Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ...

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ...

  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ...

  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ...

  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ...

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ...

  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ...

Home ›› ››ଭୁଲ୍‌ରେ ବି କ୍ଷୀର ସହ ମାଛ ଖା'ନ୍ତୁ ନାହିଁ

ଭୁଲ୍‌ରେ ବି କ୍ଷୀର ସହ ମାଛ ଖା'ନ୍ତୁ ନାହିଁ

2021-12-08 03:48:45
15738
Share:
Facebook
Twitter
E-Mail
WhatsApp
Telegram
ଭୁଲ୍‌ରେ ବି କ୍ଷୀର ସହ ମାଛ ଖା'ନ୍ତୁ ନାହିଁ


ସମସ୍ତେ ସ୍ୱାଦିଷ୍ଟ ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି। ଖାଦ୍ୟର ସ୍ୱାଦ ବଢ଼ାଇବା ପାଇଁ ଲୋକେ ବିଭିନ୍ନ ଉପାୟ ଆପଣାଇଥା’ନ୍ତି। ଆଉ ଏହି କ୍ରମରେ ଏମିତି କିଛି ଭୁଲ୍ କରି ବସନ୍ତି, ଯାହା ଦ୍ୱାରା ଶରୀର ଉପରେ ଏହାର କୁପ୍ରଭାବ ପଡ଼ିଥାଏ। ଅର୍ଥାତ୍ ଯେଉଁ ଖାଦ୍ୟ ପଦାର୍ଥ ଗୁଡ଼ିକୁ ଏକାଠି ମିଶାଇ ରାନ୍ଧିବା ଉଚିତ୍ ନୁହେଁ, ସେଗୁଡ଼ିକୁ ଏକାଠି ମିଶାଇ ରୋଷେଇ କରନ୍ତି। ସେହିଭଳି ଆଉ କିଛି ଖାଦ୍ୟ ପଦାର୍ଥ ଅଛି, ଯେଉଁଗୁଡ଼ିକୁ ଏକ ସମୟରେ ଅବା ଅଳ୍ପ ସମୟ ବ୍ୟବଧାନରେ ଆଗପଛ କରି ଖାଇବା ଉଚିତ୍ ନୁହେଁ। ଏହା ଦ୍ୱାରା ଶରୀର ଉପରେ କୁପ୍ରଭାବ ପଡ଼ିଥାଏ। ତା’ହେଲେ ଆସନ୍ତୁ ଜାଣିବା କାହା ସହ କାହାକୁ ମିଶାଇ ଖାଇବା ଉଚିତ୍ ନୁହେଁ।


ଚିକେନ୍ ସହ ଆଳୁ:
ଚିକେନରେ ପ୍ରଚୁର ପ୍ରୋଟିନ୍ ଥାଏ। ଏଭଳି ସ୍ଥିତିରେ ଯଦି ଚିକେନ୍ ସହିତ କାର୍ବୋହାଇଡ୍ରେଟ୍ ଯୁକ୍ତ ଖାଦ୍ୟ, ଯେମିତିକି ଆଳୁ ଖିଆଯାଏ, ତା’ହେଲେ ଦୁଇଟି ଭିନ୍ନ ପ୍ରକାରର ଜିନିଷ ମିଶି ଗ୍ୟାସ୍ ସମସ୍ୟା ସୃଷ୍ଟି କରିପାରେ। କେବଳ ସେତିକି ନୁହେଁ ପେଟ ଯନ୍ତ୍ରଣା ହେବା ସହ ମୋଟାପଣ ସମସ୍ୟା ମଧ୍ୟ ଦେଖା ଦେଇପାରେ। ଅଧିକାଂଶ ଲୋକେ ଚିକେନରେ ଆଳୁ ମିଶାଇ ଖାଇବାକୁ ପସନ୍ଦ କରନ୍ତି। ଯଦି ଆପଣଙ୍କର ମଧ୍ୟ ଏଭଳି ଅଭ୍ୟାସ ରହିଛି, ତା’ହେଲେ ତୁରନ୍ତୁ ତାକୁ ବଦଳାଇ ଦିଅନ୍ତୁ।

