Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ...

  • ୧୦ ବର୍ଷୀୟ ପୁଅକୁ ଦେବୀଙ୍କ ସାମ୍ନାରେ ...

  • କଂଗ୍ରେସ ନେତା ସୁନ୍ଦର ଶାମ ଅରୋରାଙ୍କ ସହ ...

  • ଦୀପାବଳି ପୂର୍ବରୁ ଶ୍ୱାସରୁଦ୍ଧ ହୋଇଯାଇଛି ...

  • ଆକାଶରୁ ମିସାଇଲ୍ ପରି ଖସିଲା ବୋମା ପରି ...

  • ଏଆଇ ଯୋଗୁଁ କୋଡିଂ ଛାଡ଼ି ଚାଷ କରୁଛନ୍ତି ...

  • ଆଖିରେ ଗଜା ହେଲା ମଞ୍ଜି, ଡାକ୍ତର ଦେଖି ...

  • ୨୦୨୭ ଏପ୍ରିଲ୍ ୧ରୁ ପ୍ଲାଷ୍ଟିକ୍ ନୋଟ୍‌ ...

  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

  • ଇନ୍ଦ୍ରପାଲ ସିଂହ ୱାଲିଆ ଭାରତୀୟ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅକ୍ସିଜେନ ଅଭାବ : ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେଜରିୱାଲ

ଅକ୍ସିଜେନ ଅଭାବ : ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେଜରିୱାଲ

2021-04-24 16:04:39
15283
Share:
Facebook
Twitter
E-Mail
WhatsApp
Telegram
ଅକ୍ସିଜେନ ଅଭାବ : ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେଜରିୱାଲ

ରାଜଧାନୀରେ ଦିଲ୍ଲୀରେ ସାଂଘାତିକ ହେଲାଣି ସ୍ଥିତି । ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଚିକିତ୍ସାରେ ବାଧକ ସାଜିଛି ଅକ୍ସିଜେନ୍ ଅଭାବ । ଅକ୍ସିଜେନ ଅଭାବରୁ ଅନେକ ରୋଗୀ ପ୍ରାଣ ହରାଇଲେଣି । ହସପିଟାଲରେ ଅକ୍ସିଜେନର ଅଭାବ ଦେଖା ଦେଇଥିବା ବେଳେ, ଆଜି ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ଅକ୍ସିଜେନ୍ ମାଗିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ । ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

ସେ ଟ୍ୱିଟ୍ କରି ଲେଖିଛନ୍ତି " ମୁଁ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛି ଯେ ଯଦି ସେମାନଙ୍କ ପାଖରେ ବଳକା ଅକ୍ସିଜେନ୍‌ ଅଛନ୍ତି ତେବେ ସେମାନେ ଦିଲ୍ଲୀକୁ ଦିଅନ୍ତୁ । ଯଦିଓ କେନ୍ଦ୍ର ସରକାର ସାହାଯ୍ୟ କରୁଛନ୍ତି କିନ୍ତୁ କରୋନା ସଂଖ୍ୟା ବଢ଼ୁଥିବାର ତାହା ପର୍ଯ୍ୟାପ୍ତ ନୁହେଁ।"

ସମ୍ପ୍ରତି ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ସହର ଦିଲ୍ଲୀ ଗତ କିଛି ଦିନ ହେବ ଦୈନିକ ୨୦ ହଜାରରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଶୁକ୍ରବାର ଦିନ, ଏହା ଗୋଟିଏ ଦିନରେ ସର୍ବାଧିକ ୩୪୮ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ରେକର୍ଡ ସୃଷ୍ଟି କରିଛି। ଗତ ୨୪ ଘଣ୍ଟା ଭିତରେ ସହରରେ ୨୪,୩୩୧ ଜଣ ନୂତନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଦିଲ୍ଲୀରେ ଏବେ ବି ୯୦ ହଜାରରୁ ଅଧିକ ସକ୍ରିୟ ମାମଲା ଏହାର ସ୍ୱାସ୍ଥ୍ୟ ଭିତ୍ତିଭୂମି ଉପରେ ପ୍ରବଳ ଚାପ ପକାଉଛି। ସହରରେ ମେଡିକାଲ ଅମ୍ଳଜାନ, ଔଷଧ ଏବଂ ଚିକିତ୍ସା ଶଯ୍ୟାରେ ବ୍ୟାପକ ଅଭାବ ଦେଖାଦେଇଛି।

