Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ...

  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ...

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ...

  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ ...

  • ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ ...

  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ...

  • ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ...

  • ପତ୍ନୀକୁ ପତି ବୋକା’ ଓ ‘ଅଦରକାରୀ’ କହି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଏନ.ଭି. ରମନା

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଏନ.ଭି. ରମନା

2021-04-24 08:00:57
15056
Share:
Facebook
Twitter
E-Mail
WhatsApp
Telegram
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଏନ.ଭି. ରମନା

ସୁପ୍ରିମକୋର୍ଟର ୪୮ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ଏନ.ଭି. ରମନା । ପ୍ରଧାନ ବିଚାରପତିଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପ୍ରମୁଖ ଉପସ୍ଥିତ ଥିଲେ । କୋଭିଡ ପ୍ରୋଟୋକଲ ଅନୁଯାୟୀ ଏହି ଶପଥ ପାଠ ସମାରୋହ ଆୟୋଜିତ ହୋଇଥିଲା । ଜଷ୍ଟିସ୍ ଏନ.ଭି. ରମନା ୨୦୨୨ ଅଗଷ୍ଟ ୨୬ ପର୍ଯ୍ୟନ୍ତ ଏହି ପଦବୀରେ ରହିବେ ।

୧୯୫୭ ଅଗଷ୍ଟ ୨୭ ତାରିଖରେ ଆନ୍ଧ୍ରପ୍ରଦେଶ କ୍ରିଷ୍ଣା ଜିଲ୍ଲା ପୋନ୍ନାଭରମ ଜିଲ୍ଲାର ଏକ କୃଷକ ପରିବାରରେ ଗ୍ରହଣ କରିଥିଲେ ଜଷ୍ଟିସ୍ ଏନ.ଭି. ରମନା । ୧୯୮୩ ଫେବ୍ରୁଆରୀ ୧୦ରୁ ସେ ଓକିଲାତି ଆରମ୍ଭ କରିଥିଲେ । ଆନ୍ଧ୍ରପ୍ରଦେଶ ହାଇକୋର୍ଟ ସହ କେନ୍ଦ୍ର ଏବଂ ଆନ୍ଧ୍ରପ୍ରଦେଶ ଆଡମିନଷ୍ଟ୍ରେଟିଭ୍ ଟ୍ରିବ୍ୟୁନାଲ୍ସରେ ସେ କାର୍ଯ୍ୟ କରିଛନ୍ତି । ୨୦୦୦ ମସିହା ଜୁନ୍‌ ମାସରେ ଆନ୍ଧ୍ରପ୍ରଦେଶ ହାଇକୋର୍ଟରେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ସୁପ୍ରିମକୋର୍ଟକୁ ଯିବା ପୂର୍ବରୁ ସେ ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀରେ ଥିଲେ ।

ସାଧାରଣତଃ ପ୍ରଧାନ ବିଚାରପତି ଭାବରେ ଶପଥ ନେଲା ବେଳେ ତାଙ୍କର ପରିବାର ଲୋକ, ଶୁଭେଚ୍ଛୁ ଉପସ୍ଥିତ ରୁହନ୍ତି । ହେଲେ କୋଭିଡ ପାଇଁ ଅଳ୍ପ ଲୋକଙ୍କୁ ଉପସ୍ଥିତ ରହିବାକୁ ରାଷ୍ଟ୍ରପତି ଭବନ ତରଫରୁ ନିଷ୍ପତ୍ତି ନିଆଯାଇଥିଲା । ପରମ୍ପରା ଅନୁଯାୟୀ ସିଜେଆଇ ଶପଥ ନେବା ବେଳେ ସୁପ୍ରିମକୋର୍ଟ ଏବଂ ଅନ୍ୟାନ୍ୟ ହାଇକୋର୍ଟର ବିଚାରପତି ମଧ୍ୟ ଉପସ୍ଥିତ ରୁହନ୍ତି । ହେଲେ ଚଳିତ ଥର ସୁପ୍ରିମକୋର୍ଟର ଅନେକ ବିଚାରପତି କୋଭିଡରେ ସଂକ୍ରମିତ ଥିବାରୁ କେବଳ ନେଗେଟିଭ ରିପୋର୍ଟ ଥିବା ବିଚାରପତି ଏହି ସମାରୋହରେ ଉପସ୍ଥିତ ଥିବା ସୂଚନା ରହିଛି ।

