Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....

  • ପେରାମ୍ବୁର ଏବଂ ତ୍ରିଚି ଆସନରୁ ...

  • ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ...

  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ...

  • ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

  • ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା

  • ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା

  • ଓଜନ କମାଇବାର ସହଜ ଉପାୟ

  • ଭାରତ ସହିତ ମିଶି କାମ କରିବାକୁ ଖୁବ ...

Home ›› ››ଗଲଓ୍ବାନ ସହିଦ କର୍ଣ୍ଣେଲ ବି. ସନ୍ତୋଷ ବାବୁଙ୍କୁ ମହାବୀର ଚକ୍ର

ଗଲଓ୍ବାନ ସହିଦ କର୍ଣ୍ଣେଲ ବି. ସନ୍ତୋଷ ବାବୁଙ୍କୁ ମହାବୀର ଚକ୍ର

2021-11-23 18:50:24
14129
Share:
Facebook
Twitter
E-Mail
WhatsApp
Telegram
ଗଲଓ୍ବାନ ସହିଦ କର୍ଣ୍ଣେଲ ବି. ସନ୍ତୋଷ ବାବୁଙ୍କୁ ମହାବୀର ଚକ୍ର

ଗଲଓ୍ବାନ ହିରୋ ସହିଦ୍ କର୍ଣ୍ଣେଲ ବି. ସନ୍ତୋଷ ବାବୁଙ୍କୁ ମହାବୀର ଚକ୍ର ପ୍ରଦାନ କରାଯାଇଛି ।ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ କଲୋନେଲ ସନ୍ତୋଷ ବାବୁଙ୍କ ସମେତ ଅନ୍ୟ ବୀର ଭାରତୀୟ ଯବାନଙ୍କୁ ବିଭିନ୍ନ ସାମରିକ ସମ୍ମାନରେ ସମ୍ମାନିତ କରିଛନ୍ତି । ସହିଦ ସନ୍ତୋଷ ବାବୁଙ୍କ ମା’ ଓ ତାଙ୍କ ପତ୍ନୀ ରାଷ୍ଟ୍ରପତିଙ୍କ ନିକଟରୁ ଏହି ସମ୍ମାନ ଗ୍ରହଣ କରିଥିଲେ । ଏହାବ୍ୟତୀତ ଓଡ଼ିଆ ସହିଦ ନାଏବ ସୁବେଦାର ନୁଦୁରାମ ସୋରେନ, ହାଭିଲଦାର କେ ପାଲାନି, ନାଏକ ଦୀପକ ସିଂହ, ସିପାହୀ ଗୁରତେଜ ସିଂହଙ୍କୁ ମଧ୍ୟ ମରଣୋତ୍ତର ଭାବରେ ବୀରଚକ୍ର ସମ୍ମାନରେ ସମ୍ମାନିତ କରାଯାଇଥିଲା । ସେମାନେ ସମସ୍ତେ ଗତବର୍ଷ ଜୁନ ମାସରେ ଗଲୱାନ ଉପତ୍ୟକାରେ ଚୀନ ସୈନ୍ୟକଙ୍କର ଆକ୍ରମଣାତ୍ମକ କାର୍ଯ୍ୟର କଡା ଜବାବ ଦେଇଥିଲେ । ଏହି ବୀର ଯବାନଙ୍କର ପତ୍ନୀଗଣ ସମ୍ମାନ ଗ୍ରହଣ କରିଥିଲେ ।

ଜମ୍ମୁ କାଶ୍ମୀରର କେରାନ ସେକ୍ଟରରେ ଏକ ଅଭିଯାନରେ ସହିଦ ହୋଇଥିବା ୪ ପାରା ସ୍ପେଶାଲ ଫୋର୍ସେସର ସୁବେଦାର ସଞ୍ଜୀବ କୁମାରଙ୍କୁ ମରଣୋତ୍ତର ଭାବରେ କୀର୍ତ୍ତୀ ଚକ୍ର ପ୍ରଦାନ କରାଯାଇଥିଲା । ସେ ଜଣେ ଆତଙ୍କବାଦୀକୁ ହତ୍ୟା କରିବାରେ ସଫଳ ହୋଇଥିଲେ ଏବଂ ତାଙ୍କ ଆକ୍ରମଣରେ ଅନ୍ୟ ଦୁଇ ଆତଙ୍କି ଆହତ ହୋଇଥିଲେ । ତାଙ୍କ ପତ୍ନୀ ମଧ୍ୟ ରାଷ୍ଟ୍ରପତିଙ୍କ ନିକଟରୁ ସମ୍ମାନ ଗ୍ରହଣ କରିଥିଲେ ।

Powered by Froala Editor

Tags santosh babu

Related articles Odisha News Lens 4.1

  • ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ...
    ଦେଶ-ଦେଶାନ୍ତର

    ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ...

    13889
    Mar 29, 2026
  • ଓଜନ କମାଇବାର ସହଜ ଉପାୟ
    ବିଶେଷ

    ଓଜନ କମାଇବାର ସହଜ ଉପାୟ

    15741
    Mar 28, 2026
  • ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ
    ଦେଶ-ଦେଶାନ୍ତର

    ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ

    14616
    Mar 29, 2026
  • ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ
    ଦେଶ-ଦେଶାନ୍ତର

    ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

    15520
    Mar 28, 2026
  • ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....

    14497
    Mar 29, 2026
  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି
    ଦେଶ-ଦେଶାନ୍ତର

    ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି

    14243
    Mar 28, 2026
  • ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା
    ଦେଶ-ଦେଶାନ୍ତର

    ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା

    14118
    Mar 28, 2026
  • ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା
    ଅପରାଧ

    ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା

    15083
    Mar 28, 2026
  • ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା
    ମନୋରଞ୍ଜନ

    ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା

    15404
    Mar 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ପ୍ରଧାନମନ୍ତ୍ରୀ

    13889
    Mar 29, 2026
  • ବିଶେଷ

    ଓଜନ କମାଇବାର ସହଜ ଉପାୟ

    15741
    Mar 28, 2026
  • ଅପରାଧ

    ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା

    15083
    Mar 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ଓଜନ କମାଇବାର ସହଜ ଉପାୟ

    15741
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15195
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15435
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15060
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    14038
    Mar 22, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15030
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15536
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13831
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ପ୍ରଧାନମନ୍ତ୍ରୀ

    13889
    Mar 29, 2026
  • ଓଜନ କମାଇବାର ସହଜ ଉପାୟ

    15741
    Mar 28, 2026
  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି

    14243
    Mar 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In