ଅକ୍ସିଜେନ୍ ଅଭାବରୁ ଦିଲ୍ଲୀର ଗୋଲ୍ଡେନ୍ ହସ୍ପିଟାଲରେ ୨୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଅକ୍ସିଜେନ ନଥିବାରୁ ଅନେକ ହସପିଟାଲ ବେଡ୍ ହଟାଇ ଦେଇଛନ୍ତି । ତେଣୁ କରୋନା ଭଳି ମହାମାରୀ ସମୟରେ ଚିକିତ୍ସାରେ ଯେପରି କୌଣସି ସମସ୍ୟା ନଉପୁଜିବ, ସେଥିପାଇଁ ଅକ୍ସିଜେନ୍ ଯୋଗାଇ ଦେବାକୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ଅରବିନ୍ଦ କେଜରିଓ୍ବାଲ ।

Powered by Froala Editor

Tags oxygen delhi

Related articles Odisha News Lens 4.1

  • ୨୦ ପ୍ରତିଶତ ଶସ୍ତା ହେଲା ସୁନା
    ବାଣିଜ୍ୟ

    ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14162
    Nov 01, 2026
  • ଆଖିରେ ଗଜା ହେଲା ମଞ୍ଜି, ଡାକ୍ତର ଦେଖି ଆଶ୍ଚର୍ଯ୍ୟ
    ଦେଶ-ଦେଶାନ୍ତର

