Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ...

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ...

  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ...

  • ଆସନ୍ତାକାଲି ସେବା ତୀର୍ଥ ଭବନ ...

  • ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ...

  • ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ...

  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

  • ବନ୍ଦେ ମାତରମ ପାଇଁ ଠିଆ ହେବା ...

Home ›› ››ବାତ୍ୟା :ସିଧା ମାଡ଼ ହେଉ କି ଘଷି ହୋଇ ଯାଉ, ପ୍ରଭାବିତ ହେବ ଓଡ଼ିଶା

ବାତ୍ୟା :ସିଧା ମାଡ଼ ହେଉ କି ଘଷି ହୋଇ ଯାଉ, ପ୍ରଭାବିତ ହେବ ଓଡ଼ିଶା

2021-12-01 07:49:53
13672
Share:
Facebook
Twitter
E-Mail
WhatsApp
Telegram
ବାତ୍ୟା :ସିଧା ମାଡ଼ ହେଉ କି ଘଷି ହୋଇ ଯାଉ, ପ୍ରଭାବିତ ହେବ ଓଡ଼ିଶା


ଭୁବନେଶ୍ୱର : ବାତ୍ୟା  ଭୀଷଣ ରୂପ ନେଇ ଆସନ୍ତା ୪ ତାରିଖ  ଦକ୍ଷିଣ ଓଡ଼ିଶା କିମ୍ବା ଉତ୍ତର ଆନ୍ଧ୍ର ଉପକୂଳ ଛୁଇଁବ ।  ସିଧା ମାଡ଼ ହେଉ କି ଘଷି ହୋଇ ଯାଉ, ସମ୍ଭାବ୍ୟ ବାତ୍ୟାରେ ପ୍ରଭାବିତ ହେବ ଓଡ଼ିଶା ।

ଦକ୍ଷିଣ ଥାଇଲାଣ୍ଡ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ମଙ୍ଗଳବାର ସକାଳ ସୁଦ୍ଧା ଆଣ୍ଡାମାନ ସାଗରରେ ପହଞ୍ଚିଯିବ । ପ୍ରଥମେ ପଶ୍ଚିମ-ଉତ୍ତର ପଶ୍ଚିମରେ ମୁହାଁଇବ । ଆସନ୍ତା ୨ ତାରିଖରେ ଏହା ଅବପାତ ରୂପ ନେବ । ଆହୁରି ଘନୀଭୂତ ହୋଇ ୩ ତାରିଖ ବାତ୍ୟାରେ ପରିଣତ ହେବ । ବାତ୍ୟାର ନାଁ ରହିବ ‘ଜୋୱାଦ୍‌’ । ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମଡି)ର ଅଧିକାଂଶ ମଡେଲ ଆକଳନ କରିଛନ୍ତି ଯେ, ଏହା ଆହୁରି ବଳ ଜୁଟାଇ ଭୀଷଣ ବାତ୍ୟା ରୂପ ନେଇପାରେ । ସାଧାରଣତଃ ଭୀଷଣ ବାତ୍ୟା (ସିଭିୟର ସାଇକ୍ଲୋନ) ହେଲେ ପବନ ବେଗ ଘଣ୍ଟା ପ୍ରତି ୯୦ରୁ ୧୨୦ କିମି ପର୍ୟ୍ୟନ୍ତ ରହିଥାଏ ।
ପ୍ରଥମେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ତାମିଲନାଡ଼ୁ ଆଡ଼କୁ ମୁହାଁଇବ । ପରେ ଦିଗ ବଦଳାଇ ଉତ୍ତର-ଉତ୍ତର ପଶ୍ଚିମରେ ଆନ୍ଧ୍ର-ଓଡ଼ିଶାକୁ ମୁହାଁଇବ । ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳର ପାଖରେ ଥିବ ବାତ୍ୟା । ଶନିବାର ହିଁ ସ୍ଥଳଭାଗ ଛୁଇଁବା ସମ୍ଭାବନା ଅଧିକ । ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ସମ୍ଭାବ୍ୟ ବାତ୍ୟା ଭୀଷଣ ରୂପ ନେବାର ଅଧିକ ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାକୁ ଏହା ପ୍ରଭାବିତ କରିବ । ପ୍ରବଳ ବର୍ଷା ସହ ପବନ ବି ହେବ । ତେବେ ସ୍ଥଳଭାଗ ଛୁଇଁବା ନେଇ ଏବେଠାରୁ ନିର୍ଦ୍ଦିଷ୍ଟ ଆକଳନ କରିହେବନି ।

