Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ...

  • ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ...

  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ...

  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

  • ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ...

  • ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା

  • ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ

  • ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା

  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ...

  • ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ...

Home ›› ››ଅନର କିଲିଂ, ଗର୍ଭବତୀ ଭଉଣୀର ମୁଣ୍ଡ କାଟିଲା ନୃଶଂସ ଭାଇ

ଅନର କିଲିଂ, ଗର୍ଭବତୀ ଭଉଣୀର ମୁଣ୍ଡ କାଟିଲା ନୃଶଂସ ଭାଇ

2021-12-07 06:59:48
15200
Share:
Facebook
Twitter
E-Mail
WhatsApp
Telegram
ଅନର କିଲିଂ, ଗର୍ଭବତୀ ଭଉଣୀର ମୁଣ୍ଡ କାଟିଲା ନୃଶଂସ ଭାଇ

ଔରଙ୍ଗାବାଦ: ଔରଙ୍ଗାବାଦ ଜିଲ୍ଲାରେ ଅନର କିଲିଂ । ଜଣେ ନାବାଳକ ତାଙ୍କ ମା’ଙ୍କ ସହାୟତାରେ ନିଜ ଗର୍ଭବତୀ ୧୯ ବର୍ଷିୟା ଭଉଣୀର ମୁଣ୍ଡ କାଟି ଦେଇଛି । ମୁଣ୍ଡ କାଟିବା ପରେ ପଡେ଼ାଶୀମାନଙ୍କୁ କଟାମୁଣ୍ଡ ଦେଖାଇଥିବା ଅଭିଯୋଗ ହୋଇଛି । ରବିବାର ଏହି ଘଟଣା ଘଟିଛି । ପୀଡ଼ିତା ଜଣକ ଜୁନ ମାସରେ ଘରଛାଡି ତାଙ୍କ ପ୍ରେମିକ ସହ ପଳାଇଥିଲେ । ଗତ ସପ୍ତାହରେ ତାଙ୍କ ମା ତାଙ୍କ ସହ ଯୋଗାଯୋଗ କରି ତାଙ୍କୁ ଦେଖା କରିବାକୁ କହିଥିଲେ ।
ରବିବାର ମା ଓ ପୁଅ ଦୁହେଁ ଗର୍ଭବତୀ ମହିଳାଙ୍କ ଘରେ ପହଞ୍ଚିଥିଲେ । ତାଙ୍କ ସ୍ୱାମୀ ଅସୁସ୍ଥ ଥିବାରୁ ଅନ୍ୟ ଏକ କୋଠରୀରେ ଶୋଇଥିଲେ । ମହିଳା ଜଣକ ଚା’ତିଆରି କରୁଥିବା ବେଳେ ତାଙ୍କ ଭାଇ ତାଙ୍କୁ ପଛରୁ ଆକ୍ରମଣ କରିଥିଲେ । ମାଆ ତାଙ୍କ ଗୋଡ ଦୁଇଟିକୁ ଜାବୁଡି ଧରିଥିବା ବେଳେ ତାଙ୍କ ଭାଇ ମୁଣ୍ଡ କାଟି ଦେଇଥିବା ଅଭିଯୋଗ ହୋଇଛି । ଉଭୟ ମା ଓ ପୁଅ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ମା’ଙ୍କ ସହ ତାଙ୍କୁ ଗିରଙ୍ଗ କରାଯାଇଛି । ଏହି ମାମଲାର ଅଧିକ ତଦନ୍ତ ଚାଲିଛି ବୋଲି ପୁଲିସ ସୂଚନା ଦେଇଛି ।

Powered by Froala Editor

Tags Killing

Related articles Odisha News Lens 4.1

  • ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ
    ଦେଶ-ଦେଶାନ୍ତର

    ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ

    13453
    Apr 28, 2026
  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’
    ମନୋରଞ୍ଜନ

    ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

    15142
    Apr 28, 2026
  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ
    ଦେଶ-ଦେଶାନ୍ତର

    ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ

    13870
    Apr 28, 2026
  • ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା
    ଦେଶ-ଦେଶାନ୍ତର

    ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା

    15624
    Apr 28, 2026
  •  ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା
    ଦେଶ-ଦେଶାନ୍ତର

    ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା

    14293
    Apr 28, 2026
  • ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ୯ଟା ସୁଦ୍ଧା ୧୮.୩୯ ପ୍ରତିଶତ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ୯ଟା ସୁଦ୍ଧା ୧୮.୩୯ ପ୍ରତିଶତ ...

    14314
    Apr 29, 2026
  • ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା
    ଦେଶ-ଦେଶାନ୍ତର

    ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା

    14084
    Apr 28, 2026
  • ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ଭର୍ତ୍ତି

    14117
    Apr 28, 2026
  • ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ଚିଠି ଲେଖି ନବଦମ୍ପତିଙ୍କୁ ଶୁଭେଚ୍ଛା ...
    ଦେଶ-ଦେଶାନ୍ତର

    ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ଚିଠି ଲେଖି ନବଦମ୍ପତିଙ୍କୁ ଶୁଭେଚ୍ଛା ...

    15358
    Apr 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ

    13453
    Apr 28, 2026
  • ମନୋରଞ୍ଜନ

    ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

    15142
    Apr 28, 2026
  • ଦେଶ-ଦେଶାନ୍ତର

    ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା

    15624
    Apr 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17444
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17492
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17852
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16321
    Apr 03, 2021

ବିଶେଷ

  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15696
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15679
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14513
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14314
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13969
    Apr 23, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15360
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15095
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15592
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13896
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ୯ଟା ସୁଦ୍ଧା ୧୮.୩୯ ପ୍ରତିଶତ ମତଦାନ

    14314
    Apr 29, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15696
    Apr 28, 2026
  • ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା

    14084
    Apr 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In