Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ...

  • ଇପିଏଫ୍ଓ ବେତନ ସୀମା ବୃଦ୍ଧି : ...

  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ...

ବିଶେଷ
Home ›› ବିଶେଷ ››ଏହିପରି ନିଅନ୍ତୁ ପାଚନ ତନ୍ତ୍ରର ଯତ୍ନ

ଏହିପରି ନିଅନ୍ତୁ ପାଚନ ତନ୍ତ୍ରର ଯତ୍ନ

2021-11-23 05:09:59
14982
Share:
Facebook
Twitter
E-Mail
WhatsApp
Telegram
ଏହିପରି ନିଅନ୍ତୁ ପାଚନ ତନ୍ତ୍ରର ଯତ୍ନ



ଶରୀରକୁ ସୁସ୍ଥ ଏବଂ ଫିଟ୍ ରଖିବା ପାଇଁ,ସବୁବେଳେ ପାଚନ ତନ୍ତ୍ରକୁ ଠିକ୍ ରଖିବା ଆବଶ୍ୟକ । କିନ୍ତୁ ଆଜିକାଲି ପାଚନ ଜନିତ ବିଭିନ୍ନ ସମସ୍ୟା ଅନେକଙ୍କ କ୍ଷେତ୍ରରେ ଦେଖିବାକୁ ମିଳୁଛି । ତେବେ ପାଚନ ତନ୍ତ୍ରକୁ ଠିକ୍ ରଖିବା ପାଇଁ କେଉଁ ଦିଗ ପ୍ରତି ଧ୍ୟାନ ଦେବା ଜରୁରୀ ଆସନ୍ତୁ ଜାଣିବା ।
 

- ପାଚନକୁ ଠିକ୍ ରଖିବା ପାଇଁ ସବୁବେଳେ ଗରମ ଏବଂ ସତେଜ ଭୋଜନ କରିବା ଆବଶ୍ୟକ । ଫ୍ରିଜରେ ରଖା ଯାଇଥିବା ଖାଦ୍ୟଠାରୁ ଯଥା ସମ୍ଭବ ନିଜକୁ ଦୂରେଇ ରଖିବା ଉଚିତ୍ ।
 

- ସ୍ୱାସ୍ଥ୍ୟ ବିଶେଷଗ୍ୟଙ୍କ ମତରେ, ଭୋକ ଲାଗୁନଥିଲେ ଜୋର ଜବରଦସ୍ତ ଖାଦ୍ୟଖାଇବା ଅନୁଚିତ୍ । ଏବଂ ଭୋକ ଲାଗିଲା କ୍ଷଣି ତୁରନ୍ତ ଖାଇବା ଉଚିତ୍,ଏହାସହ ପ୍ରତିଦିନ ସମାନ ସମୟରେ ଖାଦ୍ୟ ଖାଇବା ଆବଶ୍ୟକ । ଖାଦ୍ୟରେ ସମସ୍ତ ପ୍ରକାରର ସବୁଜ ପନିପରିବା ସାମିଲ କରନ୍ତୁ,ଏହା ଲାଭଦାୟକ ହେବ ।

 - ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଇଛି,ଖାଦ୍ୟ ଖାଇବା ସମୟରେ ସବୁବେଳେ ଚୋବେଇ ଖାଇବା ଉଚିତ୍ । ତରତର ହୋଇ ଖାଆନ୍ତୁ ନାହିଁ ।

 - ପ୍ରତିଦିନ ପ୍ରଚୁର ପାଣି ପିଇବା ସହ ଏହି ଦିଗ ଗୁଡ଼ିକ ପ୍ରତି ଧ୍ୟାନ ଦେବା ନିତ୍ୟାନ୍ତ ଆବଶ୍ୟକ ।

Powered by Froala Editor

Tags Health tips

Related articles Odisha News Lens 4.1

  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌
    ଦେଶ-ଦେଶାନ୍ତର

    ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌

    13940
    Oct 03, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15093
    Oct 03, 2026
  •  କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ
    ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14001
    Oct 04, 2026
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14591
    Oct 04, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14480
    Oct 03, 2026
  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13504
    Oct 04, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ
    ବାଣିଜ୍ୟ

    ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13683
    Oct 03, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13397
    Oct 04, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    14945
    Oct 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14591
    Oct 04, 2026
  • ଦେଶ-ଦେଶାନ୍ତର

    ଇପିଏଫ୍ଓ ବେତନ ସୀମା ବୃଦ୍ଧି : କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି କମ୍ପାନି

    13945
    Oct 03, 2026
  • ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13504
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17147
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17838
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17801
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18214
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15414
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14086
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15825
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15392
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14764
    Sep 18, 2026

ବାଣିଜ୍ୟ

କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

ପ୍ରାକୃତିକ ତେଲ ତ୍ବଚା ଏବଂ ବାଳ ନିମନ୍ତେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ନଡ଼ିଆ ତେଲ,ବାଦାମ ତେଲ,ଅଲିଭ ତେଲର ଫାଇଦା ବିଷୟରେ ତ ଆପଣ ଜାଣିଥିବେ କିନ୍ତୁ ଆପଣ କ’ଣ କେବେ ଅଣ୍ଡା ତେଲ ଟ୍ରାଇ କରିଛନ୍ତି? ଆସନ୍ତୁ ଜାଣିବା ଅଣ୍ଡା ତେଲ କିପରି ଭାବରେ ଆମ ବାଳ ପାଇଁ ଲାଭଦାୟକ ହୋଇଥାଏ।

ଅଣ୍ଡା ତେଲ ଅଣ୍ଡାର କେଶର ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13683
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15346
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15047
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14397
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    14945
    Oct 04, 2026
  • ଇପିଏଫ୍ଓ ବେତନ ସୀମା ବୃଦ୍ଧି : କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି କମ୍ପାନି

    13945
    Oct 03, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14001
    Oct 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In