Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ

2021-12-08 05:37:11
15566
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ


ଭୁବନେଶ୍ୱର: ରାଜ୍ୟରେଗତ ୨୪ ଘଣ୍ଟା ମଧ୍ୟରେ ୨୫୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୭୬୦ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୪ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୦୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ଜଣ, ଷ୍ଟେଟ ପୁଲ୍‌ରୁ ୨୫ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୭୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୦୧୩୯ ଜଣ ସୁସ୍ଥ ହୋଇଛନ୍ତି ।

Powered by Froala Editor

Tags Corona

Related articles Odisha News Lens 4.1

  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14594
    Mar 05, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    13985
    Mar 06, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14751
    Mar 06, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15093
    Mar 05, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14514
    Mar 04, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15767
    Mar 04, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13856
    Mar 05, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13317
    Mar 06, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15440
    Mar 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ...

    13856
    Mar 05, 2026
  • ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15073
    Mar 05, 2026
  • ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15093
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14594
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15061
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14270
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15058
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14680
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15126
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15093
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14751
    Mar 06, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    13856
    Mar 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In