Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 21, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ଷେପଣାସ୍ତ୍ର ପ୍ରତିରକ୍ଷା ବ୍ୟବସ୍ଥାରେ ...

  • ଆତତାୟୀଙ୍କ ଗୁଳିରେ ଆମିର ହାମଜା ଗୁୁରୁତର

  • ଗାଜାରେ ଇସ୍ରାଏଲ ପକ୍ଷରୁ ବାରମ୍ବାର ...

  • ଶୀଘ୍ର ବିବାହ ପାଇଁ ଉପାୟ, ଏହା କଲେ ମିଳିବ ...

  • ସ୍ନାନ ଜଳରେ ମିଶାନ୍ତୁ ଏହି ସ୍ୱତନ୍ତ୍ର ...

  • ଶିଳ୍ପା ଶିରୋଡକର କୋଭିଡ୍ ପଜିଟିଭ୍

  • ଜ୍ୟୋତିର୍ବିଜ୍ଞାନୀ ଜୟନ୍ତ ନାର୍ଲିକର ଆଉ ...

  • କଳି ଯୁଗର ନାରୀ : ୭ ମାସରେ ୨୫ ପୁରୁଷଙ୍କୁ ...

  • ଅପରେସନ ସିନ୍ଦୂରର ଭିଡ଼ିଓ ଜାରି କଲା ...

  • ପାକିସ୍ତାନୀ ସେନା ଅଧିକାରୀଙ୍କ ବିଷୟରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି, ମାଗଣା ଟିକା ନେଇ ଏହା କହିଲେ ମୋଦୀ

ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି, ମାଗଣା ଟିକା ନେଇ ଏହା କହିଲେ ମୋଦୀ

2021-04-25 08:11:39
13900
Share:
Facebook
Twitter
E-Mail
WhatsApp
Telegram
ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି, ମାଗଣା ଟିକା ନେଇ ଏହା କହିଲେ ମୋଦୀ

ନୂଆଦିଲ୍ଲୀ:  ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି ।  ତେବେ ଏହାରି ଭିତରେ ଦେଶରେ ମାଗଣା ଟିକାକରଣ ଅଭିଯାନ ଚାଲୁ ରହିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।  ଏଥିସହ ଟିକାକୁ ନେଇ କୌଣସି ଗୁଜବ ଉପରେ ବିଶ୍ୱାସ ନକରିବାକୁ ମୋଦୀ କହିଛନ୍ତି ।  ଆଜି ମନ କି ବାତରେ ଦେଶବାସୀଙ୍କୁ  ସମ୍ବୋଧନ କରିବା ଅବସରରେ  ମୋଦୀ ଏହା କହିଛନ୍ତି ।

ଏହାଛଡ଼ା ସେ କହିଛନ୍ତି ଯେ,  କରୋନା  ସମସ୍ତଙ୍କ ଧୈର୍ଯ୍ୟର ପରୀକ୍ଷା ନେଉଛି ।  ଅନେକ ନିଜ ପରିଜନଙ୍କୁ ଅସମୟରେ ହରାଇଛନ୍ତି ।  କରୋନାର ଦ୍ୱିତୀୟ ଲହର ପୁରା ଦେଶକୁ ଦୋହଲାଇ ଦେଇଛି ।  ପ୍ରଥମ ଲହରକୁ ଆମେ ସଫଳତାର ସହ ମୁକାବିଲା କରିଥିଲେ ।  ଏବେ ଦ୍ୱିତୀୟ ଲହର ବିପକ୍ଷରେ ଆମ ଲଢେଇ ଜାରି ରହିଛି ।  ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ସମସ୍ତେ ଲଢେଇରେ ସାମିଲ ଅଛନ୍ତି । ଦେଶରେ ମାଗଣା ଟିକାକରଣ ଅଭିଯାନ ଚାଲୁ ରହିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । 

