Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଝଟକା

  • କରାଚୀ ହିଂସା: ପୁଲିସ୍‌ ଗୁଳିମାଡ଼ରେ ଗଲା ୧୦ ...

  • କରାଚୀରେ ବ୍ୟାପକ ହିଂସା

  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

  • ନିଶ୍ଚିତ ଭାବରେ ତାମିଲନାଡୁର ...

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ...

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

Home ›› ››ବାତ୍ୟା ନେଇ ସ୍ୱତନ୍ତ୍ର ରିଲିଫ କମିଶନର କ’ଣ କହିଲେ ଜାଣନ୍ତୁ

ବାତ୍ୟା ନେଇ ସ୍ୱତନ୍ତ୍ର ରିଲିଫ କମିଶନର କ’ଣ କହିଲେ ଜାଣନ୍ତୁ

2021-12-04 08:58:21
14620
Share:
Facebook
Twitter
E-Mail
WhatsApp
Telegram
ବାତ୍ୟା ନେଇ ସ୍ୱତନ୍ତ୍ର ରିଲିଫ କମିଶନର କ’ଣ କହିଲେ ଜାଣନ୍ତୁ


ଭୁବନେଶ୍ୱର: ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ଜୱାଦ । ବାତ୍ୟା ଜୱାଦ ଧୀରେ ଧୀରେ ଦୁର୍ବଳ ହେଉଥିବାବେଳେ ଆଜି ରାତିରେ ଗଭୀର ଅବପାତ ରୂପ ନେବାର ସମ୍ଭାବନା ରହିଛି । ତେବେ ବାତ୍ୟା ନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କ’ଣ କହିଲେ ଆସନ୍ତୁ ଜାଣିବା:

- ଆସନ୍ତାକାଲି ମଧ୍ୟାହ୍ନ ବେଳକୁ ପୁରୀ ଉପକୂଳରେ ପହଞ୍ଚିବ ଜୱାଦ
- ପୁରୀରେ ପହଞ୍ଚିଲା ବେଳକୁ ବାତ୍ୟାର ତୀବ୍ରତା କମିବା ନେଇ ଆକଳନ
- ପୁରୀ ଛୁଇଁବା ବେଳକୁ ପବନ ବେଗ ୬୦/୭୦ କିମି ରହିପାରେ
- ଆଜି ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇପାରେ
-ପବନ ବେଗ କମିବା ଆକଳନ ଥିବାରୁ ଭିତ୍ତିଭୂମି କ୍ଷତି ହେବା ଆଶଙ୍କା କମ
- ତେବେ ପ୍ରବଳ ବର୍ଷା ଯୋଗୁଁ ଫସଲ ବିଶେଷ ଭାବେ କ୍ଷତିଗ୍ରସ୍ତ ହେବ
-ଧାନ ଓ ପନପରିବା ଚାଷ ବିଶେଷଭାବେ କ୍ଷତିଗ୍ରସ୍ତ ହେବ
-କାଲି ସନ୍ଧ୍ୟା ବେଳକୁ ଓଡ଼ିଶାରୁ ବାତ୍ୟା ପ୍ରଭାବ ହଟିଯିବା ସମ୍ଭାବନା ରହିଛି

-ପବନର ବେଗ କମିଥିବାରୁ ସ୍ଥାନାନ୍ତରଣ କରାଯିବା ଦରକାର ହେବନି
- ମାତ୍ର ଦେଢ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି
- ମାତ୍ର ଦେଢ ଫୁଟ ବା ୨ ଫୁଟ ପର୍ଯ୍ୟନ୍ତ ସାମୁଦ୍ରିକ ଜୁଆର ଆସିପାରେ
-ଆଜି ଯାହା ଜୁଆର ରହିଛି, କାଲି ଅଧ ମିଟର ଉଚ୍ଚକୁ ବଢିବ
-ପ୍ରଭାବିତ ଜିଲ୍ଲାରେ ୩ଶହ ଗର୍ଭବତୀଙ୍କୁ ହସ୍ପିଟାଲ ନିଆଯାଇଛି
-ପବନ କମିଲେ ବି ବର୍ଷା ହେବ, ପବନରେ ଛୋଟ ଛୋଟ ଗଛ ଭାଙ୍ଗିପାରେ
- ବର୍ଷା, ପବନ ବେଳେ ବାହାରକୁ ନବାହାରିବାକୁ ପରାମର୍ଶ

ଅନ୍ୟପକ୍ଷରେ ବାତ୍ୟାର ପ୍ରଭାବ ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ,  ବାତ୍ୟା ଦୁର୍ବଳ ହେଲେ ବି ବର୍ଷାର ପ୍ରକୋପ ବିଶେଷ କମିବନାହିଁ । ବର୍ତ୍ତମାନ ସୁଦ୍ଧା ପାରାଦୀପରେ ସର୍ବାଧିକ ୮୨ ମିିମି ବର୍ଷା ରେକର୍ଡ କରାଯାଇଛି ।  ପୁରୀ,ଗୋପାଳପୁରରେ ୪୫ ମିମି ବର୍ଷା ରେକର୍ଡ କରାଯାଇଛି ।  ଆଜି ଗଞ୍ଜାମ, ଜଗତସିଂହପୁର ଓ ପୁରୀରେ ଅଧିକ ବର୍ଷା ହେବ ।  ଆସନ୍ତାକାଲି ଉତ୍ତର ଉପକୂଳ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକକ ରହିବ । ସେହିପରି ଟୁଇନ ସିଟିରେ ଆଜି ଓ କାଲି ମେଘୁଆ ପାଗ ରହିବ । ମଝିରେ ମଝିରେ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି  ।

ସେହିପରି ବାତ୍ୟା ଜୱାଦ ଧୀରେ ଧୀରେ ଦୁର୍ବଳ ହେଉଥିବାବେଳେ ଆଜି ରାତିରେ ଗଭୀର ଅବପାତ ରୂପ ନେବାର ସମ୍ଭାବନା ରହିଛି ।  ଏନେଇ ଆଏମଡି ଡିଜି ମୃତୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି ଯେ, ଆଜି ସକାଳୁ ଜୱାଦ ମୋଡ଼ ନେଇ ଉତ୍ତର ଦିଗକୁ ଗତି କରୁଛି ।  ପରେ ଉତ୍ତର ଉତ୍ତର-ପୂର୍ବ ଦିଗକୁ ଗତି ପରିବର୍ତ୍ତନ କରିବ ।  ଗତି ପରିବର୍ତ୍ତନ କରି ଓଡ଼ିଶା ଉପକୂଳ ମୁହାଁ ହେବ ।  ଗତି ପରିବର୍ତ୍ତନ ସହ କ୍ରମଶଃ ଦୁର୍ବଳ ହେବ ବାତ୍ୟା ।  କାଲି ମଧ୍ୟାହ୍ନରେ ଗଭୀର ଅବପାତ ହୋଇ ପୁରୀରେ ପହଞ୍ଚିବ । ସର୍ବାଧିକ ୭୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଥିବା ଆଏମଡି ଡିଜି ମୃତୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ଜୱାଦ ।  ଆଗାମୀ ୧୨ ଘଣ୍ଟା ଯାଏଁ ଉତ୍ତର ଦିଗକୁ ଗତି କରିବ ବାତ୍ୟା ଜୱାଦ । ଆସନ୍ତାକାଲି ପୁରୀ ଛୁଇଁବା ବେଳକୁ ଜୱାଦ ଦୁର୍ବଳ ହୋଇଯିବ ।  ପୁରୀ ଉପକୂଳରେ ଛୁଇଁବା ବେଳକୁ ଗଭୀର ଅବପାତରେ ପରିଣତ ହେବ ।  ଗଭୀର ଅବପାତ ବେଳେ ପନବର ବେଗ ସର୍ବାଧିକ ୭୦ କିମି ରହିବ । ଫଳରେ  ବାତ୍ୟାର ପ୍ରଭାବ ଯେମିତି ପଡ଼ିବା କଥା ସେମିତି ନପଡ଼ିପାରେ । ତେବେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।

Powered by Froala Editor

Tags Cyclone

Related articles Odisha News Lens 4.1

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13715
    Feb 27, 2026
  • କରାଚୀରେ ବ୍ୟାପକ ହିଂସା
    ଦେଶ-ଦେଶାନ୍ତର

    କରାଚୀରେ ବ୍ୟାପକ ହିଂସା

    13826
    Mar 01, 2026
  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ
    ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14828
    Feb 27, 2026
  • କରାଚୀ ହିଂସା: ପୁଲିସ୍‌ ଗୁଳିମାଡ଼ରେ ଗଲା ୧୦ ପ୍ରାଣ
    ଦେଶ-ଦେଶାନ୍ତର

    କରାଚୀ ହିଂସା: ପୁଲିସ୍‌ ଗୁଳିମାଡ଼ରେ ଗଲା ୧୦ ପ୍ରାଣ

    14210
    Mar 01, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....
    ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14319
    Feb 28, 2026
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍
    ଦେଶ-ଦେଶାନ୍ତର

    ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14788
    Feb 28, 2026
  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ
    ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13656
    Feb 28, 2026
  • ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଝଟକା

    14931
    Mar 01, 2026
  • ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !
    ଦେଶ-ଦେଶାନ୍ତର

    ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15543
    Feb 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15543
    Feb 28, 2026
  • ଦେଶ-ଦେଶାନ୍ତର

    ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଝଟକା

    14931
    Mar 01, 2026
  • ଦେଶ-ଦେଶାନ୍ତର

    କରାଚୀ ହିଂସା: ପୁଲିସ୍‌ ଗୁଳିମାଡ଼ରେ ଗଲା ୧୦ ପ୍ରାଣ

    14210
    Mar 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17355
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17424
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17770
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16243
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14319
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14218
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14286
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15419
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15931
    Feb 23, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15121
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14972
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14485
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16101
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କରାଚୀରେ ବ୍ୟାପକ ହିଂସା

    13826
    Mar 01, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15387
    Feb 27, 2026
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14788
    Feb 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In