    ଆଖିରେ ଗଜା ହେଲା ମଞ୍ଜି, ଡାକ୍ତର ଦେଖି ଆଶ୍ଚର୍ଯ୍ୟ

    14168
    Nov 01, 2026
  • ଇନ୍ଦ୍ରପାଲ ସିଂହ ୱାଲିଆ ଭାରତୀୟ ବାୟୁସେନାର ନୂତନ ଉପପ୍ରମୁଖ ନିଯୁକ୍ତ
    ଦେଶ-ଦେଶାନ୍ତର

    ଇନ୍ଦ୍ରପାଲ ସିଂହ ୱାଲିଆ ଭାରତୀୟ ବାୟୁସେନାର ନୂତନ ଉପପ୍ରମୁଖ ନିଯୁକ୍ତ

    15534
    Nov 01, 2026
  • କଂଗ୍ରେସ ନେତା ସୁନ୍ଦର ଶାମ ଅରୋରାଙ୍କ ସହ ଜଡ଼ିତ ୧୬ଟି ସ୍ଥାନରେ ଇଡି ଚଢ଼ାଉ
    ଦେଶ-ଦେଶାନ୍ତର

    କଂଗ୍ରେସ ନେତା ସୁନ୍ଦର ଶାମ ଅରୋରାଙ୍କ ସହ ଜଡ଼ିତ ୧୬ଟି ସ୍ଥାନରେ ଇଡି ଚଢ଼ାଉ

    14845
    Nov 02, 2026
  • ଏଆଇ ଯୋଗୁଁ କୋଡିଂ ଛାଡ଼ି ଚାଷ କରୁଛନ୍ତି ଇଞ୍ଜିନିୟର
    ଦେଶ-ଦେଶାନ୍ତର

    ଏଆଇ ଯୋଗୁଁ କୋଡିଂ ଛାଡ଼ି ଚାଷ କରୁଛନ୍ତି ଇଞ୍ଜିନିୟର

    15496
    Nov 01, 2026
  • ଦୀପାବଳି ପୂର୍ବରୁ ଶ୍ୱାସରୁଦ୍ଧ ହୋଇଯାଇଛି ଦିଲ୍ଲୀର ପବନ
    ଦେଶ-ଦେଶାନ୍ତର

    ଦୀପାବଳି ପୂର୍ବରୁ ଶ୍ୱାସରୁଦ୍ଧ ହୋଇଯାଇଛି ଦିଲ୍ଲୀର ପବନ

    13395
    Nov 02, 2026
  • ଆକାଶରୁ ମିସାଇଲ୍ ପରି ଖସିଲା ବୋମା ପରି ବିସ୍ଫୋରଣ ହେଲା ବିଜନେସ୍ ଜେଟ୍
    ଦେଶ-ଦେଶାନ୍ତର

    ଆକାଶରୁ ମିସାଇଲ୍ ପରି ଖସିଲା ବୋମା ପରି ବିସ୍ଫୋରଣ ହେଲା ବିଜନେସ୍ ଜେଟ୍

    14883
    Nov 02, 2026
  • ୧୦ ବର୍ଷୀୟ ପୁଅକୁ ଦେବୀଙ୍କ ସାମ୍ନାରେ ହତ୍ୟା
    ଦେଶ-ଦେଶାନ୍ତର

    ୧୦ ବର୍ଷୀୟ ପୁଅକୁ ଦେବୀଙ୍କ ସାମ୍ନାରେ ହତ୍ୟା

    13661
    Nov 02, 2026
  • ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ
    ଦେଶ-ଦେଶାନ୍ତର

    ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ

    13490
    Nov 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କଂଗ୍ରେସ ନେତା ସୁନ୍ଦର ଶାମ ଅରୋରାଙ୍କ ସହ ଜଡ଼ିତ ୧୬ଟି ସ୍ଥାନରେ ଇଡି ଚଢ଼ାଉ

    14845
    Nov 02, 2026
  • ଦେଶ-ଦେଶାନ୍ତର

    ୧୦ ବର୍ଷୀୟ ପୁଅକୁ ଦେବୀଙ୍କ ସାମ୍ନାରେ ହତ୍ୟା

    13661
    Nov 02, 2026
  • ଦେଶ-ଦେଶାନ୍ତର

    ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ

    13490
    Nov 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17245
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17944
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17886
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18308
    Sep 06, 2023

ବିଶେଷ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14707
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15752
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14923
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16119
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    15049
    Oct 25, 2026

ବାଣିଜ୍ୟ

୨୦ ପ୍ରତିଶତ ଶସ୍ତା ହେଲା ସୁନା

ଧନତେରସରେ ସୁନା ବଜାରରେ ଆସିଥିବା ବଡ଼ କରେକ୍ସନ୍ ଗ୍ରାହକ ଓ ନିବେଶକଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିଛି। ୨୪ କ୍ୟାରେଟ୍ ସୁନାର ଦାମ ପ୍ରତି ୧୦ ଗ୍ରାମ ୧,୪୦,୦୫୪ ଟଙ୍କା ରହିଛି। ୨୯ ଜାନୁଆରୀରେ ଏହି ଦାମ ୧,୭୫,୩୪୦ ଟଙ୍କା ଥିଲା। ଅର୍ଥାତ୍ ରେକର୍ଡ ସ୍ତରରୁ ସୁନା ପ୍ରାୟ ୨୦ ପ୍ରତିଶତ ଶସ୍ତା ହୋଇଛି।

ଜାନୁଆରୀର ...

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15790
    Oct 31, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    14075
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13824
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15180
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆକାଶରୁ ମିସାଇଲ୍ ପରି ଖସିଲା ବୋମା ପରି ବିସ୍ଫୋରଣ ହେଲା ବିଜନେସ୍ ଜେଟ୍

    14883
    Nov 02, 2026
  • ଇନ୍ଦ୍ରପାଲ ସିଂହ ୱାଲିଆ ଭାରତୀୟ ବାୟୁସେନାର ନୂତନ ଉପପ୍ରମୁଖ ନିଯୁକ୍ତ

    15534
    Nov 01, 2026
  • ଏଆଇ ଯୋଗୁଁ କୋଡିଂ ଛାଡ଼ି ଚାଷ କରୁଛନ୍ତି ଇଞ୍ଜିନିୟର

    15496
    Nov 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In