି ବିପଜ୍ଜନକ ସ୍ଥିତି ସୃଷ୍ଟି କରିଛି । ଏଭଳି ସ୍ଥିତିରେ ଟି୍ରପଲ ମୁ୍ୟଟାଣ୍ଟ ଷ୍ଟ୍ରେନ ତଥା ବେଙ୍ଗଲ ଷ୍ଟ୍ରେନ ନୂଆ ଚିନ୍ତାର କାରଣ ପାଲଟିଛି । ଏହି ଷ୍ଟ୍ରେନ ୪ ରାଜ୍ୟର ସଙ୍କଟ ବଢ଼ାଇଛି । ମହାରାଷ୍ଟ୍ର, ଦିଲ୍ଲୀ, ପଶ୍ଚିମବଙ୍ଗ ଏବଂ ଛତିଶଗଡ଼ ପରି ରାଜ୍ୟମାନଙ୍କରେ ଟି୍ରପଲ ମୁ୍ୟଟାଣ୍ଟ ଷ୍ଟ୍ରେନ ଚିହ୍ନଟ ହେବା ସହ ଏହା ଦ୍ୱାରା ସଂକ୍ରମଣ ଅତି କ୍ଷୀପ୍ର ଗତିରେ ମାଡ଼ି ଚାଲିଥିବା ଜଣାପଡ଼ିଛି । ରିପୋର୍ଟ ଅନୁଯାୟୀ ପଶ୍ଚିମବଙ୍ଗ ଏହି ଟି୍ରପଲ ମୁ୍ୟଟାଣ୍ଟର ହଟସ୍ପଟ । ଏହା ଡବଲ ମୁ୍ୟଟାଣ୍ଟ ଅପେକ୍ଷା ଅଧିକ ସଂକ୍ରାମକ । ଟି୍ରପଲ ମୁ୍ୟଟାଣ୍ଟ ଅତି ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିବ ।

Powered by Froala Editor

Tags corona

Related articles Odisha News Lens 4.1

  •  ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ
    ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ

    14648
    Jun 16, 2025
  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ
    ଦେଶ-ଦେଶାନ୍ତର

    ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13594
    Jun 16, 2025
  • ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...
    ଦେଶ-ଦେଶାନ୍ତର

    ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...

    15568
    Jun 15, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15663
    Jun 16, 2025
  • ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ
    ଦେଶ-ଦେଶାନ୍ତର

    ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

    14095
    Jun 15, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14656
    Jun 16, 2025
  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ,  ବର୍ତ୍ତିଗଲେ ୨୫୦ ଯାତ୍ରୀ
    ଦେଶ-ଦେଶାନ୍ତର

    ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14539
    Jun 16, 2025
  • ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ
    ମନୋରଞ୍ଜନ

    ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ

    14572
    Jun 15, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ
    ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14473
    Jun 16, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ

    14648
    Jun 16, 2025
  • ଦେଶ-ଦେଶାନ୍ତର

    ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

    14095
    Jun 15, 2025
  • ଦେଶ-ଦେଶାନ୍ତର

    ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14539
    Jun 16, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16661
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16966
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15493
    Apr 03, 2021

ବିଶେଷ

  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15663
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14334
    Jun 16, 2025
  • କେଶ ଝଡ଼ିବା କମାଇବ ଯୋଗ

    14706
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14627
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15669
    Jun 11, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14482
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15703
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16331
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14034
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13594
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14334
    Jun 16, 2025
  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14539
    Jun 16, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In