Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ...

  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ...

  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ...

  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ...

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

ବିଶେଷ
Home ›› ବିଶେଷ ››ଅଧିକ ଲେମ୍ବୁ ପାଣି ପିଉଛନ୍ତି କି ? ମିଳିପାରେ ଓଲଟା ଫଳ

ଅଧିକ ଲେମ୍ବୁ ପାଣି ପିଉଛନ୍ତି କି ? ମିଳିପାରେ ଓଲଟା ଫଳ

2021-11-28 03:53:21
14251
Share:
Facebook
Twitter
E-Mail
WhatsApp
Telegram
ଅଧିକ ଲେମ୍ବୁ ପାଣି ପିଉଛନ୍ତି କି ? ମିଳିପାରେ ଓଲଟା ଫଳ

ସାଧାରଣତଃ ସକାଳୁ ସକାଳୁ ଗୋଟିଏ ଗ୍ଲାସ୍‌ ଉଷୁମ ପାଣିରେ ଲେମ୍ବୁ ରସ ପକାଇ ପିଇବା ଆଜିକାଲିର ଟ୍ରେଣ୍ଡ ହୋଇଗଲାଣି। ୱେଟ ଲସ୍‌ ନିମନ୍ତେ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି କମନ୍‌ ମ୍ୟାନ୍‌ ବି ଏହାକୁ ଫଲୋ କରୁଛନ୍ତି। ଏପରିକି କିଛି ଲୋକ ଅଛନ୍ତି, ଯେଉଁମାନେ  ସ୍ୱାସ୍ଥ୍ୟ ପ୍ରତି ଅଧିକ ଯତ୍ନବାନ ହୋଇ ଦିନରେ ଅଧିକାଂଶ ସମୟରେ ଲେମ୍ବୁ ପାଣି ପିଇବାକୁ ପସନ୍ଦ କରିଥାନ୍ତି। କେବଳ ୱେଟ ଲସ୍‌ ନୁହେଁ,  ପାଚନ ସମସ୍ୟା, ଡିହାଇଡ୍ରେସନ ମଧ୍ୟ ଏହାଦ୍ୱାରା ଦୂର ହୋଇଯାଏ।  ହେଲେ ଜାଣିଛନ୍ତି କି, ସବୁ ଜିନିଷର ଅତିର ପରିଣାମ କେବେ ଭଲ ହୋଇ ନ ଥାଏ। ସେହିପରି ଅଧିକ ଲେମ୍ବୂ ପାଣି ପିଇଲେ ଆପଣଙ୍କୁ  ଏହାର ସାଇଡ ଇଫେକ୍ଟ ଭୋଗିବାକୁ ପଡ଼ିପାରେ।
–ଆମେରିକାର ଡେଣ୍ଟାଲ ଆସୋସିଏନ କରିଥିବା ସର୍ଭେ ଅନୁଯାୟୀ, ଲେମ୍ବୁ ବହୁତ ଅଧିକ ଖଟା ହୋଇଥାଏ। ସେଥି ନିମନ୍ତେ ଦିନରେ ବହୁ ଥର ଏହା ଦାନ୍ତରେ ବାଜିବା ଦ୍ୱାରା ଦାନ୍ତ ଏହାଦ୍ୱାରା କ୍ଷତିଗ୍ରସ୍ତ ହୋଇଥାଏ । ଏହାଦ୍ୱାରା ଦାନ୍ତର ଇନେମଲ ଖରାପ ହୋଇଥାଏ। ତେଣୁ ଆପଣ ଯଦି ଦିନରେ ବାରମ୍ବାର ଲେମ୍ବୁ ପାଣି ପିଇବାରେ ଅଭ୍ୟସ୍ତ, ତେବେ ଆପଣ ଏଥିନିମନ୍ତେ ଷ୍ଟ୍ର ବ୍ୟବହାର କରିପାରିବେ। ଏହାଦ୍ୱାରା ଆପଣଙ୍କ ଦାନ୍ତ ସିଧାସଳଖ ଏସିଡ ସମ୍ପର୍କରେ ଆସିବ ନାହିଁ। ଲେମ୍ବୁ ପାଣି ପିଇବା ପରେ ତୁରନ୍ତ ବ୍ରଶ୍‌ କରନ୍ତୁ ନାହିଁ। କିନ୍ତୁ ଏହାପରେ ଆପଣ ଏକ ଗ୍ଲାସ୍‌ ସାଧା ପାଣି ପିଇପାରିବେ।

