Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

  • ନିଶ୍ଚିତ ଭାବରେ ତାମିଲନାଡୁର ...

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ...

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

ରାଜ୍ୟ
Home ›› ରାଜ୍ୟ ››ଫସଲ କ୍ଷତିଗ୍ରସ୍ତ ଚାଷୀଙ୍କୁ କୃଷି ସହାୟତା ଯୋଗାଇ ଦେବାକୁ ପିସିସି କିଷାନ କଂଗ୍ରେସ ପକ୍ଷରୁ ଦାବୀପତ୍ର ପ୍ରଦାନ

ଫସଲ କ୍ଷତିଗ୍ରସ୍ତ ଚାଷୀଙ୍କୁ କୃଷି ସହାୟତା ଯୋଗାଇ ଦେବାକୁ ପିସିସି କିଷାନ କଂଗ୍ରେସ ପକ୍ଷରୁ ଦାବୀପତ୍ର ପ୍ରଦାନ

2021-12-07 06:19:21
14565
Share:
Facebook
Twitter
E-Mail
WhatsApp
Telegram
ଫସଲ କ୍ଷତିଗ୍ରସ୍ତ ଚାଷୀଙ୍କୁ କୃଷି ସହାୟତା ଯୋଗାଇ ଦେବାକୁ ପିସିସି କିଷାନ କଂଗ୍ରେସ ପକ୍ଷରୁ ଦାବୀପତ୍ର ପ୍ରଦାନ


ଭୁବନେଶ୍ୱର-  ସ୍ୱଳ୍ପ ବୃଷ୍ଟିପାତ ଯୋଗୁଁ  ଚଳିତବର୍ଷ ଖରିଫ ଚାଷ ବ୍ୟାପକଭାବେ ପ୍ରଭାବିତ ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ଅତିଶୟ ବର୍ଷା, ଅକ୍ଟୋବର ନଭେମ୍ବର ମାସରେ ଅଦିନିଆ ବର୍ଷା ଓ ଅନେକ ଜିଲ୍ଲାରେ ଚକଡ଼ା ପୋକ ଦ୍ୱାରା ବହୁଳ ଭାବରେ ଫସଲ ନଷ୍ଟ ହୋଇଥିଲା । ଯାହାକିଛି କ୍ଷେତରେ ଧାନ ଥିଲା ତାହା ପାଚିଲା ବେଳକୁ ବାତ୍ୟା ଜୱାଦ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ଦ୍ୱାରା ଲକ୍ଷ ଲକ୍ଷ ହେକ୍ଟର ଜମିରେ ପାଣିରେ ବୁଡ଼ିଯିବା ଯୋଗୁଁ ବର୍ତ୍ତମାନ ପାଚିଲା ଧାନ ଜମିରେ ପଚିଲାଣି । ବର୍ଷା ଉଜାଡ଼ି ଦେଇଛି ଚାଷୀର ବର୍ଷକର ଆହାର । ପନିପରିବା ଫସଲ ମଧ୍ୟ ବ୍ୟାପକ ଭାବରେ ନଷ୍ଟ ହୋଇଛି ।

ଖରିଫ୍ ଓ ରବି ଚାଷ  ପାଇଁ ଚାଷୀ ଧାର କରଜ କରିଥିବା ବେଳେ ବର୍ତ୍ତମାନ ଫସଲ କ୍ଷତି ଯୋଗୁଁ ଏହା ପରିଶୋଧ କରିବା କାଠିକର ପାଠ୍ । ଯାହାକି ଚାଷୀଙ୍କ ପାଇଁ ବୋଝ ଉପରେ ନଳିତା ବିଡ଼ା । କ୍ଷେତ୍ରସ୍ତରରୁ ଯାହା ଜଣାଯାଏ ପ୍ରତି ଗୁଣ୍ଠ ପିଚ୍ଛା ଜମିରେ ଚାଷୀକୁ ପ୍ରାୟ ୩ ହଜାରରୁ ଉଦ୍ଧ୍ୱର୍ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିଛି । ଏହା ସହ କୃଷି ଉପôାଦନ ପାଇଁ ଆବଶ୍ୟକ ସରକାରୀ କୃଷି ଇନ୍ପୁଟ୍ ସହାୟତା ପାଇବାରେ ଅହେତୁକ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ।  ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା ଫସଲ କ୍ଷତିଗ୍ରସ୍ତ ଚାଷୀଙ୍କୁ କେନ୍ଦ୍ର ଓ ରାଜ୍ୟ ସରକାର ଦେଉଥିବା ପ୍ରଚଳିତ କୃଷି ଇନପୁଟ୍ ସହାୟତା ସମୁଦ୍ରକୁ ସଙ୍ଖେ, ଯାହାକି ଚଳିତ ବର୍ଷ ଏକ ଏକର ଜମିରେ ଚାଷୀକୁ ୬୦ ହଜାରରୁ ଉଦ୍ଧ୍ୱର୍ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିଥିବା ବେଳେ ପ୍ରତି ହେକ୍ଟର ପିଚ୍ଛା ଜଳ ସେଚିତ ଅଞ୍ଚଳ ପାଇଁ ୧୩,୫୦୦ ଓ ଅଣଜଳସେଚିତ ଅଞ୍ଚଳ ପାଇଁ .୬,୮୦୦ଟଙ୍କା ପ୍ରଦାନ ପାଇଁ ବ୍ୟବସ୍ଥା ଥିଲେ ମଧ୍ୟ ଏଥିରେ ଚାଷୀର କ୍ଷତି ଭରଣା ହେବା ସମ୍ଭବପର ନୁହେଁ । 