ସେହିପରି ସେ କହିଛନ୍ତି ଯେ, ସାମ୍ପ୍ରତିକ କୋଭିଡ୍‌ ପରିସ୍ଥିତିର ମୁକାବିଲା ନିମନ୍ତେ ରାଜ୍ୟ ସରକାରମାନଙ୍କ ଉଦ୍ୟମକୁ ଆଗେଇ ନେବା ନିମନ୍ତେ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରଙ୍କ ନିକଟକୁ ମାଗଣାରେ ଟିକା ପଠାଇଛନ୍ତି ବୋଲି ଆପଣମାନେ ଜାଣିଥିବେ। ୪୫ ବର୍ଷରୁ ଊର୍ଦ୍ଧ୍ବ ବୟସ୍କ ବ୍ୟକ୍ତି ଏଥିରେ ଉପକୃତ ହୋଇପାରିବେ। ମେ ପହିଲାରୁ ୧୮ ବର୍ଷରୁ ଊର୍ଦ୍ଧ୍ବ ସମସ୍ତ ବ୍ୟକ୍ତି ପାଇଁ ଟିକା ମିଳିବ। ନିଜ ନିଜର କର୍ମଚାରୀମାନଙ୍କୁ ଟିକା ଦେଇ ଦେଶର କର୍ପୋରେଟ୍‌ ସେକ୍ଟର୍‌ ମଧ୍ୟ ଟିକାକରଣ ଅଭିଯାନରେ ଅଂଶଗ୍ରହଣ କରିପାରିବ। ଭବିଷ୍ୟତରେ ମଧ୍ୟ ଭାରତ ସରକାରଙ୍କର ମାଗଣା ଟିକାକରଣ କାର୍ୟ୍ୟକ୍ରମ ଚାଲୁ ରହିବ। ଏହି ମୁକ୍ତ ଟିକାକରଣର ଫାଇଦା ଯଥା ସମ୍ଭବ ଅଧିକ ଲୋକେ ପାଆନ୍ତୁ ବୋଲି ସୁନିଶ୍ଚିତ ହେବାକୁ ରାଜ୍ୟମାନଙ୍କୁ ମୋର ଅନୁରୋଧ। ରାଜ୍ୟମାନଙ୍କୁ ସହାୟତା କରିବା ଲାଗି କେନ୍ଦ୍ର ସମସ୍ତ ଶକ୍ତି ଉପଯୋଗ କରୁଛି। କୋଭିଡ୍‌-୧୯ ଯୁଦ୍ଧରେ ଆମ୍ବୁଲାନ୍‌ସ୍‌ ଚାଳକମାନଙ୍କର ଅବଦାନ ବିପୁଳ। ସେମାନଙ୍କ ପ୍ରତି ମ‌ୋର କୃତଜ୍ଞତା ଜ୍ଞାପନ କରୁଛି। କୋଭିଡ୍‌କୁ ପରାଜିତ କରିବା ଲାଗି ଆମେ ବିଶେଷଜ୍ଞ ଏବଂ ବୈଜ୍ଞାନିକ ଉପଦେଶ ଉପରେ ଗୁରୁତ୍ବାରୋପ କରିବା ଉଚିତ  ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । 

