Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ...

  • ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ...

  • ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ...

  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ...

  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ...

  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ ...

  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ...

  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ...

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା ...

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ...

ବିଶେଷ
Home ›› ବିଶେଷ ››ମଙ୍ଗଳବାରଦିନ ଏମିତି ପଢନ୍ତୁ ହନୁମାନ ଚାଳିଶା

ମଙ୍ଗଳବାରଦିନ ଏମିତି ପଢନ୍ତୁ ହନୁମାନ ଚାଳିଶା

2021-12-01 06:25:15
16607
Share:
Facebook
Twitter
E-Mail
WhatsApp
Telegram
ମଙ୍ଗଳବାରଦିନ ଏମିତି ପଢନ୍ତୁ ହନୁମାନ ଚାଳିଶା


ହିନ୍ଦୁ ଧର୍ମରେ ସମସ୍ତ ଦେବା ଦେବୀଙ୍କୁ ଗୋଟିଏ ନିର୍ଦ୍ଧିଷ୍ଟ ଦିନ ଅନୁସାରେ ଆରାଧନା କରା ଯାଇଥାଏ l ହନୁମାନଙ୍କ ପୂଜା ପାଇଁ ମଙ୍ଗଳବାର ଦିନଟି ଉପଯୁକ୍ତ ବାର ଅଟେ l ମହାବୀର ହନୁମାନଙ୍କୁ ଅଜେୟ ଅମର ବୋଲି କୁହାଯାଏ l କୁହାଯାଏ ଯେ ଏହିଦିନ ବ୍ରତ ରଖି ପୂଜା କରିବା ଦ୍ୱାରା ଜୀବନରୁ ଦୁଃଖ କଷ୍ଟ ସବୁକିଛି ଦୂର ହୋଇଥାଏ l ମହାବୀର ସବୁଠୁ ଶୀଘ୍ର ସନ୍ତୁଷ୍ଟ ହେଲା ଭଳି ଭଗବାନ ଅଟନ୍ତି l ତେଣୁ ତାଙ୍କ ପୂଜାରେ ବିଶେଷ କିଛି କଷ୍ଟ ନୀତି ନିୟମ ନଥାଏ l

ହନୁମାନଙ୍କୁ ପୂଜା କରୁଥିବା ବ୍ୟକ୍ତିର ସମସ୍ତ ମନସ୍କାମନା ପୁର୍ଣ ହୋଇଥାଏ l ମଙ୍ଗଳବାର ଦିନ ପୂଜା କରୁଥିବା ବ୍ୟକ୍ତି ନିଷ୍ଠାର ସହିତ ଏହି ବ୍ରତକୁ ପାଳନ କରିବା ଆବଶ୍ୟକ l ହିନ୍ଦୁ ପରମ୍ପରା ଅନୁସାରେ ମଙ୍ଗଳବାର ଦିନ ହନୁମାନ ମହାବୀର ଙ୍କ ପୂଜା କରିବା ସହିତ ଆଳତି ନିହାତି କରିବା ଜରୁରୀ ଅଟେ l ବିନା ଅରାତିରେ ହନୁମାନ ସନ୍ତୁଷ୍ଟ ହୋଇ ନଥାଆନ୍ତି , ତା ସହିତ ଆଳତି କରିବା ସମୟରେ ହନୁମାନ ଚାଳିଶା ମଧ୍ୟ ଗାଇବା ଆବଶ୍ୟକ l

- ହନୁମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ତାଙ୍କ ଆଳତି କର୍ପୁର ରେ କରନ୍ତୁ l କାରଣ କର୍ପୁର ଆମ ଘରର ସମସ୍ତ ନକାରାତ୍ମକ ଶକ୍ତିକୁ ଦୂର କରିଥାଏ ଓ ଘରର ବାତାବରଣକୁ ପବିତ୍ର କରିଥାଏ l ଯଦି ଆମେ ମଙ୍ଗଳବାର ଦିନ କର୍ପୁରରେ ଆଳତୀ କରିବା ଓ ସେହି ସମୟରେ ହନୁମାନ ଚାଳିଶା ପାଠ କରିବା ଜୀବନର ସମସ୍ତ ସଙ୍କଟ ଦୂର ହେବ l