ଆସନ୍ତା ୩ ରାତିରୁ ବର୍ଷା ଆରମ୍ଭ ହେବା ସହ ଓଡ଼ିଶା ଉପକୂଳରେ ୪୫ରୁ ୫୫ କିମି ଓ ମଝିରେ ମଝିରେ ପବନ ଧକ୍କା ୬୫ କିମି ଛୁଇଁପାରେ । ୪ ତାରିଖ ଅପରାହ୍ନରୁ ୫ ତାରିଖ ଭୋର ପର୍ୟ୍ୟନ୍ତ ୭୦-୮୦ କିମି ଓ ସର୍ବାଧିକ ୯୦ କିମି ବେଗରେ ପବନ ମାଡ଼ ହୋଇପାରେ । କୃଷି ପାଣିପାଗ ବୈଜ୍ଞାନିକ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ପ୍ରଥମେ ଏହା   ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରିବ । ୪୮ ଘଣ୍ଟା ପରେ ଉତ୍ତର ପଶ୍ଚିମ ଏବଂ ୭୨ ଘଣ୍ଟା ପରେ ପୁଣି ଦିଗ ବଦଳାଇ ଉତ୍ତର-ଉତ୍ତର ପୂର୍ବରେ ମୁହାଁଇବ ।  ଗୋଟିଏ ସମ୍ଭାବନା ହେଲା ଯେ ଏହା ଓଡ଼ିଶାକୁ ମୁହାଁଇବ । ଦିଗ ବଦଳାଇବା ପୂର୍ବରୁ ଉପକୂଳର ଅଧିକ ନିକଟତର ହେବ । ଶ୍ରୀକାକୁଲମରୁ ପୁରୀ ଭିତରେ ସ୍ଥଳଭାଗ  ଛୁଇଁ ଓଡ଼ିଶାର ଗଞ୍ଜାମ ଓ ପରେ ଉପକୂଳ ଜିଲ୍ଲା ଏବଂ ସଂଲଗ୍ନ ଜିଲ୍ଲା ମଧ୍ୟ ଦେଇ ଉପକୂଳର ସମାନ୍ତରାଳରେ ସ୍ଥଳଭାଗରେ ଗତି କରି ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବା ସମ୍ଭାବନା ଅଛି ।

ତେବେ ଦ୍ୱିତୀୟ ସମ୍ଭାବନା ହେଲା, ଏହା ଓଡ଼ିଶା ଉପକୂଳର ସମାନ୍ତରାଳରେ ପ୍ରାୟ ୭୦ କିମି ଦୂରରେ ସମୁଦ୍ରରେ ଗତି କରିବ । ଅର୍ଥାତ୍‌ ଉପକୂଳରେ ଘଷି ହୋଇ ୫ ତାରିଖ ମଧ୍ୟରାତ୍ରିରେ ବାଂଲାଦେଶ କିମ୍ବା ପଶ୍ଚିମବଙ୍ଗ ଛୁଇଁପାରେ । ଓଡ଼ିଶା ଉପକୂଳ ପାଖକୁ ଆସିବା ପରେ ଏହା ଅଧିକ ଘନୀଭୂତ ହେବ । ଏଭଳି ହେବାର ଅଧିକ ସମ୍ଭାବନା ରହିଛି । ଯେଉଁଠାରେ ସ୍ଥଳଭାଗ ଛୁଇଁଲେ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ହେବ । ୪ ତାରିଖ ମଧ୍ୟରାତ୍ରିରୁ ୫ ତାରିଖ ମଧ୍ୟାହ୍ନ ଯାଏ ଅତି ପ୍ରବଳ ବର୍ଷା ହୋଇପାରେ । ଓଡ଼ିଶା ପାଖ ଦେଇ ଯିବାବେଳେ ଏହା ଭୀଷଣ ବାତ୍ୟା ଅବସ୍ଥାରେ ଥିବା ସମ୍ଭାବନା ଅଛି । ଯଦି ବି ଏହା ଆନ୍ଧ୍ର ଉପକୂଳ ଛୁଏଁ, ତଥାପି ଓଡ଼ିଶାରେ ଆସନ୍ତା ୩ରୁ ପାଗ ବଦଳିବ । ଏମିତି ହେଲେ ୩ ଓ ୪ରେ ଦୁଇଦିନ ରାଜ୍ୟରେ ବର୍ଷା ହେବ ।

Powered by Froala Editor

Tags Cyclone

Related articles Odisha News Lens 4.1

  • ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ

    13856
    Feb 11, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ
    ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15296
    Feb 13, 2026
  • ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ
    ଦେଶ-ଦେଶାନ୍ତର

    ରୁଷରେ ବନ୍ଦ ହେଲା ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ

    14124
    Feb 12, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15434
    Feb 12, 2026
  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା
    ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    13965
    Feb 12, 2026
  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ
    ଦେଶ-ଦେଶାନ୍ତର

    ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    15031
    Feb 12, 2026
  • ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ...
    ଦେଶ-ଦେଶାନ୍ତର

    ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ...

    15571
    Feb 12, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......
    ବିଶେଷ

    ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    15783
    Feb 12, 2026
  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    14849
    Feb 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବନ୍ଦେ ମାତରମ ପାଇଁ ଠିଆ ହେବା ବାଧ୍ୟତାମୂଳକ

    13856
    Feb 11, 2026
  • ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15434
    Feb 12, 2026
  • ଦେଶ-ଦେଶାନ୍ତର

    ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    15031
    Feb 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17336
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17404
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17749
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16224
    Apr 03, 2021

ବିଶେଷ

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15296
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    15783
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13720
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14650
    Feb 10, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15431
    Feb 09, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14944
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14457
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16065
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15344
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15296
    Feb 13, 2026
  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    15031
    Feb 12, 2026
  • ଦେଶର ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବାରେ ଏଆଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି: ଧର୍ମେନ୍ଦ୍ର

    15571
    Feb 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In