Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ...

  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ...

  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ...

  • କେଶ ଝଡ଼ିବା କମାଇବ ଯୋଗ

  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ...

  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ ...

  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ...

  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ ...

  • ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ...

ବିଶେଷ
Home ›› ବିଶେଷ ››ଦାନ୍ତରେ ପୋକ କାଟୁଛି କି ? ଏହା କରନ୍ତୁ

ଦାନ୍ତରେ ପୋକ କାଟୁଛି କି ? ଏହା କରନ୍ତୁ

2021-11-27 03:57:33
14116
Share:
Facebook
Twitter
E-Mail
WhatsApp
Telegram
ଦାନ୍ତରେ ପୋକ କାଟୁଛି କି ? ଏହା କରନ୍ତୁ


ମିଠାଯୁକ୍ତ ଖାଦ୍ୟ ଯେପରି ବିସ୍କୁଟ୍‌, ଚକୋଲେଟ୍‌, ମିଠା ଭଳି ଖାଦ୍ୟ ଖାଇବା ପରେ ପାଟି ନ ଧୋଇବା ଫଳରେ ଏହା ଧିରେ ଧିରେ ଦାନ୍ତରେ ପରସ୍ତ ହୋଇ ଲାଗିଥାଏ। ଏହାଫଳରେ ଦାନ୍ତରେ ଛୋଟ ଛୋଟ ଛିଦ୍ର ସୃଷ୍ଟି ହୁଏ। ପରେ ଏହି ଛିଦ୍ରରେ ପୋକ ଲାଗିବା ଆରମ୍ଭ ହୁଏ। ଏହାବ୍ୟତୀତ ଦାନ୍ତରେ ସଂକ୍ରମଣ ହେଲେ ମଧ୍ୟ କ୍ୟାଭିଟି ସୃଷ୍ଟି ହୋଇପାରେ। ଏହାକୁ ଠିକ୍‌ ସମୟରେ ଚିକିତ୍ସା ନ କଲେ ଦାନ୍ତ ନଷ୍ଟ ହେବାର ସମ୍ଭାବନା ରହିଛି।


କେତେକ ଘରୋଇ ଉପଚାର ଆପଣାଇଲେ ମଧ୍ୟ ଏହି ସମସ୍ୟାରୁ ଆରାମ ମିଳିପାରିବ।

ପିଆଜ: ଦାନ୍ତ ପୋକକୁ ନଷ୍ଟ କରିବା ଲାଗି ପିଆଜକୁ ମଧ୍ୟ ବ୍ୟବହାର କରିପାରିବେ। ଏହାକୁ ଚୋବାଇବା ଦ୍ଵାରା ଦାନ୍ତ ପୋକ ଶୀଘ୍ର ନଷ୍ଟ ହୋଇଯାଏ।

ହେଙ୍ଗୁ: ହେଙ୍ଗୁ ବ୍ୟବହାର କରିବା ଦ୍ଵାରା ମଧ୍ୟ ଦାନ୍ତରୁ ପୋକ କାଟିବା ଛାଡ଼ିଯାଏ। ହେଙ୍ଗୁକୁ ଗୁଣ୍ଡ କରି ଏହାକୁ ପାଣିରେ ଫୁଟାନ୍ତୁ। ଏହା ଥଣ୍ଡା ହୋଇଯିବା ପରେ ଏହି ପାଣିରେ କୁଳି କରନ୍ତୁ। ପ୍ରତ୍ୟେକ ଦିନ ଏପରି କରିବା ଦ୍ଵାରା ଦାନ୍ତ ପୋକ କାଟିବା ଦୂର ହୋଇଯାଏ। ଏଥିସହିତ ଦାନ୍ତ ଯନ୍ତ୍ରଣାରୁ ମଧ୍ୟ ଉପଶମ ମିଳେ।

ନଡ଼ିଆ ତେଲ: ୧ ଚାମଚ ନଡ଼ିଆ କିମ୍ବା ସୂର୍ୟ୍ୟମୁଖୀ ତେଲକୁ ପାଟି ଭିତରେ ୨୦ ମିନିଟ୍‌ ପର୍ୟ୍ୟନ୍ତ ରଖନ୍ତୁ। ଏହାପରେ କୁଳି କରିବା ସହ ବ୍ରଶ୍‌ କରନ୍ତୁ।

ଦାନ୍ତ ପାଇଁ ଉପଯୁକ୍ତ ଖାଦ୍ୟ ଖାଆନ୍ତୁ

ଦାନ୍ତକୁ ସୁସ୍ଥ ରଖିବା ପାଇଁ ଭିଟାମିନ୍‌ ଡି ଏବଂ କ୍ୟାଲ୍‌ସିୟମଯୁକ୍ତ ଖାଦ୍ୟ ଖାଆନ୍ତୁ। ସବୁଜ ପନିପରିବା, ସି ଫୁଡ୍‌ ଏବଂ ସୋୟାବିନ୍‌ ଖାଇବା ଦ୍ଵାରା ଦାନ୍ତ ନଷ୍ଟ ହୋଇ ନ ଥାଏ। ଏହା ବ୍ୟତୀତ ଟୁଥ୍‌ପେଷ୍ଟରେ ଦିନକୁ ଦୁଇଥର ବ୍ରଶ୍‌ କରନ୍ତୁ।

Powered by Froala Editor

Tags Teeth

Related articles Odisha News Lens 4.1

  • ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...
    ଅପରାଧ

    ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14438
    Jun 12, 2025
  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    14894
    Jun 12, 2025
  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13384
    Jun 13, 2025
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା
    ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14161
    Jun 13, 2025
  •  କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…
    ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    13947
    Jun 13, 2025
  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍
    ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14297
    Jun 12, 2025
  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ
    ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13738
    Jun 12, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ
    ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15313
    Jun 13, 2025
  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ
    ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    13808
    Jun 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13738
    Jun 12, 2025
  • ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15313
    Jun 13, 2025
  • ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    13947
    Jun 13, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16658
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16958
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15486
    Apr 03, 2021

ବିଶେଷ

  • କେଶ ଝଡ଼ିବା କମାଇବ ଯୋଗ

    13900
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    13947
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15136
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14665
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14157
    Jun 10, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15700
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16326
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14029
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14826
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    14894
    Jun 12, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15313
    Jun 13, 2025
  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14297
    Jun 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In