Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 17, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ...

ରାଜ୍ୟ
Home ›› ରାଜ୍ୟ ››ଆଜି ରାୟଗଡାରେ ବିଏସକେୱାଇ କାର୍ଡ ବଣ୍ଟନ

ଆଜି ରାୟଗଡାରେ ବିଏସକେୱାଇ କାର୍ଡ ବଣ୍ଟନ

2021-11-23 05:18:35
15114
Share:
Facebook
Twitter
E-Mail
WhatsApp
Telegram
ଆଜି ରାୟଗଡାରେ ବିଏସକେୱାଇ କାର୍ଡ ବଣ୍ଟନ

ରାୟଗଡା: ରାୟଗଡା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡର ଶୁଭାରମ୍ଭ ହେବ । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଶୁଭାରମ୍ଭ କରିବେ । ରାୟଗଡାର ସ୍ଥାନୀୟ ଜିସିଡି ପଡିଆ ଠାରେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ପରେ କାର୍ଡ ବଣ୍ଟନ କରାଯିବ । 

ଏହି କାର୍ୟ୍ୟକ୍ରମରେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣମନ୍ତ୍ରୀ ଜଗନ୍ନାଥ ସାରକା, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଏବଂ ପର୍ୟ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହି ଯୋଗ ଦେବେ । ଏହି ସ୍ୱାସ୍ଥ୍ୟ କାର୍ଡ ଦ୍ୱାରା ଜିଲ୍ଲାର ୨ ଲକ୍ଷ ୫୨ ହଜାର ୧୯୧ ପରିବାରର ୮ ଲକ୍ଷ ୩୪ ହଜାର ୫୭୦ ଜଣ ହିତାଧିକାରୀ ଉପକୃତ ହେବେ । 

ଏହି ସ୍ୱାସ୍ଥ୍ୟ କାର୍ଡ ବ୍ୟତୀତ ମୁଖ୍ୟମନ୍ତ୍ରୀ ଅନ୍ୟାନ୍ୟ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ।

Powered by Froala Editor

Tags Smart card

Related articles Odisha News Lens 4.1

  • ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ
    ଦେଶ-ଦେଶାନ୍ତର

    ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

    14065
    Jun 15, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    13841
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ
    ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14301
    Jun 16, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ
    ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14441
    Jun 16, 2025
  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ,  ବର୍ତ୍ତିଗଲେ ୨୫୦ ଯାତ୍ରୀ
    ଦେଶ-ଦେଶାନ୍ତର

    ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14507
    Jun 16, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14626
    Jun 16, 2025
  •  ଆଜି ରାଜକୋଟରେ ବିଜୟ ରୁପାଣୀଙ୍କୀ ଶେଷକୃତ୍ୟ
    ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କୀ ଶେଷକୃତ୍ୟ

    14615
    Jun 16, 2025
  • ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ
    ମନୋରଞ୍ଜନ

    ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ

    14543
    Jun 15, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15632
    Jun 16, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ

    14543
    Jun 15, 2025
  • ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14626
    Jun 16, 2025
  • ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15632
    Jun 16, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16661
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16966
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15492
    Apr 03, 2021

ବିଶେଷ

  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15632
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14301
    Jun 16, 2025
  • କେଶ ଝଡ଼ିବା କମାଇବ ଯୋଗ

    14677
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14605
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15666
    Jun 11, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14482
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15703
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16330
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14034
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

    14065
    Jun 15, 2025
  • ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ

    14543
    Jun 15, 2025
  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13562
    Jun 16, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In