Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

ରାଜ୍ୟ
Home ›› ରାଜ୍ୟ ››୧୦୦ ଫୁଟ ପାହାଡ଼ରୁ ଖସିପଡିଲା ବିରାଟକାୟ ହାତି

୧୦୦ ଫୁଟ ପାହାଡ଼ରୁ ଖସିପଡିଲା ବିରାଟକାୟ ହାତି

2021-11-29 07:21:10
15216
Share:
Facebook
Twitter
E-Mail
WhatsApp
Telegram
୧୦୦ ଫୁଟ ପାହାଡ଼ରୁ ଖସିପଡିଲା ବିରାଟକାୟ ହାତି


ଯଶିପୁର : ଶିମିଳିପାଳ କୋର ଏରିଆରେ ୧୦୦ ଫୁଟ ଉଚ୍ଚ ପାହାଡ଼ରୁ ଖସିପଡ଼ି ଏକ ବିରାଟକାୟ ହାତୀର ମୃତୁ୍ୟ ଘଟିଛି । ଘଟଣାଟି ୨ ସପ୍ତାହ ତଳର । ଶନିବାର ଦିନ ହାତୀର ମୃତଦେହ ଠାବ କରାଯିବା ପରେ ଏହା ସାମନାକୁ ଆସିଛି । ରବିବାର ବନ ବିଭାଗର ବରିଷ୍ଠ ପଦାଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ପରେ ହାତୀର ମୃତଦେହ ବ୍ୟବଚ୍ଛେଦ କରି ପୋତି ଦେଇଛନ୍ତି । ସୂଚନା ଅନୁଯାୟୀ, ୧୫ ଦିନ ତଳେ ଶିମିଳିପାଳ କୋର ଏରିଆରେ ଲଗାଣ ବର୍ଷା ହୋଇଥିଲା । ବର୍ଷାର ପରିମାଣ ଏତେ ଅଧିକ ଥିଲା ଯେ ଶିମିଳିପାଳ ଅଭୟାରଣ୍ୟକୁ ଦୁଇ ଦିନ ପାଇଁ ବନ୍ଦ କରି ଦିଆଯାଇଥିଲା ।


ଘଞ୍ଚ ଅରଣ୍ୟର ମାଟିରାସ୍ତା ସବୁ ଧୋଇ ଯାଇଥିବା ଦର୍ଶାଇ ସୁରକ୍ଷା ଦୃଷ୍ଟିରୁ ପର୍ଯ୍ୟଟକଙ୍କୁ ଶିମିଳିପାଳ ପ୍ରବେଶ ଅନୁମତି ମିଳିନଥିଲା । ଏହି ସମୟରେ ହିଁ ହାତୀଟି ଉଚ୍ଚ ପାହାଡ଼ର ଖସଡ଼ା ରାସ୍ତାରୁ ତଳକୁ ଖସି ପଡ଼ିଥିବା କହିଛି ବନ ବିଭାଗ । ହାତୀଟି ତଳକୁ ଖସିବା ବେଳେ ପଥର ଦେହରେ ବାଡେ଼ଇ ହୋଇ ଆଘାତ ପାଇଥିବା ଓ ଶେଷରେ ତଳେ ଥିବା ଏକ ବିରାଟ ଗଛ ଉପରେ ପଡ଼ି ପ୍ରାଣ ହରାଇଥିବା ପାରିପାର୍ଶ୍ୱିକ ସ୍ଥିତିରୁ ବନ ବିଭାଗ ଅନୁମାନ କରିଛି । ତେବେ ଶିମିଳିପାଳ କୋର ଏରିଆ ବାଘ ଚଳପ୍ରଚଳ ଅଞ୍ଚଳ ହୋଇଥିବାରୁ ଏ ସଂକ୍ରାନ୍ତରେ ବନ ବିଭାଗ ୨ ସପ୍ତାହ ଧରି କିଛି ଜାଣି ପାରିନଥିଲା । ୨ ଦିନ ତଳେ ବ୍ୟାଘ୍ର ଗଣନା ଆରମ୍ଭ ହୋଇଥିବା ବେଳେ ଉତ୍ତର ଶିମିଳିପାଳ ନଅଣା ରେଞ୍ଜ ଅନ୍ତର୍ଗତ ଖଣ୍ଡାଧାର ବିଟର କୋର ଏରିଆକୁ ଯାଇଥିବା ବାଘ ଗଣନା ଟିମ ଓ ପାଟ୍ରୋଲିଂ ଟିମକୁ ଦୁର୍ଗନ୍ଧ ହେବାରୁ ସେମାନେ ପାହାଡ଼ ପାଖକୁ ଯାଇ ହାତୀର ଗଳିତ ମୃତଦେହ ଠାବ କରିଥିଲେ ।

 
ରବିବାର ସକାଳେ ଆରସିସିଏ‘ଏମ ଯୋଗ ଜୟାନନ୍ଦ, ଏସିଏଫ ପ୍ରଦୀପ କୁମାର ଦେ, ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପନିଦେ୍ର୍ଧଶକ ସାଇକିରଣ ଡିଏମଙ୍କ ନେତୃତ୍ୱରେ ବନ ବିଭାଗ ଟିମ ଘଟଣାସ୍ଥଳରେ ପହଞ୍ଚିଥିଲା । ହାତୀର ମୃତଦେହ ପାଖରେ ମହାବଳ ବାଘର ପାଦଚିହ୍ନ ମଧ୍ୟ ପଡ଼ିଥିବା ଦେଖିବାକୁ ମିଳିଛି । ଯଶିପୁର ପ୍ରାଣୀ ଚିକିତ୍ସକ କୃଷ୍ଣଚନ୍ଦ୍ର ଟୁଡ଼ୁ, ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦୁଇ ଜଣ ପ୍ରାଣୀ ଚିକିତ୍ସକ ହାତୀର ଶବ ବ୍ୟବଚ୍ଛେଦ କରିଥିଲେ । ମୃତ ମାଈହାତୀର ବୟସ ପ୍ରାୟ ୪୦ ବର୍ଷ ହେବ ଓ ଏହା ତଳକୁ ଖସିପଡ଼ିବା ଯୋଗୁ ଆଘାତପ୍ରାପ୍ତ ହୋଇ ମୃତୁ୍ୟ ଘଟିଥିବା ସେମାନେ ରିପୋର୍ଟ ଦେଇଛନ୍ତି ।

Powered by Froala Editor

Tags elephant dead

Related articles Odisha News Lens 4.1

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14273
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15046
    May 30, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    15060
    May 28, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15616
    May 29, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14545
    May 30, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15739
    May 29, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14084
    May 30, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15814
    May 29, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13378
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14558
    May 30, 2026
  • ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ...

    15739
    May 29, 2026
  • ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15616
    May 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16894
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17514
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17564
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17949
    Sep 06, 2023

ବିଶେଷ

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14545
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14273
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15333
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14913
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15839
    May 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15183
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15666
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14005
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14084
    May 30, 2026
  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14558
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14273
    May 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In