–ଲେମ୍ବୁ ପାଣି ପେଟ ପାଇଁ ଅମୃତ ସମାନ ହୋଇଥାଏ। ହେଲେ ଏହାକୁ ଅଧିକ ଚିପୁଡ଼ିବା ଦ୍ୱାରା ପେଟରେ ଗ୍ୟାଷ୍ଟ୍ରୋଓସୋଫେଗଲ ରିଫ୍ଲକ୍ସ ରୋଗ ଏବଂ ଏସିଡ ରିଫ୍ଲକ୍ସ  ଆଦି ସମସ୍ୟା ଦେଖାଦେଇଥାଏ। ଏଥିଯୋଗୁ ଛାତି ଜଳାପୋଡ଼ା, ବାନ୍ତି ଲାଗିବା ପରି ଲକ୍ଷଣ ଦେଖାଦିଏ।

–ଜର୍ଣ୍ଣାନ ଅଫ ଏନଭାର୍ଣ୍ଣମେଣ୍ଟାଲ ହେଲଥ୍‌ ପକ୍ଷରୁ ୨୦୦୭ ମସିହାରେ ହୋଇଥିବା ଏକ ଷ୍ଟଡି ଅନୁଯାୟୀ, ୨୧ ବିଭିନ୍ନ ରେଷ୍ଟୁରାଣ୍ଟରୁ ୭୬ ଲେମ୍ବୁର ନମୁନା ସଂଗ୍ରହ କରାଯାଇଥିଲା। ସେଥିମଧ୍ୟରୁ ବହୁ ଲେମ୍ବୁର ଚୋପାରେ ସୁଷ୍ମଜୀବଙ୍କ ଆସ୍ତରଣ ବସିଥିବା ଦେଖିବାକୁ ମିଳିଥିଲା। ତେଣୁ ଆପଣ ରେଷ୍ଟୁରାଣ୍ଟ ଯାଇଥିଲେ ପାଣିରେ ଲେମ୍ବୁ ସ୍ଲାଇସ୍‌ କଟା ହୋଇ ପଡ଼ିଥିଲେ ତାହାକୁ ଆଭଏଡ କରନ୍ତୁ। ଏହା ପରିବର୍ତ୍ତେ ପାଣିରେ କିଛି ଲେମ୍ବୁ ବୁନ୍ଦା ପକାଇ ତାହାକୁ ବ୍ୟବହାର କରିପାରିବେ।

–ଅଧିକ ଲେମ୍ବୁ ପାଣି ପିଇବା ଦ୍ୱାରା ଶରୀରରେ ହୋଇଥିବା ଛୋଟ ଛୋଟ ଘା’ ଜଲଦି ଶୁଖି ନ ଥାଏ। ଏହା ଅଧିକ ଜଳାପୋଡ଼ା କରି ଯନ୍ତ୍ରଣା ଦେଇଥାଏ। ଅଧିକ ଖଟା ଫଳ ଖାଇବା ଦ୍ୱାରା ଶରୀରରେ ହୋଇଥିବା ଘା ଶୀଘ୍ର ଶୁଖି ନ ଥାଏ । ଫଳରେ ଘା ଶୁଖିବାରେ ଅଧିକ ସମୟ ଲାଗିଥାଏ।

–ନିକଟରେ ହୋଇଥିବା କିଛି ଷ୍ଟଡି ଅନୁଯାୟୀ, ଖଟା ଫଳ ମାଇଗ୍ରେନ୍‌ ସମସ୍ୟାକୁ ବଢ଼ାଇଥାଏ। ନ୍ୟୁରୋଲୋଜି ରେବେକା ଟ୍ରବ୍‌ ପକ୍ଷରୁ ହୋଇଥିବା ଷ୍ଟଡି ଅନୁଯାୟୀ, ଲେମ୍ବୁ ମାଇଗ୍ରେନ୍‌ ସମସ୍ୟା ଓ ମୁଣ୍ଡବିନ୍ଧା ସମସ୍ୟାକୁ ବଢ଼ାଇଥାଏ। କାରଣ ଲେମ୍ବୁରେ ଟାଇରାମାଇନ୍‌ ଅଧିକ ଥାଏ ଓ ଅନ୍ୟ ଫଳ ତୁଳନାରେ ଏହା ମାଇଗ୍ରେନ୍‌ ସମସ୍ୟା ଅଧିକ ବଢ଼ାଇଥାଏ।

Powered by Froala Editor

Tags Lemon water

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    15245
    Oct 01, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    15056
    Oct 02, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14935
    Oct 01, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14521
    Oct 02, 2026
  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ
    ଦେଶ-ଦେଶାନ୍ତର

    ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ

    13888
    Oct 03, 2026
  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...
    ଦେଶ-ଦେଶାନ୍ତର

    ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...

    14983
    Oct 03, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15861
    Oct 01, 2026
  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ
    ଦେଶ-ଦେଶାନ୍ତର

    ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ

    15114
    Oct 03, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15384
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ

    15861
    Oct 01, 2026
  • ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14935
    Oct 01, 2026
  • ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15384
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17146
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17835
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17799
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18213
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15400
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14071
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15810
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15378
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14750
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    15042
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14396
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14344
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15960
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14935
    Oct 01, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    15056
    Oct 02, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15245
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In