Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ ...

  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ ...

  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ ...

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

  • ସୁଲତାନପୁର କୋର୍ଟରେ ରାହୁଲ

  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ...

  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ...

  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

  • ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

Home ›› ››କୋଭିଡ୍‍ ପରିଚାଳନାରେ ଓଡ଼ିଶା ଅନ୍ୟରାଜ୍ୟ ପାଇଁ ଉଦାହରଣ ପାଲଟିଛି: ଅଚ୍ୟୁତ ସାମନ୍ତ

କୋଭିଡ୍‍ ପରିଚାଳନାରେ ଓଡ଼ିଶା ଅନ୍ୟରାଜ୍ୟ ପାଇଁ ଉଦାହରଣ ପାଲଟିଛି: ଅଚ୍ୟୁତ ସାମନ୍ତ

2021-12-02 16:30:41
14996
Share:
Facebook
Twitter
E-Mail
WhatsApp
Telegram
କୋଭିଡ୍‍ ପରିଚାଳନାରେ ଓଡ଼ିଶା ଅନ୍ୟରାଜ୍ୟ ପାଇଁ ଉଦାହରଣ ପାଲଟିଛି: ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର : କୋଭିଡ୍‍ ପରିଚାଳନାରେ ଓଡ଼ିଶା ଅଗ୍ରଣୀ ଭୂମିକା ଗ୍ରହଣ କରି ସମଗ୍ର ଦେଶ ପାଇଁ ଉଦାହରଣ ପାଲଟିଛି ବୋଲି କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ଆଜି ଲୋକସଭାରେ ପ୍ରକାଶ କରିଛନ୍ତି। କୋଭିଡ୍‍ ଉପରେ ଆଲୋଚନାରେ ବିଜୁ ଜନତା ଦଳ ପକ୍ଷରୁ ଅଂଶଗ୍ରହଣ କରି ଶ୍ରୀ ସାମନ୍ତ କୋଭିଡ୍‍ ଯୋଦ୍ଧା ସମସ୍ତ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ସଫେଇ କର୍ମୀ, ପୋଲିସ୍‍ ଓ ସାମ୍ବାଦିକଙ୍କ କାର୍ଯ୍ୟ ପାଇଁ ସେମାନଙ୍କୁ କୃତଜ୍ଞତା ଜଣାଇବା ସହ ମୃତ୍ୟୁବରଣ କରିଥିବା କାର୍ଯ୍ୟରତ କରୋନା ଯୋଦ୍ଧାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଉତ୍ତମ କୋଭିଡ୍‍ ପରିଚାଳନା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ସମସ୍ତ ପ୍ରଶାସନକୁ ସେମାନଙ୍କ କାର୍ଯ୍ୟକୁ ବିଜୁ ଜନତା ଦଳ ପକ୍ଷରୁ ଶ୍ରୀ ସାମନ୍ତ ଧନ୍ୟବାଦ ଜଣାଇଥିଲେ। ଏହା ସହ କୋଭିଡ୍‍ ସମୟରେ ସମସ୍ତ ଭାରତୀୟ ଶୃଙ୍ଖଳିତ ଭାବେ ସଚେତନ ରହିବା ସହ କୋଭିଡ୍‍ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିଥିବାରୁ ଶ୍ରୀ ସାମନ୍ତ ଭାରତୀୟଙ୍କୁ ଧନ୍ୟବାଦ ଜଣାଇଥିଲେ। କୋଭିଡ୍‍ ପରିଚାଳନାରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଧାରାକୁ ସଂସଦରେ ଶ୍ରୀ ସାମନ୍ତ ଉଚ୍ଚ ପ୍ରଶଂସା କରିବା ସହ ମିଶନ ଶକ୍ତିର ମହିଳା ସ୍ୱୟଂ ସହାୟକମାନଙ୍କ କାର୍ଯ୍ୟ ଅଭିନନ୍ଦନୀୟ ବୋଲି କହିବା ସହ ଏ ନେଇ ବିସ୍ତୃତ ତଥ୍ୟ ରଖିଥିଲେ। ଓଡ଼ିଶାରେ କରୋନା ସମୟରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ସମ୍ମୁଖ ଯୋଦ୍ଧା ଭାବେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ। ମିଶନ ଶକ୍ତିର ମୋ ଜୀବନ କାର୍ଯ୍ୟକ୍ରମରେ ସେମାନେ ଗାଁ ଗାଁ ବୁଲି କରୋନା ଉପରେ ଲୋକଙ୍କୁ ସଚେତନ କରାଇବା ସହ ଲକ୍ଷ ଲକ୍ଷ ମାସ୍କ ତିଆରି କରି ବଣ୍ଟନ କରିଥିଲେ। ଏହା ବ୍ୟତୀତ ତାଲାବନ୍ଦ ସମୟରେ ମାଗଣା ରୋଷଶାଳା ମାଧ୍ୟମରେ ଗ୍ରାମାଞ୍ଚଳର ହଜାର ହଜାର ଗରିବ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦେବା ସହ ଲୋକଙ୍କ ଘରେ ପନିପରିବା ପହଞ୍ଚାଇପାରିଥିଲେ। କୋଭିଡ୍‍ ସମୟରେ କରୋନା ମୁକାବିଲା ଦିଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟ ସରକାର ନେଇଥିବା ବିଭିନ୍ନ ପ୍ରୟାସର ଉଦାହରଣ ଦେବା ସହ ମହାମାରୀ ସମୟରେ ଉନ୍ନୟନ କାର୍ଯ୍ୟକୁ ମଧ୍ୟ ସରକାର ବନ୍ଦ କରି ନ ଥିଲେ ବୋଲି ଶ୍ରୀ ସାମନ୍ତ କହିଥିଲେ। କରୋନା କାଳରେ ରାଜ୍ୟ ସରକାର ୫ଟି ଅଧୀନରେ ମୋ ସ୍କୁଲ୍ଠା୍ରୁ ଆରମ୍ଭ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ରାଜ୍ୟ ସରକାର କାର୍ଯ୍ୟକାରୀ କରାଇଥିବା ଶ୍ରୀ ସାମନ୍ତ ଉଦାହରଣ ଦେଇଥିଲେ।

