Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

  • ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ...

  • ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ...

  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ ...

  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ ...

  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ ...

Home ›› ››ବିରାଟ-ଅନୁଷ୍କାଙ୍କ ପଡ଼ୋଶୀ ହେବେ କ୍ୟାଟ୍ରିନା-ଭିକି, ଜାଣନ୍ତୁ କେଭଳି ରହିବେ...କ’ଣ ରହିଛି ସୁବିଧା...

ବିରାଟ-ଅନୁଷ୍କାଙ୍କ ପଡ଼ୋଶୀ ହେବେ କ୍ୟାଟ୍ରିନା-ଭିକି, ଜାଣନ୍ତୁ କେଭଳି ରହିବେ...କ’ଣ ରହିଛି ସୁବିଧା...

2021-12-09 07:42:18
15727
Share:
Facebook
Twitter
E-Mail
WhatsApp
Telegram
ବିରାଟ-ଅନୁଷ୍କାଙ୍କ ପଡ଼ୋଶୀ ହେବେ କ୍ୟାଟ୍ରିନା-ଭିକି, ଜାଣନ୍ତୁ କେଭଳି ରହିବେ...କ’ଣ ରହିଛି ସୁବିଧା...

ମୁମ୍ବାଇ: ଚିକ୍‌ନି ଚାମେଲିଙ୍କ ଆଜି ହାତ ଧରିବେ ଭିକି କୌଶଲ । ଏଥିପାଇଁ ସଜେଇ ହୋଇଛି ରାଜସ୍ଥାନ ଜୋଧପୁରର ସିକ୍ସ ସେନ୍ସ ଫୋର୍ଟ । ଷ୍ଟାରମାନଙ୍କ ଭିଡ଼ ବି ଜମିବା ଆରମ୍ଭ ହେଲାଣି । ଗୁପ୍ତରେ ବିବାହ କାର୍ଯ୍ୟ ସମ୍ପନ୍ନ ହେବ ।

ଏହି ଷ୍ଟାର କପଲ୍ ଗଣମାଧ୍ୟମଠୁ ଯଥେଷ୍ଟ ଦୂରେଇ ରହୁଥିବା ଦେଖିବାକୁ ମିଳୁଛି । ହେଲେ ଗୋଟିଏ ପରେ ଗୋଟେ ସିକ୍ରେଟ୍ ଲିକ୍ ହେଉଛି । ନିକଟରେ ପୁଣି ଏକ ରୋଚକ ତଥ୍ୟ ସାମ୍ନାକୁ ଆସିଛି । ତାହା ହେଲା ବିରାଟ-ଅନୁଷ୍କାଙ୍କ ପଡ଼ୋଶୀ ସାଜିବେ କ୍ୟାଟ୍ରିନା ଓ ଭିକି ।

ରାଜସ୍ଥାନରେ ବିବାହ ପରେ ମୁମ୍ବାଇ ଉଡ଼ି ଆସିବେ ଏହି ପାୱାର କପଲ୍ । ଏହାପରେ ଭିକି କ୍ୟାଟ୍ରିନାଙ୍କୁ ଭଡ଼ା ଘରେ ରହିବେ । ତାହା ପୁଣି ଅନୁଷ୍କା ଶର୍ମା-ବିରାଟ କୋହଲି ରହୁଥିବା ଆପାର୍ଟମେଣ୍ଟରେ ।

ମୁମ୍ବାଇର ସେଲିବ୍ରିଟି ଏରିଆ ଜୁହୁରେ ଥିବା ୮ ମହଲା ବିଶିଷ୍ଟ ଆପାର୍ଟମେଣ୍ଟ ରାଜ ମହଲରେ ନିଜ ଘର ବସାଇବେ ଏହି ପ୍ରେମ ପକ୍ଷୀ । ଏଥିନିମନ୍ତେ ଭିକି ଗତ ଜୁଲାଇ ମାସରୁ ସି-ଫେସିଂ ଏକ ଫ୍ଲାଟ୍ ଭଡ଼଼ା ନେଇଛନ୍ତି । ଏଥିପାଇଁ ମାସକୁ ଭଡ଼଼ା ୮ ଲକ୍ଷ ଗଣୁଛନ୍ତି ।

ଭିକି ମୁମ୍ବାଇର ଅନ୍ଧେରୀରେ ନିଜ ପରିବାର ସହ ରହୁଥିବା ବେଳେ ବିବାହ ପରେ କିନ୍ତୁ ବଦଳିଯିବ ତାଙ୍କ ଠିକଣା । ପତ୍ନୀଙ୍କ ସହ ରାଜ ମହଲରେ ଗଢ଼ିବେ ନୂଆ ସଂସାର । ପୂର୍ବରୁ ଅନୁଷ୍କା ଓ ବିରାଟ ଏହି ଆପାର୍ଟମେଣ୍ଟର ବାସିନ୍ଦା ହୋଇ ସାରିଥିବା ବେଳେ ଏବେ ସେମାନଙ୍କ ପଡ଼ୋଶୀ ସାଜିବେ ଭିକି ଓ କ୍ୟାଟ୍ରିନା । ଏହି ଫ୍ଲାଟ୍‌ରେ ପ୍ରାଇଭେଟ ବିଚ୍ ଓ ସୁଇମିଂ ପୁଲ ସୁବିଧା ରହିଛି । ଏଥିସହ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ସାଙ୍ଗକୁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି । ଯାହାକି ନବ ବିବାହିତ ଦାମ୍ପତ୍ୟ ଜୀବନରେ ବେଶ୍ ରୋମାଞ୍ଚ ଭରି ଦେବ ବୋଲି ଆଶା କରାଯାଉଛି ।

Powered by Froala Editor

Tags cat-vicky

Related articles Odisha News Lens 4.1

  • ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୨ଆତଙ୍କୀ ନିହତ
    ଦେଶ-ଦେଶାନ୍ତର

    ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୨ଆତଙ୍କୀ ନିହତ

    14746
    Feb 22, 2026
  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ କରନ୍ତୁ ଇପିଏଫ୍ ବାଲାନ୍ସ
    ଦେଶ-ଦେଶାନ୍ତର

    ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ କରନ୍ତୁ ଇପିଏଫ୍ ବାଲାନ୍ସ

    14793
    Feb 21, 2026
  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13623
    Feb 22, 2026
  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ
    ଦେଶ-ଦେଶାନ୍ତର

    ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ

    13978
    Feb 21, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍
    ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13330
    Feb 22, 2026
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13394
    Feb 22, 2026
  • ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର
    ଦେଶ-ଦେଶାନ୍ତର

    ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର

    14314
    Feb 22, 2026
  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?

    14575
    Feb 21, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା
    ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14340
    Feb 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର

    14314
    Feb 22, 2026
  • ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14340
    Feb 22, 2026
  • ଦେଶ-ଦେଶାନ୍ତର

    ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୨ଆତଙ୍କୀ ନିହତ

    14746
    Feb 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17347
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17417
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17759
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16234
    Apr 03, 2021

ବିଶେଷ

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15772
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14447
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15215
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15929
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15944
    Feb 14, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14960
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14473
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16083
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15368
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13330
    Feb 22, 2026
  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?

    14575
    Feb 21, 2026
  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ

    13978
    Feb 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In