Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ...

  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ...

  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ ...

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ...

  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ...

  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ...

  • ଅର୍ଣ୍ଣବ ନେଲା ୮ ଜୀବନ

  • ଅକ୍ଟୋବର ୧ଠାରୁ ଲାଗୁ ଶ୍ରମିକଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅକ୍ସିଜେନ ଅଭାବ : ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେଜରିୱାଲ

ଅକ୍ସିଜେନ ଅଭାବ : ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେଜରିୱାଲ

2021-04-24 16:04:39
15280
Share:
Facebook
Twitter
E-Mail
WhatsApp
Telegram
ଅକ୍ସିଜେନ ଅଭାବ : ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେଜରିୱାଲ

ରାଜଧାନୀରେ ଦିଲ୍ଲୀରେ ସାଂଘାତିକ ହେଲାଣି ସ୍ଥିତି । ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଚିକିତ୍ସାରେ ବାଧକ ସାଜିଛି ଅକ୍ସିଜେନ୍ ଅଭାବ । ଅକ୍ସିଜେନ ଅଭାବରୁ ଅନେକ ରୋଗୀ ପ୍ରାଣ ହରାଇଲେଣି । ହସପିଟାଲରେ ଅକ୍ସିଜେନର ଅଭାବ ଦେଖା ଦେଇଥିବା ବେଳେ, ଆଜି ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ଅକ୍ସିଜେନ୍ ମାଗିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ । ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

ସେ ଟ୍ୱିଟ୍ କରି ଲେଖିଛନ୍ତି " ମୁଁ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛି ଯେ ଯଦି ସେମାନଙ୍କ ପାଖରେ ବଳକା ଅକ୍ସିଜେନ୍‌ ଅଛନ୍ତି ତେବେ ସେମାନେ ଦିଲ୍ଲୀକୁ ଦିଅନ୍ତୁ । ଯଦିଓ କେନ୍ଦ୍ର ସରକାର ସାହାଯ୍ୟ କରୁଛନ୍ତି କିନ୍ତୁ କରୋନା ସଂଖ୍ୟା ବଢ଼ୁଥିବାର ତାହା ପର୍ଯ୍ୟାପ୍ତ ନୁହେଁ।"

ସମ୍ପ୍ରତି ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ସହର ଦିଲ୍ଲୀ ଗତ କିଛି ଦିନ ହେବ ଦୈନିକ ୨୦ ହଜାରରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଶୁକ୍ରବାର ଦିନ, ଏହା ଗୋଟିଏ ଦିନରେ ସର୍ବାଧିକ ୩୪୮ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ରେକର୍ଡ ସୃଷ୍ଟି କରିଛି। ଗତ ୨୪ ଘଣ୍ଟା ଭିତରେ ସହରରେ ୨୪,୩୩୧ ଜଣ ନୂତନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଦିଲ୍ଲୀରେ ଏବେ ବି ୯୦ ହଜାରରୁ ଅଧିକ ସକ୍ରିୟ ମାମଲା ଏହାର ସ୍ୱାସ୍ଥ୍ୟ ଭିତ୍ତିଭୂମି ଉପରେ ପ୍ରବଳ ଚାପ ପକାଉଛି। ସହରରେ ମେଡିକାଲ ଅମ୍ଳଜାନ, ଔଷଧ ଏବଂ ଚିକିତ୍ସା ଶଯ୍ୟାରେ ବ୍ୟାପକ ଅଭାବ ଦେଖାଦେଇଛି।

ଅକ୍ସିଜେନ୍ ଅଭାବରୁ ଦିଲ୍ଲୀର ଗୋଲ୍ଡେନ୍ ହସ୍ପିଟାଲରେ ୨୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଅକ୍ସିଜେନ ନଥିବାରୁ ଅନେକ ହସପିଟାଲ ବେଡ୍ ହଟାଇ ଦେଇଛନ୍ତି । ତେଣୁ କରୋନା ଭଳି ମହାମାରୀ ସମୟରେ ଚିକିତ୍ସାରେ ଯେପରି କୌଣସି ସମସ୍ୟା ନଉପୁଜିବ, ସେଥିପାଇଁ ଅକ୍ସିଜେନ୍ ଯୋଗାଇ ଦେବାକୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ଅରବିନ୍ଦ କେଜରିଓ୍ବାଲ ।

Powered by Froala Editor

Tags oxygen delhi

Related articles Odisha News Lens 4.1

  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ  ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14407
    Oct 29, 2026
  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି
    ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14188
    Oct 29, 2026
  • ଅର୍ଣ୍ଣବ ନେଲା ୮ ଜୀବନ
    ଦେଶ-ଦେଶାନ୍ତର

    ଅର୍ଣ୍ଣବ ନେଲା ୮ ଜୀବନ

    13811
    Oct 29, 2026
  • ଅକ୍ଟୋବର ୧ଠାରୁ ଲାଗୁ ଶ୍ରମିକଙ୍କ ସର୍ବନିମ୍ନ ମଞ୍ଜୁରି ହାର
    ଦେଶ-ଦେଶାନ୍ତର

    ଅକ୍ଟୋବର ୧ଠାରୁ ଲାଗୁ ଶ୍ରମିକଙ୍କ ସର୍ବନିମ୍ନ ମଞ୍ଜୁରି ହାର

    13740
    Oct 29, 2026
  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ
    ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14553
    Oct 29, 2026
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    13902
    Oct 29, 2026
  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ
    ଦେଶ-ଦେଶାନ୍ତର

    କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ

    14036
    Oct 29, 2026
  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    14007
    Oct 29, 2026
  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !
    ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    14803
    Oct 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13629
    Oct 29, 2026
  • ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14553
    Oct 29, 2026
  • ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    14803
    Oct 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17233
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17931
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17874
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18298
    Sep 06, 2023

ବିଶେଷ

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14815
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16011
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14938
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15670
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15829
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16100
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14291
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15135
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14834
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13629
    Oct 29, 2026
  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14553
    Oct 29, 2026
  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    14803
    Oct 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In