Powered by Froala Editor

Tags Kiit , Dr Achyuta Samant

Related articles Odisha News Lens 4.1

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ
    ବିଶେଷ

    ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15697
    Feb 21, 2026
  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି
    ଦେଶ-ଦେଶାନ୍ତର

    ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି

    15774
    Feb 20, 2026
  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?

    14500
    Feb 21, 2026
  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

    14767
    Feb 20, 2026
  • ୨୭ରେ ମୁକ୍ତିଲାଭ କରିବ
    ମନୋରଞ୍ଜନ

    ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

    15101
    Feb 20, 2026
  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ
    ଦେଶ-ଦେଶାନ୍ତର

    ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ

    13903
    Feb 21, 2026
  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ
    ଜିଲ୍ଲା ପରିକ୍ରମା

    ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15812
    Feb 20, 2026
  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ  ପ୍ରତିବାଦ ପ୍ରଦର୍ଶନ
    ଦେଶ-ଦେଶାନ୍ତର

    ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ପ୍ରଦର୍ଶନ

    14215
    Feb 20, 2026
  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ କରନ୍ତୁ ଇପିଏଫ୍ ବାଲାନ୍ସ
    ଦେଶ-ଦେଶାନ୍ତର

    ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ କରନ୍ତୁ ଇପିଏଫ୍ ବାଲାନ୍ସ

    14718
    Feb 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

    15101
    Feb 20, 2026
  • ଦେଶ-ଦେଶାନ୍ତର

    ସୁଲତାନପୁର କୋର୍ଟରେ ରାହୁଲ

    15022
    Feb 20, 2026
  • ବିଶେଷ

    ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15697
    Feb 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17347
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17416
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17759
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16234
    Apr 03, 2021

ବିଶେଷ

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15697
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14379
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15206
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15920
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15934
    Feb 14, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14960
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14473
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16083
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15367
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

    15101
    Feb 20, 2026
  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ପ୍ରଦର୍ଶନ

    14215
    Feb 20, 2026
  • ସୁଲତାନପୁର କୋର୍ଟରେ ରାହୁଲ

    15022
    Feb 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In