Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ ...

  • ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ

  • ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ...

  • ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର ...

  • ଦୃଶ୍ୟମ୍ ଦେଖି ବାପାକୁ ହତ୍ୟା, ଗୋଟିଏ ଫୋନ୍ ...

  • ବେଦ ପଢି ଇସ୍ରୋ ବୈଜ୍ଞାନିକ

  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ...

  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ...

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ...

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

ରାଜ୍ୟ
Home ›› ରାଜ୍ୟ ››ପୂର୍ବଭଳି ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ

ପୂର୍ବଭଳି ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ

2021-12-01 05:35:56
15018
Share:
Facebook
Twitter
E-Mail
WhatsApp
Telegram
ପୂର୍ବଭଳି ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ


ଭୁବନେଶ୍ୱର: ଡିସେମ୍ବର ମାସ ପାଇଁ କରୋନା ଗାଇଡଲାଇନ୍ ଜାରି କରିଛନ୍ତି ଏସଆରସି । ବିଦେଶରେ ଭୂତାଣୁର ନୂଆ ଭାରିଆଣ୍ଟ ଯୋଗୁଁ ସଂକ୍ରମଣ ମାମଲା ବଢ଼ୁଥିବା ବେଳେ ସଜାଗ ଅଛନ୍ତି ରାଜ୍ୟ ସରକାର ।

ପୂର୍ବଭଳି ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ରାତି ୧୦ଟାରୁ ସକାଳ ୫ଟା ଯାଏଁ ବଳବତ୍ତର ରହିବ । ସାମାଜିକ, ଧାର୍ମିକ ଓ ରାଜନୈତିକ କାର୍ୟ୍ୟକ୍ରମ ହୋଇପାରିବ ନାହିଁ । ବାଣିଜ୍ୟ ମେଳା, ପ୍ରଦର୍ଶନୀ ମଧ୍ୟ ବନ୍ଦ ରହିବ । ତେବେ ଯାତ୍ରା ଓ ସାଂସ୍କୃତିକ କାର୍ୟ୍ୟକ୍ରମ ସ୍ଥାନୀୟ ପ୍ରଶାସନ ଅନୁମତି କ୍ରମେ ସର୍ବାଧିକ ୨ ହଜାର ଲୋକଙ୍କୁ ନେଇ ହୋଇପାରିବ । କୋଭିଡ୍ କଟକଣା ମଧ୍ୟରେ ୫୦ ପ୍ରତିଶତ ସିଟ୍ କ୍ଷମତାରେ ସିନେମା ହଲ୍ ଚାଲିବ । ବାହାଘର, ବ୍ରତଘର ଓ ଅନ୍ତ୍ୟେଷ୍ଟିକ୍ରିୟାରେ ସର୍ବାଧିକ ୨୫୦ ଜଣ ସାମିଲ୍ ହୋଇପାରିବେ ।

 ଜନଗହଳି ଯୋଗୁଁ ସଂକ୍ରମଣ ଆଶଙ୍କା ଥିବାରୁ ଜିରୋ ନାଇଟ୍ ସେଲିବ୍ରେସନ୍, ନୂଆବର୍ଷ ପାଳନ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଡିସେମ୍ବର ୧ ତାରିଖରୁ ଜାନୁଆରୀ ୧ ଯାଏଁ ଏହି ଗାଇଡଲାଇନ୍ ବଳବତ୍ତର ରହିବ ।

ସାଧାରଣତଃ ଲୋକେ ହୋଟେଲ, ରେଷ୍ଟୁରାଣ୍ଟ, କ୍ଲବ, ପାର୍କ ଓ ସର୍ବସାଧାରଣ ସ୍ଥାନରେ ଡିସେମ୍ବର ୩୧ ଓ ଜାନୁଆରୀ ୧ରେ ସେଲିବ୍ରେସନ କରିଥାନ୍ତି । ଏଥିରେ ପ୍ରବଳ ଲୋକ ଏକାଠି ହେଉଥିବାରୁ ସଂକ୍ରମଣ ଭୟ ରହିଛି । ଫଳରେ ରାଜ୍ୟବ୍ୟାପୀ ନୂଆବର୍ଷ ପାଳନ ଉପରେ କଟକଣା ଲାଗୁ କରାଯାଇଛି । ଏପରିକି ନୂଆବର୍ଷରେ ସର୍ବସାଧାରଣ ସ୍ଥଳରେ ଭୋଜିଭାତ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଏହି ସମୟରେ ଲୋକଙ୍କୁ ସବୁଜ ବାଣ ଫୁଟାଇବା ପାଇଁ ଅନୁମତି ଦିଆଯାଇଛି ।