- ହନୁମାନ ଚାଳିଶା ପାଠ କରିବା ସମୟରେ କେବେବି ଖାଲି କାନ୍ଧରେ ପାଠ କରିବେ ନାହିଁ l ସବୁବେଳେ କାନ୍ଧର ୨ ପାର୍ଶ୍ୱରେ ଗାମୁଛା ଖଣ୍ଡିଏ ପକାଇବା ଆବଶ୍ୟକ l ନଚେତ ହନୁମାନଙ୍କ ଆଶୀର୍ବାଦ ଆସିବାରେ ବାଧା ପ୍ରାପ୍ତ ହୋଇଥାଏ l

- ମଙ୍ଗଳବାର ଦିନ ସକାଳୁ ଗାଧୋଇ ସାରି ହାତରେ ତୁଳସୀ ଓ ପାଣି ହାତରେ ଧରି ହନୁମାନ ଚାଳିଶା ପାଠ କଲେ ଅଟକି ରହିଥିବା କାମ ହୋଇ ଯାଇଥାଏ l ତା ସହିତ ଅର୍ଥର ବାଧକ ଦୂର ହୋଇଥାଏ l

- ସନ୍ଧ୍ୟା ସମୟରେ ହନୁମାନଙ୍କ ନିକଟରେ ରାଶି ଟେଲର ଦୀପ ଜଳାଇ ହନୁମାନ ଚାଳିଶା ପାଠ କଲେ ଜୀବନରୁ ଶକ୍ତି ନାଶ ହୋଇଥାଏ l ଘରର ବାତାବରଣ ପବିତ୍ର ରହିଥାଏ l

- ଯେବେବି ହନୁମାନ ଚାଳିଶା ପାଠ କରୁଛନ୍ତି ସେତେବେଳେ ହନୁମାନଙ୍କୁ ସମ୍ପୂର୍ଣ ଧ୍ୟାନ କରି ପାଠ କରନ୍ତୁ l ଏହାଦ୍ୱାରା ଜୀବନର ବିପତି ଦୂର ହେବ ଓ ରୋଗ ବୈରାଗ୍ୟ ଠାରୁ ମଧ୍ୟ ଦୁରେଇ ରହିବେ l

- ହନୁମାନ ଙ୍କ ନାମ ଜପ କରିବା ସମୟରେ ରୁଦ୍ରାକ୍ଷ ଧରି ୧୦୮ ଥର ପ୍ରତି ମଙ୍ଗଳବାରେ ଜପ କଲେ ସନ୍ତାନ ମାନଙ୍କର ଆୟୁ ବୃଦ୍ଧି ହେବା ସହିତ ବୈବାହିକ ଜୀବନ ସୁଖମୟ ହୋଇଥାଏ l

Powered by Froala Editor

Tags Hangman chalisa

Related articles Odisha News Lens 4.1

  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ

    14989
    Oct 12, 2026
  • ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ହିଂସା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୪୮ ...
    ଦେଶ-ଦେଶାନ୍ତର

    ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ହିଂସା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୪୮ ...

    15281
    Oct 13, 2026
  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14703
    Oct 12, 2026
  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    15046
    Oct 12, 2026
  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ
    ଦେଶ-ଦେଶାନ୍ତର

    ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    14193
    Oct 12, 2026
  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା
    ଦେଶ-ଦେଶାନ୍ତର

    ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    15139
    Oct 12, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14716
    Oct 12, 2026
  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ
    ଦେଶ-ଦେଶାନ୍ତର

    ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ

    14647
    Oct 13, 2026
  • ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ସାମିଲ
    ଦେଶ-ଦେଶାନ୍ତର

    ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ସାମିଲ

    13537
    Oct 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14716
    Oct 12, 2026
  • ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14703
    Oct 12, 2026
  • ଦେଶ-ଦେଶାନ୍ତର

    ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ

    14647
    Oct 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17177
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17867
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17822
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18240
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14556
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14663
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15668
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14342
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16078
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15803
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15031
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15558
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14031
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    15046
    Oct 12, 2026
  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ

    14565
    Oct 12, 2026
  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    14193
    Oct 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In