ତେଣୁ ଚାଷୀକୁଳର ଏଭଳି ଦୁଃଖଦ ପରିସ୍ଥିତି ସମ୍ପର୍କରେ ଆଜି ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସ ପକ୍ଷରୁ ରାଜ୍ୟ ଅଧ୍ୟକ୍ଷ ଅମୀୟ କୁମାର ପଟ୍ଟନାୟକ ଓଡ଼ିଶା ସରକାରଙ୍କ କୃଷି ବିଭାଗ ଶାସନ ସଚିବ ସୁରେଶ କୁମାର ବଶିଷ୍ଟଙ୍କୁ ରାଜ୍ୟ କୃଷି ଭବନଠାରେ ସାକ୍ଷାତ ଆଲୋଚନା କରି ଫସଲ କ୍ଷତିଗ୍ରସ୍ତ ଚାଷୀଙ୍କୁ ଯୁଦ୍ଧକାଳୀନ ଭିତିରେ କ୍ଷେତ୍ର କର୍ମଚାରୀଙ୍କଦ୍ୱାରା ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ, ଫସଲ କ୍ଷତିଗ୍ରସ୍ତ ଚାଷୀଙ୍କୁ ପ୍ରତି ଗୁଣ୍ଠ ପିଚ୍ଛା ୩ ହଜାର କିମ୍ବା ଏକର ପିଚ୍ଛା ୫୦ ହଜାର ଟଙ୍କା ଆର୍ଥôକ ସହାୟତା, ଜାତୀୟ ପ୍ରାକୃତିକ ବିପର୍ଯ୍ୟୟ ପାଣ୍ଠି ଓ ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପାଣ୍ଠିରେ ଫସଲ କ୍ଷତିଗ୍ରସ୍ତ ଚାଷୀଙ୍କୁ ଦିଆଯାଉଥିବା ପ୍ରଚଳିତ କୃଷି ଇନପୁଟ୍ ସହାୟତା ୩ ଗୁଣା ବୃଦ୍ଧି, ସମସ୍ତ ଚାଷୀଙ୍କଠାରୁ କୃଷିଋଣ ଛାଡ଼ କରିବା ସହିତ ବିନା ସୁଧରେ ରବି ଚାଷ ପାଇଁ କୃଷିଋଣ ଯୋଗାଣ, ଜଳକର, ଚାଷ କାର୍ଯ୍ୟପାଇଁ ବ୍ୟବହୃତ ବିଜୁଳି ଶୁଳ୍କ ଛାଡ଼, ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ସର୍ତାବଳୀ ଅନୁଯାୟୀ ଚାଷୀଙ୍କୁ ଅଗ୍ରୀମ କ୍ଷତିପୂରଣ, ଚଳିତ ରବି ଚାଷ ପାଇଁ ମାଗଣାରେ ବିଭିନ୍ନ ପ୍ରକାର ବିହନ, ମଞ୍ଜି, ସାର, କୀଟନାଶକ ଔଷଧ ଓ ୯୦ ପ୍ରତିଶତ ରିହାତିରେ କୃଷି ଯନ୍ତ୍ରପାତି, ସ୍କୁଲ, କଲେଜ ପଢ଼ୁଥିବା ଚାଷୀମାନଙ୍କ ପିଲାମାନଙ୍କଠାରୁ ସଂମ୍ପୂର୍ଣ୍ଣ ଫି ଛାଡ଼ କରାଯିବାକୁ ଦୃଢ଼ ଦାବୀ କରି ଏକ ୭ ଦଫା ସମ୍ବଳୀତ ଦାବୀପତ୍ର ପ୍ରଦାନ କରିଛନ୍ତି ।

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ କୃଷିମନ୍ତ୍ରୀଙ୍କୁ ଏହି ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ଦୃଷ୍ଟି ଆକର୍ଷଣ କରିବା ପାଇଁ ଅଧ୍ୟକ୍ଷ ଶ୍ରୀ ପଟ୍ଟନାୟକ କୃଷି କମିଶନର ତଥା ଶାସନ ସଚିବ ଶ୍ରୀ ବଶିଷ୍ଟଙ୍କୁ ଅନୁରୋଧ କରିଛନ୍ତି ।

Powered by Froala Editor

Tags Farmer

Related articles Odisha News Lens 4.1

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ
    ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14204
    Feb 27, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....
    ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14305
    Feb 28, 2026
  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ
    ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14814
    Feb 27, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    14032
    Feb 26, 2026
  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ
    ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13642
    Feb 28, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14580
    Feb 26, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ
    ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15373
    Feb 27, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13701
    Feb 27, 2026
  • ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !
    ଦେଶ-ଦେଶାନ୍ତର

    ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15529
    Feb 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14305
    Feb 28, 2026
  • ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13701
    Feb 27, 2026
  • ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    14032
    Feb 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17355
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17424
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17770
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16243
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14305
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14204
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14272
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15416
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15929
    Feb 23, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15121
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14972
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14485
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16101
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13642
    Feb 28, 2026
  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14814
    Feb 27, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    14032
    Feb 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In