Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ...

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ...

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

ବିଶେଷ
Home ›› ବିଶେଷ ››ପ୍ରତ୍ୟେକ ଦିନ ଜଙ୍କ ଫୁଡ୍ ଖାଉଛନ୍ତି କି ହୋଇଯାଆନ୍ତୁ ସାବଧାନ! ଦୁର୍ବଳ ହୋଇପାରେ ଅସ୍ଥି

ପ୍ରତ୍ୟେକ ଦିନ ଜଙ୍କ ଫୁଡ୍ ଖାଉଛନ୍ତି କି ହୋଇଯାଆନ୍ତୁ ସାବଧାନ! ଦୁର୍ବଳ ହୋଇପାରେ ଅସ୍ଥି

2021-11-24 06:42:04
15174
Share:
Facebook
Twitter
E-Mail
WhatsApp
Telegram
ପ୍ରତ୍ୟେକ ଦିନ ଜଙ୍କ ଫୁଡ୍ ଖାଉଛନ୍ତି କି ହୋଇଯାଆନ୍ତୁ ସାବଧାନ! ଦୁର୍ବଳ ହୋଇପାରେ ଅସ୍ଥି

ଆଜିକାଲିର ବଦଳୁଥିବା ଲାଇଫଷ୍ଟାଇଲର କାରଣରୁ ଆମର ଖାଇବା ପିଇବାରେ ମଧ୍ୟ ବହୁତ କିଛି ବଦଳି ଯାଇଛି । ସମୟର ଅଭାବ କାରଣରୁ ଲୋକେ ବହୁତ ଜଙ୍କ ଫୁଡ ଖାଉଥିବା ଦେଖାଯାଉଛି। ଏହା ଖାଇବାକୁ ବହୁତ ସ୍ବାଦିଷ୍ଟ ହୋଇଥିବାବେଳେ କମ ସମୟରେ ହୋଇଥାଏ। କିନ୍ତୁ ଜଙ୍କ ଫୁଡ ଦ୍ବାରା କେତେକ କ୍ଷତି ମଧ୍ୟ ହୋଇଥାଏ। ଏହା ବହୁତ ଅସ୍ବାସ୍ଥ୍ୟକର ହୋଇଥାଏ। ଯେଉଁ ଲୋକମାନେ ଏଭଳି ଜଙ୍କ ଫୁଡ ପ୍ରତ୍ୟେକ ଦିନ ଖାଇଥାନ୍ତି ସେମାନେ ବହୁ ପ୍ରକାରର ରୋଗରେ ପଡ଼ିପାରନ୍ତି। ତେବେ ଆସନ୍ତୁ ଜାଣିବା କ’ଣ ରହିଛି ପ୍ରତ୍ୟେକ ଦିନ ଜଙ୍କ ଫୁଡ୍ ଖାଇବା ଦ୍ବାରା ହେଉଥିବା କ୍ଷତି ବିଷୟରେ ଟ୍ଟ

ଜଙ୍କ ଫୁଡ୍ ଖାଇବା ଦ୍ବାରା ଏପରି କ୍ଷତି ହୋଇଥାଏ

୧. ସ୍ମରଣ ଶକ୍ତି କମ ହୋଇଥାଏ

ବଜାରରେ ମିଳୁଥିବା ଜଙ୍କ ଫୁଡରେ ଅପପୁଷ୍ଟି ଖାଦ୍ୟ ମିଳିଥାଏ । ଏହାର ନିୟମିତ ବ୍ୟବହାର ଦ୍ବାରା ଶରୀରରେ କ୍ୟାଲସିୟମ୍, ମ୍ୟାଗ୍ନେସିୟମ୍, ଭିଟାମିନ୍, ଫସଫରସ୍, ଜିଙ୍କ, ତମ୍ବା, ମାଙ୍ଗାନିଜ୍ ଇତ୍ୟାଦି ଅତ୍ୟାବଶ୍ୟକ ପୋଷକ ତତ୍ତ୍ୱର ଶରୀରରେ ଅଭାବ ଦେଖାଯାଏ। ଏହି କାରଣରୁ ଏହା ଆମର ଚିନ୍ତା ଶକ୍ତି ଉପରେ ମଧ୍ୟ ପ୍ରଭାବ ପକାଇଥାଏ। ସ୍ମୃତି ଶକ୍ତି ଦୁର୍ବଳ ହୋଇଯାଏ। ତେଣୁ, ଜଙ୍କ ଫୁଡ୍ ବଦଳରେ ଅଧିକରୁ ଅଧିକ ଫଳ ଏବଂ ପନିପରିବା ଖାଆନ୍ତୁ।

