Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 31, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ

  • ୧ ଅଗଷ୍ଟରୁ ଭାରତ ଉପରେ ଲାଗିବ ୨୫% ଶୁଳ୍କ

  • ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ

  • ଆସିବ ଭୟଙ୍କର ସୁନାମୀ; ମାଡ଼ି ଆସିଲାଣି ...

  • ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ...

  • କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ...

  • ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

  • କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ...

  • ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ...

  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

ବିଶେଷ
Home ›› ବିଶେଷ ››ଏହି ପାଞ୍ଚଟି ନିରାମିଷ ଉତ୍ସରୁ ମଧ୍ୟ ମିଳୁଛି ଓମେଗା-୩ ଫ୍ୟାଟ

ଏହି ପାଞ୍ଚଟି ନିରାମିଷ ଉତ୍ସରୁ ମଧ୍ୟ ମିଳୁଛି ଓମେଗା-୩ ଫ୍ୟାଟ

2021-11-29 04:37:25
14419
Share:
Facebook
Twitter
E-Mail
WhatsApp
Telegram
ଏହି ପାଞ୍ଚଟି ନିରାମିଷ ଉତ୍ସରୁ ମଧ୍ୟ ମିଳୁଛି ଓମେଗା-୩ ଫ୍ୟାଟ


ସାଧାରଣତଃ ଆମେ ଜାଣିଛୁ ଯେ ମାଛ ଦେହରୁ ଆମକୁ ପ୍ରଚୁର ପରିମାଣରେ ଓମେଗା-୩ ଫ୍ୟାଟି ଏସିଡ ମିଳିଥାଏ । ଏହାକୁ ଉଭୟ ପୁରୁଷ ଓ ମହିଳା ଏକ ନିର୍ଦ୍ଦିଷ୍ଟ ପରିମାଣରେ ଖାଦ୍ୟରେ ବ୍ୟବହାର କଲେ ସେଥିରୁ ଅନେକ ସୁଫଳ ମିଳିଥାଏ । ମହିଳାମାନେ ଦିନକୁ ୧.୧ ଗ୍ରାମ ଓ ପୁରୁଷମାନେ ଦିନକୁ ୧.୬ ଗ୍ରାମ ଓମେଗା-୩ ଫ୍ୟାଟ ସେମାନଙ୍କ ଖାଦ୍ୟରେ ଖାଇବାର ଆବଶ୍ୟକତା ରହିଛି ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ମତ ଦେଉଛନ୍ତି । ସେଥିପାଇଁ ସେମାନେ ମାଛ ଖାଇବାକୁ ପରାମର୍ଶ ଦେଇଥାନ୍ତି । ଫ୍ୟାଟ ସାଧାରଣତଃ ଦୁଇ ପ୍ରକାର ରହିଛି । ଗୋଟିଏ ପ୍ରକାର ଆମ ଶରୀରକୁ ସୁସ୍ଥ, ନିରୋଗ ରଖୁଥିବାବେଳେ ଅନ୍ୟ ପ୍ରକାର ଫ୍ୟାଟ ଆମ ଶରୀରରେ ଚର୍ବି, ମୋଟାପଣ ସୃଷ୍ଟି କରିବା ସହିତ ରୋଗର କାରଣ ହୋଇଥାଏ । ତେବେ ଓମେଗା-୩ ଫ୍ୟାଟ ଉପକାରୀ ଫ୍ୟାଟ ବର୍ଗରେ ଅନ୍ତର୍ଭୁକ୍ତ । ଏହା ଆମ ହୃତପିଣ୍ଡକୁ ସୁସ୍ଥ ରଖିବା ସହିତ ଅସ୍ଥି ମଜଭୁତ କରିଥାଏ । ତେବେ ବଡକଥା ହେଉଛି ଯେଉଁମାନେ ନିରାମିଷ ସେମାନେ କେଉଁଠାରୁ ଏହି ଓମେଗା-୩ ଫ୍ୟାଟ ପାଇବେ ତାହା ସେମାନଙ୍କ ପାଇଁ ବଡ ପ୍ରଶ୍ନ ହୋଇଛି । ବିଶେଷଜ୍ଞଙ୍କ କହିବା ଅନୁଯାୟୀ କେବଳ ମାଛ ନୁହେଁ, ଆମେ ଖାଉଥିବା କେତେକ ନିରାମିଷ ଖାଦ୍ୟରେ ମଧ୍ୟ ଓମେଗା-୩ ଫ୍ୟାଟ ପ୍ରଚୁର ପରିମାଣରେ ରହିଛି । ସେଗୁଡିକ ମଧ୍ୟରେ ରହିଛି ଅଖରୋଟ, ରାଜମା, କାନୋଲା ତୈଳ (ଏକପ୍ରକାର ଭେଜିଟେବୁଲ ତେଲ), ଫେଶୀ ମଞ୍ଜି ଏବଂ ଖସା ବା ରାଶି ମଞ୍ଜି । ଅଖରୋଟରୁ ପ୍ରଚୁର ପରିମାଣରେ ଓମେଗା-୩ ଫ୍ୟାଟ ମିଳୁଥିବାବେଳେ ଏହା ଆମ ଶରୀରରେ ରକ୍ତଚାପ ନିୟନ୍ତ୍ରଣ କରିବା, ହୃତପିଣ୍ଡକୁ ସୁସ୍ଥ ରଖିବା ଏବଂ ଶରୀରର ଓଜନ ହ୍ରାସରେ ମଧ୍ୟ ସହାୟକ ହୋଇଥାଏ । ସେହିଭଳି ରାଜମାକୁ ଆମେ ସାଧାରଣତଃ ତରକାରୀରେ ବ୍ୟବହାର କରିଥାଉ । ଏଥିରେ ଲୌହ, ଫୋଲେଟ ଏବଂ ତନ୍ତୁ ଭରପୂର ରହିଛି, ଯାହା ବିଶେଷକରି ଗର୍ଭବତୀ ମହିଳାଙ୍କ ପାଇଁ ଅତ୍ୟନ୍ତ ଉପଯୋଗୀ । ସେହିଭଳି କାନାଲୋ ତୈଳରୁ ପ୍ରଚୁର ଓମେଗା-୩ ଫ୍ୟାଟ ମିଳିଥାଏ । ତାହାସହିତ ଏଥିରେ ଭିଟାମିନ ଇ, କେ ଭରିରହିଛି । ଫେଶୀ ମଞ୍ଜିରେ ଓମେଗା-୩ ଫ୍ୟାଟ ସହିତ ମ୍ୟାଗନେସିୟମ, ମାଙ୍ଗାନିଜ, ଭିଟାମିନ ଏ, ଖସା ବା ରାଶି ମଞ୍ଜିରେ ଓମେଗା-୩ ସହିତ ତନ୍ତୁ, ପ୍ରୋଟିନ, କ୍ୟାଲସିୟମ ଆଦି ଭରପୂର ରହିଛି । ତେଣୁ ଏଗୁଡିକୁ ନିରାମିଷାସୀମାନେ ଖାଦ୍ୟରେ ବ୍ୟବହାର କରିପାରିବେ ।

Powered by Froala Editor

Tags Omega 3 fat

Related articles Odisha News Lens 4.1

  • ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ହେଲେ ଗିରଫ
    ଦେଶ-ଦେଶାନ୍ତର

    ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ହେଲେ ଗିରଫ

    15289
    Jul 30, 2025
  • ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ
    ଦେଶ-ଦେଶାନ୍ତର

    ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ

    13719
    Jul 30, 2025
  • ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି
    ଦେଶ-ଦେଶାନ୍ତର

    ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

    15282
    Jul 30, 2025
  • କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ
    ଦେଶ-ଦେଶାନ୍ତର

    କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ

    14126
    Jul 30, 2025
  • କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ
    ଦେଶ-ଦେଶାନ୍ତର

    କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ

    14655
    Jul 30, 2025
  • ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ

    13350
    Jul 31, 2025
  • ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ପୂର୍ବରୁ ମିଳିବ ସୂଚନା
    ଦେଶ-ଦେଶାନ୍ତର

    ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ପୂର୍ବରୁ ମିଳିବ ସୂଚନା

    14901
    Jul 30, 2025
  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ
    ବିଶେଷ

    ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14960
    Jul 30, 2025
  • ଆସିବ ଭୟଙ୍କର ସୁନାମୀ; ମାଡ଼ି ଆସିଲାଣି ସମୁଦ୍ର
    ଦେଶ-ଦେଶାନ୍ତର