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଶରଦ୍ ଅରବିନ୍ଦ ବୋବ୍‌ଡେଙ୍କର କାର୍ଯ୍ୟକାଳ ଶୁକ୍ରବାର ଶେଷ ହୋଇଛି । ଜଷ୍ଟିସ୍ ବୋବ୍‌ଡେ ୨୦୧୩ ଏପ୍ରିଲ ୧୨ରେ ସୁପ୍ରିମ କୋର୍ଟର ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।

Powered by Froala Editor

Tags Justice-NV-Ramana-Takes-Oath

Related articles Odisha News Lens 4.1

  • ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍‌କା: ରିପବ୍ଲିକାନ୍ ପାର୍ଟିକୁ ...
    ଦେଶ-ଦେଶାନ୍ତର

    ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍‌କା: ରିପବ୍ଲିକାନ୍ ପାର୍ଟିକୁ ...

    15255
    Nov 04, 2026
  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା
    ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13833
    Nov 05, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13590
    Nov 05, 2026
  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି

    14516
    Nov 05, 2026
  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15469
    Nov 05, 2026
  • ପତ୍ନୀକୁ ପତି ବୋକା’ ଓ ‘ଅଦରକାରୀ’ କହି ଗାଳିଦେଲେ ଏହାକୁ ନିଷ୍ଠୁରତା କୁହାଯାଇପାରିବ ...
    ଦେଶ-ଦେଶାନ୍ତର

    ପତ୍ନୀକୁ ପତି ବୋକା’ ଓ ‘ଅଦରକାରୀ’ କହି ଗାଳିଦେଲେ ଏହାକୁ ନିଷ୍ଠୁରତା କୁହାଯାଇପାରିବ ...

    15362
    Nov 04, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...
    ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...

    13993
    Nov 05, 2026
  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ,  ୬.୭୮ କୋଟି ଜବତ
    ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ କୋଟି ଜବତ

    15064
    Nov 05, 2026
  • ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ କରିବାର ସୁଯୋଗ
    ଦେଶ-ଦେଶାନ୍ତର

    ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ କରିବାର ସୁଯୋଗ

    15048
    Nov 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    13818
    Nov 05, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13833
    Nov 05, 2026
  • ଦେଶ-ଦେଶାନ୍ତର

    ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ କରିବାର ସୁଯୋଗ

    15048
    Nov 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17254
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17954
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17897
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18317
    Sep 06, 2023

ବିଶେଷ

  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    13818
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14848
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15828
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15008
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16200
    Oct 26, 2026

ବାଣିଜ୍ୟ

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

ମୁକେଶ ଅମ୍ବାନୀଙ୍କ ସମ୍ପତ୍ତିରେ ହୋଇଛି ଜବରଦସ୍ତ ବୃଦ୍ଧି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ଉଛାଳ ଯୋଗୁଁ ମାତ୍ର ଗୋଟିଏ ଦିନରେ ମୁକେଶ ଅମ୍ବାନୀଙ୍କୁ ପ୍ରାୟ ୭୯,୭୦୦ କୋଟି ଟଙ୍କାର ଲାଭ ହୋଇଛି। ସୋମବାର ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ଜୋରଦାର କ୍ରୟ ଦେଖିବାକୁ ମିଳିଥିଲା। କମ୍ପାନୀର ସେୟାର ପ୍ରାୟ ୧୨ ପ ...

  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    13962
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14415
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15858
    Oct 31, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    14112
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍‌କା: ରିପବ୍ଲିକାନ୍ ପାର୍ଟିକୁ ହରାଇ ଡେମୋକ୍ରାଟିକ୍ ପାର୍ଟି ବିଜୟ

    15255
    Nov 04, 2026
  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15469
    Nov 05, 2026
  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13833
    Nov 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In