Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ...

  • ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ...

  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ...

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ...

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

Home ›› ››ଖରାଦିନେ ଏମିତି ନିଅନ୍ତୁ କେଶର ଯତ୍ନ

ଖରାଦିନେ ଏମିତି ନିଅନ୍ତୁ କେଶର ଯତ୍ନ

2021-04-25 06:32:32
14699
Share:
Facebook
Twitter
E-Mail
WhatsApp
Telegram
ଖରାଦିନେ ଏମିତି ନିଅନ୍ତୁ କେଶର ଯତ୍ନ

ଖରା ତାତିରୁ ଆମେ ସବୁବେଳେ ଆମ ତ୍ୱଚାକୁ ସୁରକ୍ଷା ଦେବାକୁ ଚେଷ୍ଟିତ ଥାଉ। ହେଲେ ଏହା ଭୁଲିଯାଉ ଯେ, ଏହାଦ୍ୱାରା ଆମ କେଶ ମଧ୍ୟ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଥାଏ। ପ୍ରଦୂଷଣ ସମେତ,  ପ୍ରଖର ସୂର୍ୟ୍ୟ କିରଣ ଓ ଝାଳ ବୋହି କେଶ ରୁକ୍ଷ ହୋଇଯାଏ।  ଖରା ଦିନେ ଅଧିକ ଝାଳ ବୋହୁଥିବାରୁ କେଶ ଖରାପ ହୋଇଯାଏ।  ଏଥିନିମନ୍ତେ ଆପଣ ବର୍ଷର ଅନ୍ୟ ଦିନରେ କେଶର ଯେମିତି ଯତ୍ନ ନେଉଛନ୍ତି ସେଥିରେ କିଛିଟା ପରିବର୍ତ୍ତନ ଆଣିବା ଉଚିତ।  ଏଥିଲାଗି କିଛି ଟିପ୍ସ ପାଳନ କରି ଆପଣଙ୍କ କେଶ ଅନ୍ୟ ଦିନ ପରି କୋମଳ ଓ ସୁନ୍ଦର ରଖନ୍ତୁ।

ଖରା ଦିନେ କେଶରୁ ଝାଳ ଦୁର୍ଗନ୍ଧ ବାହାରିବା ସହ ଚୁଟି ଅଠା ହୋଇଯାଏ। ଏଥିନିମନ୍ତେ ଚୁଟିକୁ  ନିୟମିତ ଭାବେ ଧୋଇବା ଆବଶ୍ୟକ।  ଏଥିଲାଗି ଆପଣ ୪ ଚାମଚ ଆପଲ୍‌ ସିରକାକୁ ଏକ କପ୍‌ ଥଣ୍ଡା ପାଣିରେ ମିଶାନ୍ତୁ। ଥରେ ସାମ୍ପୁ କରିବା ପରେ ଆପଣ ଏହାକୁ ନିଜ ଚୁଟିରେ ଲଗାନ୍ତୁ। କିଛି ସମୟ ପରେ ଶୁଖା ତଉଲିଆରେ ନିଜ ମୁଣ୍ଡକୁ ପୋଛି ଦିଅନ୍ତୁ। ପ୍ରଚୁର ମାତ୍ରାରେ ସବୁଜ ପନିପରିବା ଓ ଫଳ ଖାଆନ୍ତୁ। ଏହାଦ୍ୱାରା ଆପଣଙ୍କ ଶରୀର ସମେତ କେଶ ମଧ୍ୟ ସୁସ୍ଥ ରହିବ। ଅମୃତଭଣ୍ଡା, କମଳା, ଜାକୁ କୋଳି ଆଦି ଫଳ ଖାଇବା ଦ୍ୱାରା  ଆପଣ ଭିଟାମିନ ଏ, ବି ଓ ସି ଭରପୁର ମାତ୍ରାରେ ପାଇପାରିବେ। ଯାହାକି କେଶକୁ ମଧ୍ୟ ପୋଷଣ ପ୍ରଦାନ କରିଥାଏ। ଏହାବ୍ୟତୀତ କେଶକୁ ରୁକ୍ଷ ଓ ନିର୍ଜୀବ ହେବାକୁ ଦେଇ ନ ଥାଏ। ସୁସ୍ଥ, ଘନ କେଶ ନିମନ୍ତେ ହେୟାର ମାସ୍କ ମଧ୍ୟ ଲାଭଦାୟକ ହୋଇଥାଏ।  ଏହା କେଶକୁ ଉଚିତ ପୋଷଣ ପ୍ରଦାନ କରିବା ସହ ଆବଶ୍ୟକ ନମନିୟମତା ପ୍ରଦାନ କରିଥାଏ। ଏହି ସବୁ ଟିପ୍ସ ପାଳନ କରି ଆପଣ ଲମ୍ୱା ଓ ଘନ କେଶ ପାଇପାରିବେ ସେଥିରେ ସନ୍ଦେହ ନାହିଁ।

Powered by Froala Editor

Tags hair care

Related articles Odisha News Lens 4.1

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14759
    Mar 30, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ
    ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13920
    Mar 31, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ
    ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15407
    Mar 31, 2026
  • ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍
    ଦେଶ-ଦେଶାନ୍ତର

    ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍

    14060
    Mar 31, 2026
  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14091
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15093
    Mar 30, 2026
  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ
    ଦେଶ-ଦେଶାନ୍ତର

    ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

    14041
    Mar 31, 2026
  •  ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15446
    Mar 31, 2026
  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ
    ଦେଶ-ଦେଶାନ୍ତର

    ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ

    14546
    Mar 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍

    14060
    Mar 31, 2026
  • ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14091
    Mar 31, 2026
  • ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15093
    Mar 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17390
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17455
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17804
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16277
    Apr 03, 2021

ବିଶେଷ

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15407
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15093
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16111
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15378
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15489
    Mar 25, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15032
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15538
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13833
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14273
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    14091
    Mar 31, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15407
    Mar 31, 2026
  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

    14041
    Mar 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In