ଘିଅ ସହ ମହୁ:
ଆୟୁର୍ବେଦରେ ଘିଅ ଓ ମହୁକୁ ଏକାଠି ମିଶାଇ ଖାଇବାକୁ ବାରଣ କରାଯାଇଛି। ମହୁ ଗରମ ଏବଂ ଘିଅ ଥଣ୍ଡା ହୋଇଥାଏ। ଏ ଦୁଇଟି ଭିନ୍ନ ଭିନ୍ନ ଉପାଦାନ। ଏହାକୁ ଏକାଠି ଖାଇବା ଦ୍ୱାରା ଶରୀର ଉପରେ ଖରାପ ପ୍ରଭାବ ପଡିଥାଏ । ଏପରିକି ମଣିଷ ଭୟଙ୍କର ରୋଗରେ ମଧ୍ୟ ପଡ଼ିପାରେ।
ତରଭୁଜ ଏବଂ କ୍ଷୀର:
ସଧାରଣତଃ ଖରା ଦିନେ ଲୋକେ ତରଭୁଜ ଖାଇବା ପାଇଁ ପସନ୍ଦ କରନ୍ତି। ବେଳେବେଳେ ଲୋକେ କ୍ଷୀର ମିଶାଇ ତରଭୁଜ ସେକ୍ କରି ପିଅନ୍ତି। କିନ୍ତୁ ଏହା ସ୍ୱ୍ୟାସ୍ଥ୍ୟ ପାଇଁ ହାନୀକାର। କ୍ଷୀର ସହ ତରଭୁଜ ଭୁଲରେ ବି ଖାଇବା ଉଚିତ ନୁହେଁ। କ୍ଷୀରକୁ ହଜମ ହେବା ପାଇଁ ସମୟ ଲାଗେ  ଏବଂ ତରଭୁଜ ହଜମ ହେବା ପାଇଁ ଏସିଡ ଆବଶ୍ୟକ ପଡ଼ିଥାଏ। ଏଭଳି ସ୍ଥିତିରେ ପେଟ ସମସ୍ୟା ଉତ୍ପନ୍ନ ହୁଏ, ଯାହା ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ହୋଇପାରେ।

ଫଳ ସହ ଚିକେନ୍:
ଫଳ ଏବଂ ଚିକେନ୍ ଏକାଠି ଖାଇବା ଉଚିତ ନୁହେଁ। ଏହା ଆମ ହଜମ ପ୍ରକ୍ରିୟା ଉପରେ ନକାରାତ୍ମକ ପ୍ରଭାବ ପକାଇଥାଏ। କେବଳ ସେତିକି ନୁହେଁ, ଏହା ଆମ ପାଚନକ୍ରିୟାକୁ ଦୁର୍ବଳ ମଧ୍ୟ କରିଦିଏ। ତେଣୁ  ଫଳ ଏବଂ ଚିକେନ୍ ଏକାଠି ଖାଇବା ଠାରୁ ଦୂରେଇ ରହିବା ଉଚିତ।

ମହୁ ସହ ମୂଳା:
ମହୁ ଏବଂ ମୂଳାକୁ ଏକାଠି ଖାଇଲେ ଶରୀରରେ ବିଷାକ୍ତ ପଦାର୍ଥ ଉତ୍ପନ୍ନ ହୁଏ।  ଯାହା ଦ୍ୱାରା ଆମ ପାଚନ ପ୍ରକ୍ରିୟା ଖରାପ ହେବାର ଆଶଙ୍କା ରହିଥାଏ। ତେଣୁ ଏହି ଦୁଇଟିକୁ ଏକାଠି କିମ୍ବା ଆଗପଛ କରି ଖାଇବା ଠାରୁ ଦୂରେଇ ରୁହନ୍ତୁ ।

କ୍ଷୀର ସହ ମାଛ:
କ୍ଷୀର ସହିତ ମାଛ ଖାଇବା ଠାରୁ ମଧ୍ୟ ଦୂରେଇ ରହିବା ଉଚିତ୍। ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ଏହି ଦୁଇଟି ଖାଦ୍ୟକୁ ଏକାଠି ଖାଇବା ଦ୍ୱାରା ତ୍ୱଚା ଜନିତ ସମସ୍ୟା ସୃଷ୍ଟି ହୋଇପାରେ।

Powered by Froala Editor

Tags Fish and milk

Related articles Odisha News Lens 4.1

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15683
    May 11, 2026
  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ:  ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13875
    May 11, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା
    ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13748
    May 12, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15118
    May 11, 2026
  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...
    ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13709
    May 11, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15456
    May 12, 2026
  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ
    ଦେଶ-ଦେଶାନ୍ତର

    ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ

    14080
    May 12, 2026
  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    13983
    May 12, 2026
  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ
    ଦେଶ-ଦେଶାନ୍ତର

    ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    14017
    May 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13875
    May 11, 2026
  • ଦେଶ-ଦେଶାନ୍ତର

    ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ

    14080
    May 12, 2026
  • ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    13983
    May 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17470
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17520
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17878
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16351
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16079
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14521
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15480
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15227
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    14027
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15133
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13947
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    14017
    May 11, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15456
    May 12, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15118
    May 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In