Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ...

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ...

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ...

Home ›› ››ଏହି ଜିଲ୍ଲା ଦାୟିତ୍ୱରେ ଏହି କଂଗ୍ରେସ ନେତା

ଏହି ଜିଲ୍ଲା ଦାୟିତ୍ୱରେ ଏହି କଂଗ୍ରେସ ନେତା

2021-11-23 06:29:32
15414
Share:
Facebook
Twitter
E-Mail
WhatsApp
Telegram
ଏହି ଜିଲ୍ଲା ଦାୟିତ୍ୱରେ ଏହି କଂଗ୍ରେସ ନେତା


ଭୁବନେଶ୍ୱର : ଜିଲ୍ଲା, ବ୍ଲକ ଓ ପଂଚାୟତ ସ୍ତରରେ କଂଗ୍ରେସ ସଂଗଠନକୁ ସୁଦୃଢ଼ ଓ କ୍ରିୟାଶୀଳ କରିବାପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରଦେଶ କଂଗ୍ରେସ କମିଟିର ଉପ-ସଭାପତି, ସାଧାରଣ ସଂପାଦ, କାର୍ଯ୍ୟକାରୀ କମିଟି ସଦସ୍ୟ ଓ ସଂପାଦକମାନଙ୍କ ମଧ୍ୟରେ ଜିଲ୍ଲା ଦାୟିତ୍ୱ ବଂଟନ କରିଛନ୍ତି ।

 

ଏହି କ୍ରମରେ ଅନୁଗୁଳ ଜିଲ୍ଲା ନିମନ୍ତେ ସାଧାରଣ ସଂପାଦକ ବିଶ୍ୱଭୂଷଣ ଦାସ ଓ ସଂପାଦକ ସୁରେଶ ପାଣିଗ୍ରାହୀଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ବାଲେଶ୍ୱର ଜିଲ୍ଲା ନିମନ୍ତେ ଅଶୋକ କୁମାର ଦାସ ଓ ମନୋଜ କୁମାର ବିଶ୍ୱାଳ, ବରଗଡ଼ ପାଇଁ ରାଜକିଶୋର ଷଢ଼ଙ୍ଗୀ ଓ ମାନସ ଆଚାର୍ଯ୍ୟ, ଭଦ୍ରକ – ସତ୍ୟଶିବ ଦାସ,  ସଗ୍ରାମ କେଶରୀ ଦାସ, ଭୁବନେଶ୍ୱର-  ଗଣେଶ୍ୱର ବେହେରା ଓ ଶାନ୍ତାୟନ ମିଶ୍ର, ବଲାଙ୍ଗୀର- ସତ୍ୟଭୂଷଣ ସାହୁ ଓ ସୀମାଂଚଳ ଉଲ୍ଲାକା, ବୌଦ୍ଧ - ଆଶଫ ଅଲ୍ଲି ଖାନ ଓ ସୂର୍ଯ୍ୟକାନ୍ତି ବାଗ ଏବଂ  ଗୌର ନାୟକ, କଟକ-  ସତ୍ୟପ୍ରକାଶ ନାୟକ ଓ  ଉମେଶ ଜେନା ଏବଂ  ପ୍ରତିମା ମଲ୍ଲିକ, କଟକ ନଗର-  ଯଜେ୍ଞଶ୍ୱର ବାବୁ ଓ  ଶ୍ରୀୟା ମହାନ୍ତି, ଦେବଗଡ଼ -  ରନôମଣି ଉଲ୍ଲାକା ଓ ଦୁର୍ଗା ପାଢ଼ୀ, ଢେ଼ଙ୍କାନାଳ -  ସୁରେଶ ମହାପାତ୍ର ଓ ବିଜୟାନନ୍ଦ ଚାଉଳିଆ, ଗଜପତି –ଲଲାଟେନ୍ଦୁ ମହାପାତ୍ର ଓ ନଳିନୀ ସ୍ୱାଇଁ, ଗଞ୍ଜାମ-(ବ୍ରହ୍ମପୁର ଲୋକସଭା)- ଶିବାନନ୍ଦ ରାୟ ଓ  ଲିଙ୍ଗରାଜ ସାହୁ, (ଆସ୍କା ଲୋକସଭା) - କିଶୋର ଜେନା ଓ  କୈଳାସ ମୁଖି ଏବଂ ହେମରାଜ ବାଗ, ଜଗତସିଂହପୁର- ଭୂଜବଳ ମାଝୀ ଓ  ମନୋଜ ସାହୁ, ଯାଜପୁର- ରଜତ ଚୌଧୁରୀ ଓ ନସିର ଅହମ୍ମଦ ଖାନ, ଝାରସୁଗୁଡ଼ା – ସସି୍ମତା ଦେହୁରୀ ଓ ଦୁଲାଲ ଚନ୍ଦ୍ର ପ୍ରଧାନ, କଳହାଣ୍ଡି –   ସମରେନ୍ଦ୍ର ମିଶ୍ର ଓ   ମୁକେଶ ଜୈନ, କନ୍ଧମାଳ-   ବିସ୍ମୟ ମହାପାତ୍ର ଓ   ହୁସେନ ଖାନ, କେନ୍ଦ୍ରାପଡ଼ା- କାର୍ଯ୍ୟକାରୀ କମିଟି ସଦସ୍ୟ ପଂଚାନନ କାନୁନଗୋ ଓ  ବିପ୍ଲବ ଚୌଧୁରୀ, କେନ୍ଦୁଝର-   ସରସ୍ୱତୀ ହେମ୍ରମ ଓ  ସନ୍ତୋଷ ନନ୍ଦ ଏବଂ ଶମ୍ଭୁନାଥ ପାଣିଗ୍ରାହୀ, ଖୋର୍ଦ୍ଧା –ରବି ରାୟ, ଓ ଦରିଦ୍ର ନାରାୟଣ ନାୟକ, କୋରାପୁଟ-  ଦେବାଶିଷ ପଟ୍ଟନାୟକ ଓ ମହମ୍ମଦ ସବିର ଏବଂ ପ୍ରଭାସ କର ମହାପାତ୍ର, ମାଲକାନଗିରି- ସଦନ ନାୟକ ଓ ଶଶିଭୂଷଣ ପାତ୍ର, ମୟୂରଭଞ୍ଜ- ଅରିନ୍ଦମ ସର୍କେଲ ଓ ବିଜନ ନାୟକ, ମଧୁସ୍ମିତା ସେଠୀ ଏବଂ ଦିଲ୍ଲୀପ ବେହେରା, ନବରଙ୍ଗପୁର-  ଦେବାଶିଷ ପଟ୍ଟନାୟକ ଓ କୃଷ୍ଣଚନ୍ଦ୍ର ନେପାକ, ନୟାଗଡ଼ -  ରବୀନ୍ଦ୍ର ମଲ୍ଲିକ ଓ ଚନ୍ଦ୍ରଶେଖର ପରିଡ଼ା, ନୂଆପଡ଼ା- ନକୁଳ ନାୟକ ଓ ତରୁଣ ମାଝୀ, ପୁରୀ- ଜାନକୀ ବଲ୍ଲଭ ପଟ୍ଟନାୟକ ଓ  ଅମୀୟ ପାଣ୍ଡବ, ରାୟଗଡ଼ା-  ସନ୍ତୋଷ ସିଂ ସାଲୁଜା ଓ  ସଂଜୟ କୁମାର ଅଧିକାରୀ, ରାଉରକେଲା- ଆଲୋକ ମିଶ୍ର ଓ  ମହେନ୍ଦ୍ର କୁମାର ନାୟକ, ସମ୍ବଲପୁର- କାର୍ଯ୍ୟକାରୀ କମିଟି ସଦସ୍ୟ ଉମାଶଙ୍କର ପଣ୍ଡା ଓ  ସରୋଜ ପ୍ରଧାନ ଏବଂ  ସୁକାନ୍ତି ଦାସ, ସୁବର୍ଣ୍ଣପୁର-  ନାରାୟଣ ଜେନା ଓ  ସୁବ୍ରତ ମହାପାତ୍ର ଏବଂ ସୁନ୍ଦରଗଡ଼ ଜିଲ୍ଲା ନିମନ୍ତେ ସଂଗ୍ରାମ ମିଶ୍ର ଓ  ପ୍ରିୟଜିତ ରାୟ ଏବଂ ପ୍ରଦୀପ ମହାପାତ୍ରଙ୍କୁ ଶ୍ରୀ ପଟ୍ଟନାୟକ ଦାୟିତ୍ୱ ଦେଇଛନ୍ତି । 

