Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ...

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ...

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ...

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ...

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

Home ›› ››ବ୍ରେନ୍‌ କାର୍ୟ୍ୟରେ ଖରାପ ପ୍ରଭାବ ପକାଇବାରେ ଏହି ୬ଟି ଖାଦ୍ୟ, ଜାଣନ୍ତୁ କଣ

ବ୍ରେନ୍‌ କାର୍ୟ୍ୟରେ ଖରାପ ପ୍ରଭାବ ପକାଇବାରେ ଏହି ୬ଟି ଖାଦ୍ୟ, ଜାଣନ୍ତୁ କଣ

2021-11-24 06:50:19
13943
Share:
Facebook
Twitter
E-Mail
WhatsApp
Telegram
ବ୍ରେନ୍‌ କାର୍ୟ୍ୟରେ ଖରାପ ପ୍ରଭାବ ପକାଇବାରେ ଏହି ୬ଟି ଖାଦ୍ୟ, ଜାଣନ୍ତୁ କଣ

ଯେତେବେଳେ ନିଜର ଖାଦ୍ୟ-ପାନୀୟରେ ଭୁଲ୍‌ ଜିନିଷକୁ ସାମିଲ କରେ ତ ଏଥିରେ  ଡୋପାମାଇନ୍‌ ଓ ସେରୋଟୋନିନ ଭଳି ନ୍ୟୁରୋଟ୍ରାନ୍ସମିଟର୍ସର ବାଲାନ୍ସ ପ୍ରଭାବିତ ହୋଇଥାଏ ।  ଏକ ଅଧ୍ୟୟନ ମୁତାବିକ୍‌ , ହାଇ ସୁଗାର ଓ ସାଚ୍ୟୁରେଟେଡ୍‌ ଫ୍ୟାଟ୍‌ ଯୁକ୍ତ ଡାଇଟ୍‌ ଆମର ହିପ୍ପୋକ୍ୟାମ୍ପସ( ଏକ ଜଟିଳ ବ୍ରେନ୍‌ ଷ୍ଟ୍ରକଚର ) ବିହେଭିୟରକୁ ବଦଳାଇ ଥାଏ । ଏଥିପାଇଁ ଡାକ୍ତରମାନେ ମସ୍ତିଷ୍କ ସହ ଜଡ଼ିତ  ସମସ୍ୟାକୁ ଟ୍ରିଗର କରିଥିବା ଜିନିଷରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥାନ୍ତି ।

କେକ୍‌ ବା କୁକିଜ୍‌ – କେକ୍‌ , କୁକିଜ୍‌ , କ୍ରେକର ଓ କୋଲ୍ଡ  ଡ୍ରିଙ୍କସ ଭଳି ହାଇ ସୁଗାର ଫୁଡ୍‌ ଆମର ମସ୍ତିଷ୍କର ୱେଷ୍ଟଲାଇନ୍‌ ପାଇଁ ବହୁତ ବିପଦପୂର୍ଣ୍ଣ ହୋଇପାରେ ।ଏଥିପାଇଁ  ବିଶେଷଜ୍ଞ ପ୍ରୋସେସ୍ଡ ଫୁଡ୍‌ରେ ଥିବା ରିଫାଇଣ୍ଡ ସୁଗାରକୁ ବିଶେଷ ରୂପେ କମ୍ କରିବାକୁ ପରାମର୍ଶ ଦିଅନ୍ତି । ଏହିସବୁ ଖାଦ୍ୟ ସ୍ଥାନରେ ଯଦି ଆପଣ ସ୍ୱାସ୍ଥ୍ୟକର ଫଳ ସେବନ କରନ୍ତି ତ ବହୁତ ଭଲ ହେବ ।

ଅଧିକ ଲୁଣ ଥିବା ଡାଇଟ୍‌ – ଚିପ୍ସ , ପିଜା , କ୍ୟାନ୍‌ ସୁପ୍‌ ଓ ପ୍ରୋସେସ୍‌ଡ ମିଟ୍‌ରେ ସୋଡିୟମର ମାତ୍ରା ବହୁତ ଅଧିକ ଥାଏ , ଯାହା  ମସ୍ତିଷ୍କର କୋଶିକାଗୁଡ଼ିକରେ ଥିବା ଟାଉ ପ୍ରୋଟିନ୍‌ର ସ୍ତରକୁ ଅସ୍ଥିର କରିପାରେ । ଟାଉ ପ୍ରୋଟିନ୍‌ର ସ୍ତର ବୃଦ୍ଧି ଡେମନ୍ସିଆର ରୋଗୀକୁ ବୃଦ୍ଧି କରିଥାଏ । ଏଥିପାଇଁ ଡାକ୍ତର ଅଧିକ ଲୁଣ ବଦଳରେ ସ୍ପାଇସ୍‌  ବା ସିଜଲନ ଫୁଡ୍‌ ଖାଇବାକୁ ପରାମର୍ଶ ଦେଇଥାନ୍ତି ।  

ପ୍ରୋସେସ୍ଡ ମିଟ୍‌ – ଅଲଜାଇମରର ବିପଦରୁ ରକ୍ଷା ପାଇବା ପାଇଁ ବିଶେଷଜ୍ଞ ପ୍ରୋସେସ୍ଡ ମିଟ୍‌ ସହ ଅନେକ ଇନଫ୍ଲେମେଟରୀ ଫୁଡ୍‌ ଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥାନ୍ତି । ପ୍ରୋସେସ୍‌ଡ ମିଟ୍‌ କେମିକଲ , ଅତ୍ୟଧିକ ଲୁଣ , ସ୍ମୋକ , ଡ୍ରାଇ ଓ କ୍ୟାନିଂ ଭଳି ଅନେକ ପ୍ରକ୍ରିୟା ହେବା ପରେ ପ୍ରସ୍ତୁତ ହୋଇଥାଏ ।

ଆଲକହଲ – ବିଶେଷଜ୍ଞଙ୍କ କହିବା ହେଲା କି ମଦରେ ଥିବା ଆଲକହଲର ବହୁତ ଅଧିକ ସେବନ ନ୍ୟୁରୋଟ୍ରାନ୍ସମିଟରର ବାଲାନ୍ସକୁ ପ୍ରଭାବିତ କରିପାରେ ଏବଂ ଆମର ମସ୍ତିଷ୍କ ଉପରେ ମଧ୍ୟ ଖରାପ ପ୍ରଭାବ ପକାଇ ପାରେ ।

ହ୍ୱାଇଟ୍‌ ବ୍ରେଡ୍‌ ବା ରାଇସ୍‌ – ରିସର୍ଚ୍ଚ ମୁତାବିକ୍‌ , ହ୍ୱାଇଟ୍‌ ବ୍ରେଡ୍‌ ବା ସଫା ରାଇସ୍‌ର ଅଧିକ ସେବନ ସେହି ଲୋକଙ୍କ ପାଇଁ ଅଲଜାଇମର( ସ୍ମୃତି ଶକ୍ତି ଓ ଚିନ୍ତା ଶକ୍ତି ହ୍ରାସ କରିବା ରୋଗ) ସମସ୍ୟା  ସୃଷ୍ଟି କରିପାରେ , ଯିଏ ଅନୁବଂଶିକ ରୂପେ ଏହା ପ୍ରତି ସମ୍ୱେଦନଶୀଳ  ଥାଆନ୍ତି । ସେମାନଙ୍କୁ ଅଧିକ ଖାଇବାରୁ ନିବୃତ ରହିବା ଉଚିତ୍‌ ।  

Powered by Froala Editor

Tags Brain

Related articles Odisha News Lens 4.1

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14051
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15053
    Mar 30, 2026
  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15536
    Mar 30, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14719
    Mar 30, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ
    ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15368
    Mar 31, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ
    ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13881
    Mar 31, 2026
  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା
    ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    14059
    Mar 30, 2026
  •  ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15406
    Mar 31, 2026
  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌
    ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13513
    Mar 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15536
    Mar 30, 2026
  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14719
    Mar 30, 2026
  • ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13881
    Mar 31, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17390
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17455
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17804
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16277
    Apr 03, 2021

ବିଶେଷ

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15368
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15053
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16107
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15374
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15485
    Mar 25, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15032
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15538
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13833
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14273
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15536
    Mar 30, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା କଲେ ସାଂସଦ ସସ୍ମିତ ପାତ୍ର

    14492
    Mar 30, 2026
  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14051
    Mar 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In