Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ...

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ...

  • 'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ...

  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ...

  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ...

  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ...

  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ...

  • ଜେଲ୍‌ ଯିବେ ରାଜପାଲ ଯାଦବ

ରାଜ୍ୟ
Home ›› ରାଜ୍ୟ ››କାର୍ଯ୍ୟାନୁଷ୍ଠାନ ନେଇ ଅଧିକାରୀଙ୍କୁ ସତର୍କ କରାଇଲେ ଏହି ମନ୍ତ୍ରୀ

କାର୍ଯ୍ୟାନୁଷ୍ଠାନ ନେଇ ଅଧିକାରୀଙ୍କୁ ସତର୍କ କରାଇଲେ ଏହି ମନ୍ତ୍ରୀ

2021-12-03 10:29:46
15400
Share:
Facebook
Twitter
E-Mail
WhatsApp
Telegram
କାର୍ଯ୍ୟାନୁଷ୍ଠାନ ନେଇ ଅଧିକାରୀଙ୍କୁ ସତର୍କ କରାଇଲେ ଏହି ମନ୍ତ୍ରୀ


ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ  ୫-‘ଟି’ ମାଧ୍ୟମରେ କର୍ମକ୍ଷେତ୍ରରେ ସ୍ବଚ୍ଛତା ଓ କର୍ମଚାରୀମାନଙ୍କ ଦକ୍ଷତା ଉପରେ ନିରପେକ୍ଷ ଆଲୋକପାତ କରାଯିବ । ଏହା ସଙ୍ଗେ ସଙ୍ଗେ କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ଏହାର ସଫଳ ରୂପାୟନ ପାଇଁ ପଦକ୍ଷେପ ନେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ  ମନ୍ତ୍ରୀ ଡ. ଅରୁଣ କୁମାର ସାହୁ  ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀ କୃଷି କ୍ଷେତ୍ର ପ୍ରଦର୍ଶନର ରୂପାୟନ ସଂପର୍କିତ ଆୟୋଜିତ ଏକ ବୈଠକରେ ଉପରୋକ୍ତ ମର୍ମରେ ଉଲ୍ଲେଖ କରିଛନ୍ତି
ସ୍ବଚ୍ଛତାକୁ ବିଭାଗୀୟ କାର୍ୟ୍ୟକ୍ରମରେ ପ୍ରତିଫଳିତ କରିବା ନିମନ୍ତେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟର ସମସ୍ତ କ୍ଷେତ୍ର ପ୍ରଦର୍ଶନ କାର୍ୟ୍ୟକ୍ରମରେ ଆବଶ୍ୟକୀୟ କୃଷି ସହାୟତା ଯୋଗାଇବା ପଦ୍ଧତିକୁ ପ୍ରତ୍ୟକ୍ଷ ଅର୍ଥ ହସ୍ତାନ୍ତରଣ (ଡିବିଟି) ଅନ୍ତର୍ଭୁକ୍ତ କରାଯାଇଛି । ଡିବିଟି ମାଧ୍ୟମରେ ସରକାରୀ ପ୍ରୋତ୍ସାହନ ତଥା ସହାୟତା ପ୍ରଦାନରେ ସ୍ବଚ୍ଛତା ଆଣିବା ପାଇଁ ଚାଷୀମାନଙ୍କର ବ୍ୟାଙ୍କ ଜମାଖାତାକୁ ସିଧାସଳଖ ରିହାତି ଅର୍ଥ ପ୍ରଦାନ କରାଯାଉଛି । ଏପରି ବ୍ୟବସ୍ଥାରେ କ୍ଷେତ୍ର ପ୍ରଦର୍ଶନ କାର୍ୟ୍ୟକ୍ରମର କାର୍ୟ୍ୟଶୈଳୀ ଉତ୍ସାହଜନକ ନୁହେଁ ବୋଲି ଦର୍ଶାଇଛନ୍ତି ମନ୍ତ୍ରୀ । ଏହାର ସୁଧାର ତଥା ଅଧିକ ଅଗ୍ରଗତି ନିମନ୍ତେ ପଦାଧିକାରୀମାନଙ୍କୁ ତାଗିଦ କରିଛନ୍ତି ମନ୍ତ୍ରୀ ।ଏହା ସହିତ ଚଳିତ ମାସ ୧୭ ତାରିଖରେ ଅନ୍ୟ ଏକ ସମୀକ୍ଷା ବୈଠକ ଆୟୋଜନ ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ସୁଧାର ବ୍ୟବସ୍ଥାରେ ଅବହେଳା କରୁଥିବା ଅଧିକାରୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସତର୍କ କରାଇ ଦେଇଛନ୍ତି । ଅନୁରୂପ ଭାବରେ ଉତ୍ସାହଜନକ କାର୍ୟ୍ୟଶୈଳୀ ପ୍ରଦର୍ଶନ କରୁଥିବା ଅଧିକାରୀମାନଙ୍କୁ ପୁରସ୍କୃତ କରିବା ନିମନ୍ତେ ବନ୍ଦୋବସ୍ତ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

Powered by Froala Editor

Tags Arun sahoo

Related articles Odisha News Lens 4.1

  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ

    13535
    Jul 11, 2026
  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...

    15298
    Jul 11, 2026
  •  'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ
    ଦେଶ-ଦେଶାନ୍ତର

    'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ

    15247
    Jul 11, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15185
    Jul 11, 2026
  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !
    ଦେଶ-ଦେଶାନ୍ତର

    ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14981
    Jul 11, 2026
  • ଜେଲ୍‌ ଯିବେ ରାଜପାଲ ଯାଦବ
    ଦେଶ-ଦେଶାନ୍ତର

    ଜେଲ୍‌ ଯିବେ ରାଜପାଲ ଯାଦବ

    14974
    Jul 10, 2026
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14576
    Jul 11, 2026
  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ
    ଦେଶ-ଦେଶାନ୍ତର

    ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14252
    Jul 11, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି
    ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13727
    Jul 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜେଲ୍‌ ଯିବେ ରାଜପାଲ ଯାଦବ

    14974
    Jul 10, 2026
  • ଦେଶ-ଦେଶାନ୍ତର

    ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13919
    Jul 11, 2026
  • ଦେଶ-ଦେଶାନ୍ତର

    ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14981
    Jul 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17583
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18037
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14542
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15530
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15635
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15441
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15307
    Jul 03, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15840
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13816
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14932
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15185
    Jul 11, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13727
    Jul 11, 2026
  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14981
    Jul 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In