ଭକ୍ତଙ୍କ ପାଇଁ ବନ୍ଦ ହେଲା ଶ୍ରୀମନ୍ଦିର

ପୁରୀ : ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହାହେଲା ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ ଉପରେ କଟକଣା ଲଗାଯାଇଛି । ମେ’ ୧୫ ତାରିଖ ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ଉପରେ କଟକଣା ଲଗାଯାଇଛି ।
Powered by Froala Editor