୨. ମୋଟାପଣର ଶିକାର ହୋଇପାରନ୍ତି

ଜଙ୍କ ଫୁଡ୍ ଖାଇବା ଦ୍ବାରା ଆପଣ ମୋଟାପଣର ଶିକାର ହୋଇପାରନ୍ତି । ଏହିପରି ପ୍ରକ୍ରିୟାକୃତ ଖାଦ୍ୟରେ କ୍ୟାଲୋରୀ ପରିମାଣ ବହୁତ ଅଧିକ ଥାଏ । ଯାହାଦ୍ବାରା ଓଜନ ବହୁତ ବଢିଥାଏ। ଏଥିରେ ପ୍ରଚୁର ପରିମାଣରେ ଚିନି ଏବଂ ଲୁଣ ଥାଏ । ଯାହା ମଧୁମେହ ଏବଂ ଉଚ୍ଚ ରକ୍ତଚାପ ସୃଷ୍ଟି କରିପାରେ ।

୩. ଅସ୍ଥି ଦୁର୍ବଳ ହୋଇପାରେ

ପ୍ରକ୍ରିୟାକୃତ ଖାଦ୍ୟକୁ ସ୍ୱାଦିଷ୍ଟ କରିବା ପାଇଁ ଏଥିରେ ଫସଫେଟ୍ ନାମକ ଏକ ଉପାଦାନ ଥାଏ। ସେଥିପାଇଁ ଏହା ସ୍ୱାଦିଷ୍ଟ ଲାଗିଥାଏ । କିନ୍ତୁ, ଅଧିକ ପରିମାଣର ଫସଫେଟ୍ ହେତୁ ହାଡ ଦୁର୍ବଳ ହୋଇଯାଏ। ଯେଉଁମାନେ ଅଧିକ ଜଙ୍କ ଫୁଡ୍ ଖାଆନ୍ତି ସେମାନେ ମଧ୍ୟ ଗଣ୍ଠି ଯନ୍ତ୍ରଣା ସମସ୍ୟାର ଶିକାର ହୋଇପାରନ୍ତି ।

୪. ଗର୍ଭଧାରଣ କ୍ଷମତା ପ୍ରଭାବିତ ହୁଏ

ବହୁତ ପରିମାଣରେ ଜଙ୍କ୍ ଫୁଡ୍ ଖାଇବା ଦ୍ବାରା ଗର୍ଭଧାରଣ କ୍ଷମତା ପ୍ରଭାବିତ ହୋଇଥାଏ । ଜଙ୍କ ଫୁଡ୍ରେ ଥେଲେଟ୍‌ସ ଥାଏ । ଯାହା ଶରୀରରେ ହରମୋନର ସନ୍ତୁଳନକୁ ବ୍ୟାହତ କରିଥାଏ ।

୫. ହୃଦଘାତ ହେବାର ଆଶଙ୍କା

ଜଙ୍କ ଫୁଡରେ ବହୁ ପରିମାଣରେ ଖରାପ କୋଲେଷ୍ଟ୍ରଲ ମିଳିଥାଏ । ଯାହା ହୃଦଘାତର କାରଣ ହୋଇପାରେ। ଜଙ୍କ ଫୁଡ ଖାଇବା ଦ୍ୱାରା ଖରାପ ଚର୍ବି ଜମା ହେବା ସମସ୍ୟା ଏବଂ କୋଲେଷ୍ଟ୍ରଲ ଓ ସୋଡିୟମର ପରିମାଣ ବଢିପାରେ। ଏହା ସହିତ ଉଚ୍ଚ ରକ୍ତଚାପର କାରଣ ମଧ୍ୟ ହୋଇପାରେ।

Powered by Froala Editor

Tags Junk food

Related articles Odisha News Lens 4.1

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15130
    Apr 15, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13729
    Apr 14, 2026
  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’
    ମନୋରଞ୍ଜନ

    ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14477
    Apr 16, 2026
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ
    ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13532
    Apr 16, 2026
  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର
    ମନୋରଞ୍ଜନ

    ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14379
    Apr 16, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13687
    Apr 15, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15795
    Apr 14, 2026
  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ
    ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15290
    Apr 15, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15579
    Apr 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13532
    Apr 16, 2026
  • ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15290
    Apr 15, 2026
  • ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13687
    Apr 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17831
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15348
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16066
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14684
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15662
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14515
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15334
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15067
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15568
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13865
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15579
    Apr 14, 2026
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13532
    Apr 16, 2026
  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15290
    Apr 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In