Powered by Froala Editor

Tags Curfew

Related articles Odisha News Lens 4.1

  • ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର କେବଲରେ ସ୍ତ୍ରୀକୁ ମାରୁଥିଲେ ସ୍ୱାମୀ
    ଅପରାଧ

    ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର କେବଲରେ ସ୍ତ୍ରୀକୁ ମାରୁଥିଲେ ସ୍ୱାମୀ

    14290
    Oct 05, 2026
  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...
    ଦେଶ-ଦେଶାନ୍ତର

    ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...

    15470
    Oct 04, 2026
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14853
    Oct 04, 2026
  • ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ
    ଦେଶ-ଦେଶାନ୍ତର

    ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ

    14650
    Oct 05, 2026
  • ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ଏଣ୍ଡୁଅ ସନ୍ଧାନ
    ଦେଶ-ଦେଶାନ୍ତର

    ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ଏଣ୍ଡୁଅ ସନ୍ଧାନ

    13570
    Oct 05, 2026
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...

    13505
    Oct 04, 2026
  • ବେଦ ପଢି ଇସ୍ରୋ ବୈଜ୍ଞାନିକ
    ଦେଶ-ଦେଶାନ୍ତର

    ବେଦ ପଢି ଇସ୍ରୋ ବୈଜ୍ଞାନିକ

    14585
    Oct 05, 2026
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...
    ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...

    14254
    Oct 04, 2026
  • ଦୃଶ୍ୟମ୍ ଦେଖି ବାପାକୁ ହତ୍ୟା, ଗୋଟିଏ ଫୋନ୍ କଲ୍ ଧରାଇଦେଲା
    ଅପରାଧ

    ଦୃଶ୍ୟମ୍ ଦେଖି ବାପାକୁ ହତ୍ୟା, ଗୋଟିଏ ଫୋନ୍ କଲ୍ ଧରାଇଦେଲା

    13967
    Oct 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ଏଣ୍ଡୁଅ ସନ୍ଧାନ

    13570
    Oct 05, 2026
  • ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ଶୁଭେନ୍ଦୁ ଅଧିକାରୀ

    13505
    Oct 04, 2026
  • ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ

    14254
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17152
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17843
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17805
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18221
    Sep 06, 2023

ବିଶେଷ

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14258
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15444
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14117
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15854
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15421
    Sep 21, 2026

ବାଣିଜ୍ୟ

ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

ପୂର୍ବରୁ ସୁନା ଚମକ ଆଗରେ ରୁପା ଫିକା ପଡ଼ିଥିଲା । ମାତ୍ର ଏବେ ରୁପାରେ ଚମକ ରହିଥିବା କହିଛନ୍ତି ବ୍ୟବସାୟୀ । ଲୋକେ ସୁନା ପରିବର୍ତ୍ତେ ରୁପା ମୁହାଁ ହୋଇଛନ୍ତି । ପାର୍ବଣରେ ଏହି ଧାରା ଆହୁରି ଦୃଢ଼ ହୋଇଛି । ଏହାକୁ ଦେଖି ସୁନା ଦୋକାନୀ ଏବଂ ବ୍ୟବସାୟୀମାନେ ବ୍ୟାପକ ବର୍ଗର ଗହଣା ରେଞ୍ଜ୍ ସହ ଆକର୍ଷଣୀୟ ଅଫର ଦେଉଛନ୍ତି ।

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15386
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15050
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14401
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14349
    Sep 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ

    15271
    Oct 05, 2026
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ଶୁଭେନ୍ଦୁ ଅଧିକାରୀ

    13505
    Oct 04, 2026
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ

    14254
    Oct 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In