Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟ କ୍ୟାବିନେଟ, ୨୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର

ରାଜ୍ୟ କ୍ୟାବିନେଟ, ୨୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର

2021-11-24 05:44:25
15418
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟ କ୍ୟାବିନେଟ, ୨୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର


ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ । ବୈଠକରେ ବିଭିନ୍ନ ବିଭାଗର ୨୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ମାରିଛି କ୍ୟାବିନେଟ ।

କ୍ୟାବିନେଟରେ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି, ଅର୍ଥ, କୃଷି ଏବଂ କୃଷକ ସଶକ୍ତିକରଣ, ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ, ପଞ୍ଚାୟତରାଜ ଏବଂ ପାନୀୟ ଜଳ ସମ୍ବନ୍ଧୀୟ ୨୪ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି ।ଜଳ ସମ୍ପଦ, ସହଯୋଗ, ଗୃହ, ଶିଳ୍ପ, ଆଇନ ରାଜସ୍ୱ ଏବଂ ବିପର୍ୟ୍ୟୟ ପରିଚାଳନା, ଗ୍ରାମୀଣ ବିକାଶ, ଇସ୍ପାତ ଏବଂ ଖଣି, କାର୍ୟ୍ୟ ଏବଂ ସଂସଦୀୟ କାର୍ୟ୍ୟର ପ୍ରସ୍ତାବକୁ ମୋହର ମାରିଛି କ୍ୟାବିନେଟ । ଓଡ଼ିଶା ଇଲେକ୍ଟ୍ରୋନିକ୍ସ ନୀତି ୨୦୨୧କୁ କ୍ୟାବିନେଟର ମଞ୍ଜୁରି ଦେଇଛି ।
ପାର୍ବତୀଗିରି ମେଗାଲିଫ୍ଟ ଜଳସେଚନ ପ୍ରକଳ୍ପ, ଲୋୟର ସୁକେତେଲ ନଦୀରେ ବ୍ୟାରେଜ ନିର୍ମାଣ, କଳାହାଣ୍ଡି, ମାଲକାନଗିରି, ବାଲେଶ୍ଵର, ଗଜପତି, କନ୍ଧମାଳ ଏବଂ କୋରାପୁଟ ଜିଲ୍ଲାର ପ୍ରାୟ ୧୨ ମେଗା ପାଇପ୍ ଜଳ ଯୋଗାଣ ଯୋଜନା ନିର୍ମାଣକୁ କ୍ୟାବିନେଟ ଅନୁମୋଦନ କରିଛି । ଏହି ୧୨ ମେଗା ପାଇପ୍ ଜଳ ଯୋଗାଣ ଯୋଜନାରେ ପ୍ରାୟ ୧୨୦୦ କୋଟି ଟଙ୍କା ବିନିଯୋଗ ହେବ । ଯାହା ଦ୍ୱାରା ୧୨ ଲକ୍ଷରୁ ଅଧିକ ଜନସଂଖ୍ୟା ଉପକୃତ ହେବେ ।
ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରେ ରହିଛି ପୋଷ୍ଟ ଗ୍ରାଜୁଏଟ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଏବଂ କ୍ୟାପିଟାଲ୍ ହସ୍ପିଟାଲରେ ଗବେଷଣା ଏବଂ ସର୍ଜରୀ କମ୍ପ୍ଲେକ୍ସ, ଇଲେକ୍ଟ୍ରୋନିକ୍ସ ନୀତି ୨୦୨୧, ମେଗା ଇଣ୍ଡଷ୍ଟ୍ରି ପାଇଁ ସ୍ୱତନ୍ତ୍ର ପ୍ରୋତ୍ସାହନ, ଓଡ଼ିଶାର କାରିଗର ଗ୍ରେଡ୍ ପଥର ନୀତି, ୩୮୭ ନୂତନ ରାସ୍ତା ନିର୍ମାଣ ପାଇଁ ୨୦୦୦ କୋଟି ଟଙ୍କା ବ୍ୟବସ୍ଥା, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ ଚାଲିଥିବା ୧୫୭ଟି ରାସ୍ତା ନିର୍ମାଣ ଲାଗି ୪୮୪ କୋଟି ଟଙ୍କା ଯୋଗାଣ ପ୍ରସ୍ତାବ, କୃଷି ଏବଂ ସହଯୋଗୀ କ୍ଷେତ୍ରରେ ନୂତନ ଉଦ୍ୟୋଗଗୁଡିକର ପ୍ରୋତ୍ସାହନ ଲାଗି ଆସିଥିବା ପ୍ରସ୍ତାବକୁ ମଞ୍ଜୁର କରାଯାଇଛି ।

Powered by Froala Editor

Tags Cabinet

Related articles Odisha News Lens 4.1

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14739
    Sep 09, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13590
    Sep 11, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15538
    Sep 10, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15674
    Sep 09, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13416
    Sep 10, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14259
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13708
    Sep 09, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14769
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14589
    Sep 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14898
    Sep 10, 2026
  • ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14769
    Sep 10, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13708
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17754
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18160
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13590
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15702
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14558
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13869
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14673
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13753
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14640
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14991
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ଜାଣନ୍ତୁ କାହିଁକି?

    14739
    Sep 09, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13416
    Sep 10, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14259
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In