 

ସେହିପରି ପିସିସି ସାଧାରଣ ସଂପାଦକ ଚିନ୍ମୟ ସୁନ୍ଦର ଦାସଙ୍କୁ ଅଫିସ ପ୍ରୋଟୋକଲ, ସାଧାରଣ ସଂପାଦିକା ମମତା ମାଢ଼ୀ ଓ  ସଂପାଦିକା ଅର୍ଚ୍ଚନା ନନ୍ଦିଙ୍କୁ ମହିଳା କଂଗ୍ରେସ  ଦାୟିତ୍ୱ ଦିଆଯାଇଛି ବୋଲି ପ୍ରଦେଶ କଂଗ୍ରେସ ଉପସଭାପତି ଯଜେ୍ଞଶ୍ୱର ବାବୁ ଜଣାଇଛନ୍ତି । 

Powered by Froala Editor

Tags Odisha congress

Related articles Odisha News Lens 4.1

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ
    ଦେଶ-ଦେଶାନ୍ତର

    ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14591
    Jun 20, 2026
  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା
    ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15568
    Jun 21, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15610
    Jun 20, 2026
  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ
    ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15264
    Jun 20, 2026
  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା
    ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15418
    Jun 21, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14308
    Jun 21, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13577
    Jun 21, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15391
    Jun 20, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...
    ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...

    13959
    Jun 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13577
    Jun 21, 2026
  • ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15418
    Jun 21, 2026
  • ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15391
    Jun 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18001
    Sep 06, 2023

ବିଶେଷ

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14308
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15457
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14367
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15734
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14949
    Jun 16, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14868
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15481
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15231
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15391
    Jun 20, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15154
    Jun 20, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ

    15610
    Jun 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In