Powered by Froala Editor

Tags corona

Related articles Odisha News Lens 4.1

  • ସ୍ନାନ ଜଳରେ ମିଶାନ୍ତୁ  ଏହି ସ୍ୱତନ୍ତ୍ର ଜିନିଷ,  ହୋଇଥାଏ ଶୁଭ
    ବିଶେଷ

    ସ୍ନାନ ଜଳରେ ମିଶାନ୍ତୁ ଏହି ସ୍ୱତନ୍ତ୍ର ଜିନିଷ, ହୋଇଥାଏ ଶୁଭ

    14190
    May 21, 2025
  • ଶିଳ୍ପା ଶିରୋଡକର କୋଭିଡ୍ ପଜିଟିଭ୍
    ଦେଶ-ଦେଶାନ୍ତର

    ଶିଳ୍ପା ଶିରୋଡକର କୋଭିଡ୍ ପଜିଟିଭ୍

    15384
    May 20, 2025
  • ଆତତାୟୀଙ୍କ ଗୁଳିରେ ଆମିର ହାମଜା ଗୁୁରୁତର
    ଦେଶ-ଦେଶାନ୍ତର

    ଆତତାୟୀଙ୍କ ଗୁଳିରେ ଆମିର ହାମଜା ଗୁୁରୁତର

    14077
    May 21, 2025
  • ପାକିସ୍ତାନୀ ସେନା ଅଧିକାରୀଙ୍କ ବିଷୟରେ ଏଭଳି ରୋଚକ କଥା କହିଲେ ମନୋଜ ମୁକୁନ୍ଦ ନରଭଣେ
    ଦେଶ-ଦେଶାନ୍ତର

    ପାକିସ୍ତାନୀ ସେନା ଅଧିକାରୀଙ୍କ ବିଷୟରେ ଏଭଳି ରୋଚକ କଥା କହିଲେ ମନୋଜ ମୁକୁନ୍ଦ ନରଭଣେ

    14519
    May 20, 2025
  • ଜ୍ୟୋତିର୍ବିଜ୍ଞାନୀ ଜୟନ୍ତ ନାର୍ଲିକର ଆଉ ନାହାନ୍ତି, କସମୋଲୋଜିରେ ରହିଛି ବଡ଼ ଅବଦାନ
    ଦେଶ-ଦେଶାନ୍ତର

    ଜ୍ୟୋତିର୍ବିଜ୍ଞାନୀ ଜୟନ୍ତ ନାର୍ଲିକର ଆଉ ନାହାନ୍ତି, କସମୋଲୋଜିରେ ରହିଛି ବଡ଼ ଅବଦାନ

    14618
    May 20, 2025
  • କଳି ଯୁଗର ନାରୀ : ୭ ମାସରେ ୨୫ ପୁରୁଷଙ୍କୁ ବିବାହ
    ଦେଶ-ଦେଶାନ୍ତର

    କଳି ଯୁଗର ନାରୀ : ୭ ମାସରେ ୨୫ ପୁରୁଷଙ୍କୁ ବିବାହ

    14592
    May 20, 2025
  • ଅପରେସନ ସିନ୍ଦୂରର ଭିଡ଼ିଓ ଜାରି କଲା ଭାରତୀୟ ବାୟୁସେନା
    ଦେଶ-ଦେଶାନ୍ତର

    ଅପରେସନ ସିନ୍ଦୂରର ଭିଡ଼ିଓ ଜାରି କଲା ଭାରତୀୟ ବାୟୁସେନା

    13520
    May 20, 2025
  • ଗାଜାରେ ଇସ୍ରାଏଲ ପକ୍ଷରୁ ବାରମ୍ବାର ଆକ୍ରମଣ ଜାରି, ୫୫ ମୃତ
    ଦେଶ-ଦେଶାନ୍ତର

    ଗାଜାରେ ଇସ୍ରାଏଲ ପକ୍ଷରୁ ବାରମ୍ବାର ଆକ୍ରମଣ ଜାରି, ୫୫ ମୃତ

    13776
    May 21, 2025
  • କ୍ଷେପଣାସ୍ତ୍ର ପ୍ରତିରକ୍ଷା ବ୍ୟବସ୍ଥାରେ କ୍ରାନ୍ତିକାରୀ ପରିବର୍ତ୍ତନ ଆଣିବ ...
    ଦେଶ-ଦେଶାନ୍ତର

    କ୍ଷେପଣାସ୍ତ୍ର ପ୍ରତିରକ୍ଷା ବ୍ୟବସ୍ଥାରେ କ୍ରାନ୍ତିକାରୀ ପରିବର୍ତ୍ତନ ଆଣିବ ...

    13574
    May 21, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶିଳ୍ପା ଶିରୋଡକର କୋଭିଡ୍ ପଜିଟିଭ୍

    15384
    May 20, 2025
  • ଦେଶ-ଦେଶାନ୍ତର

    ଆତତାୟୀଙ୍କ ଗୁଳିରେ ଆମିର ହାମଜା ଗୁୁରୁତର

    14077
    May 21, 2025
  • ବିଶେଷ

    ସ୍ନାନ ଜଳରେ ମିଶାନ୍ତୁ ