Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ...

  • ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ

  • ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ

  • ସିଝା ଅଣ୍ଡାରେ ମାଲିସ୍‌

  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ...

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ...

  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ...

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

ବିଶେଷ
Home ›› ବିଶେଷ ››ଅଧିକ ମାତ୍ରାରେ ଆପଲ୍‌ ଖାଉଛନ୍ତି କି? ହୋଇପାରେ ବିପଦ

ଅଧିକ ମାତ୍ରାରେ ଆପଲ୍‌ ଖାଉଛନ୍ତି କି? ହୋଇପାରେ ବିପଦ

2021-11-25 05:36:10
15696
Share:
Facebook
Twitter
E-Mail
WhatsApp
Telegram
ଅଧିକ ମାତ୍ରାରେ ଆପଲ୍‌ ଖାଉଛନ୍ତି କି? ହୋଇପାରେ ବିପଦ

ଫଳ ସ୍ୱାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ। ସେଓ ବା ଆପଲ୍‌ ଏଭଳି ଏକ ଫଳ, ଯାହାକୁ ଖାଇବା ଦ୍ୱାରା ଅନେକ ରୋଗ ଭଲ ହୋଇଯାଏ, ବୋଲି ବିଶ୍ୱାସ। ଏଥିରେ ଫାଇଭର, ଭିଟାମିନ୍‌-ସି ଏବଂ ପୋଟାସିଅମ ସମେତ ଅନେକ ପୋଷକ ତତ୍ତ୍ୱ ଭରପୂର ମାତ୍ରାରେ ରହିଛି, ଯାହା ରୋଗଠାରୁ ଆମକୁ ଦୂରେଇ ରଖେ। ତେବେ ଆପଲ ସ୍ୱାସ୍ଥ୍ୟ ପାଇଁ ଲାଭଦାୟୀ ହୋଇଥିବା ସତ୍ତ୍ୱେ ଏହା ବେଳେବେଳେ ବିପଦ ମଧ୍ୟ ସାଜିପାରେ। ଅତ୍ୟଧିକ ଆପଲ ଖାଇବା ହାନିକାରକ ହୋଇଥାଏ।

ଜଣେ ବ୍ୟକ୍ତି ଦିନରେ ଗୋଟିଏ କିମ୍ବା ଦୁଇଟିରୁ ଅଧିକ ଆପଲ ଖାଇବା ଉଚିତ ନୁହେଁ। ଯଦି ଆପଣ ଆବଶ୍ୟକତାଠାରୁ ଅଧିକ ଆପଲ ଖାଉଛନ୍ତି ତେବେ ଏହାର ଖରାପ ପ୍ରଭାବ ଶରୀର ଉପରେ ପଡିପାରେ।

ଆପଲରେ ଭରପୂର ମାତ୍ରାର ଫାଇଭର ରହିଛି, ଯାହା ଖାଦ୍ୟ ହଜମ କରିବାରେ ସାହାଯ୍ୟ କରେ। କିନ୍ତୁ ଯଦି ଶରୀରକୁ ଆବଶ୍ୟକତାଠାରୁ ଅଧିକ ଫାଇଭର ମିଳେ, ତେବେ ଏହା ପେଟ ସମ୍ବନ୍ଧୀୟ ସମସ୍ୟା ସୃଷ୍ଟି କରିପାରେ। କୋଷ୍ଠକାଠିନ୍ୟ ମଧ୍ୟ ଦେଖା ଦେଇପାରେ।

ଆପଲକୁ ଅଧିକ ମାତ୍ରାରେ ଖାଇବା ଦ୍ୱାରା ଶରୀରରେ ବ୍ଲଡ ସୁଗାର ମାତ୍ରା ବଢ଼ିବା ସମ୍ଭାବନା ରହିଥାଏ। କାରଣ ଏଥିରେ କାର୍ବୋହାଇଡ୍ରେଡ୍‌ ଭରପୁର ମାତ୍ରାରେ ରହିଛି।

ଆପଲ ଖାଇବା ଦ୍ୱାରା ଶରୀରକୁ ଇନ୍‌ଷ୍ଟାଣ୍ଟ ଏନର୍ଜି ମିଳଥାଏ। କିନ୍ତୁ ଏହାକୁ ଅଧିକ ସେବନ ଓଜନ ବଢ଼ିପାରେ। ଯଦି ଆପଣ ଗୋଟିଏ ସମୟରେ ଅତ୍ୟଧିକ ଆପଲ ଖାଇ ନିଅନ୍ତି ତେବେ ଏହା ଆପଣଙ୍କ ଶରୀରର ଚର୍ବି ଅଂଶ ତରଳାଇ ପାରିବ ନାହିଁ।

ଅଧିକ ସେଓ ବା ଆପଲ ଖାଇବା ଦ୍ୱାରା ଦାନ୍ତ ମଧ୍ୟ ଖରାପ ହୋଇଯାଇଥାଏ। ଏହା ଶୁଣିବାକୁ ଅଦ୍ଭୁତ ଲାଗୁଥିଲେ ମଧ୍ୟ ସତ। ଏହି ସମସ୍ୟାରୁ ଦୂରେଇ ରହିବା ପାଇଁ ଆପଣ ଆପଲକୁ ଅନ୍ୟ କୌଣସି ସ୍ନାକ୍ସ ଆଇଟମ୍‌ସହ ମିଶାଇ ଖାଇପାରିବେ।

Powered by Froala Editor

Tags Apple

Related articles Odisha News Lens 4.1

  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ
    ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13709
    May 31, 2025
  •  ସିଝା ଅଣ୍ଡାରେ ମାଲିସ୍‌
    ବିଶେଷ

    ସିଝା ଅଣ୍ଡାରେ ମାଲିସ୍‌

    14765
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ
    ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15452
    Jun 01, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ
    ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15673
    May 31, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ
    ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14460
    May 31, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ
    ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13767
    May 31, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା
    ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13525
    May 31, 2025
  • ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ
    ଦେଶ-ଦେଶାନ୍ତର

    ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ

    13332
    Jun 01, 2025
  • ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ
    ଦେଶ-ଦେଶାନ୍ତର

    ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ

    13857
    Jun 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14460
    May 31, 2025
  • ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13767
    May 31, 2025
  • ଦେଶ-ଦେଶାନ୍ତର

    ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ

    13332
    Jun 01, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16927
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15466
    Apr 03, 2021

ବିଶେଷ

  • ସିଝା ଅଣ୍ଡାରେ ମାଲିସ୍‌

    14765
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15452
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13525
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15673
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    16010
    May 29, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15682
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16296
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14009
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14807
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14460
    May 31, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13767
    May 31, 2025
  • ସିଝା ଅଣ୍ଡାରେ ମାଲିସ୍‌

    14765
    Jun 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In