Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ...

  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ...

  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ...

  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ...

  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ...

  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ...

  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ...

  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ...

ରାଜ୍ୟ
Home ›› ରାଜ୍ୟ ››ବାତ୍ୟା ଜଓ୍ୱାଦ ସାଙ୍ଗରେ ନେଇ ଆସିବ ପ୍ରବଳ ବର୍ଷା ପବନ, କେଉଁଠି ପବନର ବେଗ କେତେ ରହିବ ଜାଣନ୍ତୁ

ବାତ୍ୟା ଜଓ୍ୱାଦ ସାଙ୍ଗରେ ନେଇ ଆସିବ ପ୍ରବଳ ବର୍ଷା ପବନ, କେଉଁଠି ପବନର ବେଗ କେତେ ରହିବ ଜାଣନ୍ତୁ

2021-12-02 10:40:56
13925
Share:
Facebook
Twitter
E-Mail
WhatsApp
Telegram
ବାତ୍ୟା ଜଓ୍ୱାଦ ସାଙ୍ଗରେ ନେଇ ଆସିବ ପ୍ରବଳ ବର୍ଷା ପବନ, କେଉଁଠି ପବନର ବେଗ କେତେ ରହିବ ଜାଣନ୍ତୁ


ଭୁବନେଶ୍ୱର: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଜଓ୍ୱାଦ ସାଙ୍ଗରେ ନେଇ ଆସିବ ପ୍ରବଳ ବର୍ଷା ପବନ । ଉପକୂଳ ଆଡ଼କୁ ଅଗ୍ରସର ବେଳେ ଆରମ୍ଭ ହେବ ବର୍ଷା ପବନ । ଲଘୁଚାପ ଅବପାତ ରୂପ ନେବା ବେଳେ ଦକ୍ଷିଣ-ପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୫୦-୬୦ କିଲୋମିଟର ବେଗରେ ବହିପାରେ ପବନ । ୩ ତାରିଖ ସକାଳୁ ବଢ଼ିବ ପବନର ବେଗ । କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ଘଣ୍ଟାପ୍ରତି ୬୫ରୁ ୭୫ କିଲୋମିଟର ରହିପାରେ । ସ୍ଥଳବିଶେଷରେ ବଢ଼ି ୮୫ କିଲୋମିଟର ଛୁଇଁପାରେ ।
୪ ତାରିଖ ସକାଳେ ବାତ୍ୟା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ଶା ଉପକୂଳ ପାଖରେ ପହଞ୍ଚିବ । ସେତେବେଳେ ଆହୁରି ଅଧିକ ହେବ ପବନର ବେଗ । ପରବର୍ତ୍ତୀ ୨୪ ଘଣ୍ଟା ଯାଏ ଉତ୍ତର-ପଶ୍ଚିମ ତଥା ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାପ୍ରତି ୯୦-୧୦୦ କିଲୋମିଟ ବେଗରେ ବହିପାରେ ପବନ । 
ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ଆସନ୍ତାକାଲି ମଧ୍ୟରାତ୍ରିରୁ ପବନର ଘଣ୍ଟାପ୍ରତି ବେଗ ୪୫-୫୫ କିଲୋମିଟର ଓ ସର୍ବାଧିକ ୬୫ କିଲୋମିଟ ରହିପାରେ । ଏହା ଧୀରେ ଧୀରେ ବଢ଼ି ୪ ତାରିଖ ଅପରାହ୍ଣଠାରୁ ପରବର୍ତ୍ତୀ ୧୨ ଘଣ୍ଟା ଯାଏ ପବନର ବେଗ ଘଣ୍ଟାପ୍ରତି ୭୦-୮୦ କିଲୋମିଟ ଓ ସ୍ଥଳବିଶେଷରେ ବଢ଼ି ୯୦ କିଲୋମିଟର ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସମ୍ଭାବ୍ୟ ବାତ୍ୟା ଯୋଗୁଁ ୨ରୁ ୫ ତାରିଖ ପର୍ୟ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ଉପକୂଳର ସମସ୍ତ ବନ୍ଦର, ଆଇଟିଆର ଚାନ୍ଦିପୁର, ଆର୍ମି ଡିଫେନ୍ସ କଲେଜ ଗୋପାଳପୁର, ଆଇଏନ୍‌ଏସ୍‌ ଚିଲିକା, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ, ଇଣ୍ଟିଗ୍ରେଟେଡ୍‌ କୋଷ୍ଟାଲ ଜୋନ୍‌ ମ୍ୟାନେଜ୍‌ମେଣ୍ଟ ପ୍ରୋଜେକ୍ଟ-ଓଡ଼ିଶା ସରକାର, ଭିତରକନିକା ବନ୍ୟଜନ୍ତୁ ଅଭୟାରଣ୍ୟ, ତୈଳ ଓ ପ୍ରାକୃତିକ ଗ୍ୟାସ ନିଗମର କାର୍ୟ୍ୟଗୁଡ଼ିକ ୩ ତାରିଖ ପର୍ୟ୍ୟନ୍ତ ନିୟନ୍ତ୍ରିତ କରିବା ଏବଂ ୪ ତାରିଖରେ ସମସ୍ତ କାର୍ୟ୍ୟକଳାପ ସ୍ଥଗିତ ରଖିବାକୁ ପରାମର୍ଶ ଦିଆଯାଇଛି ।

Powered by Froala Editor

Tags Cyclone

Related articles Odisha News Lens 4.1

  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି
    ଦେଶ-ଦେଶାନ୍ତର

    ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି

    15455
    Aug 22, 2026
  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ
    ଦେଶ-ଦେଶାନ୍ତର

    ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ

    14680
    Aug 22, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15592
    Aug 22, 2026
  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର
    ଦେଶ-ଦେଶାନ୍ତର

    ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    14149
    Aug 22, 2026
  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ
    ମନୋରଞ୍ଜନ

    ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13609
    Aug 22, 2026
  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ
    ଦେଶ-ଦେଶାନ୍ତର

    ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ

    15360
    Aug 22, 2026
  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା

    13612
    Aug 22, 2026
  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ:  ୨ ମୃତ, ୯ ଆହତ
    ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15144
    Aug 22, 2026
  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା

    15477
    Aug 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି

    15455
    Aug 22, 2026
  • ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ

    15592
    Aug 22, 2026
  • ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15144
    Aug 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17048
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17677
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17718
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18115
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15420
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16025
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13947
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14970
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14743
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15967
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14003
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14267
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14392
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ

    14680
    Aug 22, 2026
  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ

    15360
    Aug 22, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ

    15592
    Aug 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In