    ଆସିବ ଭୟଙ୍କର ସୁନାମୀ; ମାଡ଼ି ଆସିଲାଣି ସମୁଦ୍ର

    13803
    Jul 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ

    13350
    Jul 31, 2025
  • ବିଶେଷ

    ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14960
    Jul 30, 2025
  • ଦେଶ-ଦେଶାନ୍ତର

    ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ପୂର୍ବରୁ ମିଳିବ ସୂଚନା

    14901
    Jul 30, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16648
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16761
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17085
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15566
    Apr 03, 2021

ବିଶେଷ

  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14960
    Jul 30, 2025
  • ଆହାନ ପାଣ୍ଡେ ଓ ଅନୀତ୍ ପଡ୍ଡାଙ୍କ 'ସୈୟାରା ' କରୁଛି କମାଲ

    15960
    Jul 29, 2025
  • ସର୍ଭାଇକାଲ ଯନ୍ତ୍ରଣା କଣ, ଜାଣନ୍ତୁ କାରଣ...

    15806
    Jul 28, 2025
  • ପ୍ରତିଦିନ ସେବନ କରନ୍ତୁ ପିଜୁଳି ପତ୍ର

    14959
    Jul 28, 2025
  • ଏମିତି କଲେ କମ୍ ଆସିବ ବିଜୁଳି ବିଲ୍

    15965
    Jul 26, 2025

ବାଣିଜ୍ୟ

ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

ଭୁବନେଶ୍ୱର : ସଡ଼କ ସୁରକ୍ଷା ଏବଂ ଗୋଷ୍ଠୀ କଲ୍ୟାଣ ପ୍ରତି ପ୍ରତିବଦ୍ଧତାର ଅଂଶ ଭାବରେ ଭାରତର ସର୍ବବୃହତ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ, ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରର କେତେକ ସର୍ବାଧିକ ବ୍ୟସ୍ତବହୁଳ ଜଙ୍କ୍‌ସନଗୁଡିକରେ ଚାରିଟି ପୂର୍ଣ୍ଣ ସୁସଜ୍ଜିତ ପୋଲିସ ବୁଥ୍‌ ସ୍ଥାପନ କରି ଭୁବନେଶ୍ୱର ଟ ...

  • ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

    14714
    Jul 28, 2025
  • ହିଣ୍ଡାଲ୍କୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ 2'ଟି ଏମଓୟୁ ସ୍ଵାକ୍ଷର, କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା

    14807
    Jul 25, 2025
  • ନ୍ୟୁବର୍ଗ ପଲ୍ସ-ମହେନ୍ଦ୍ର ସିଂହ ଧୋନିଙ୍କ ସହଭାଗିତାରେ ରାଞ୍ଚିରେ ସ୍ୱୟଂ ସମ୍ପୂର୍ଣ୍ଣ ସମନ୍ଵିତ ନିଦାନ କେନ୍ଦ୍ର ଆରମ୍ଭ, ଏଥିରେ ରହିଛି, ସହରର ପ୍ରଥମ ଉନ୍ନତ ପେଟ୍-ସିଟି (PET-CT) ବ୍ୟବସ୍ଥା

    14154
    Jul 21, 2025
  • ଋଥଯାତ୍ରା ୨୦୨୫ରେ ୧ ଲକ୍ଷରୁ ଅଧିକ ଭକ୍ତ ଆଧ୍ୟାତ୍ମିକ ଭାବରେ ନିଜକୁ ଆଶୀର୍ବାଦର ‘ଭକ୍ତି ପଥେ’ ଅଭିଯାନରେ ତଲ୍ଲୀନ କଲେ

    14450
    Jul 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ

    14126
    Jul 30, 2025
  • ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ହେଲେ ଗିରଫ

    15289
    Jul 30, 2025
  • ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ

    13350
    Jul 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In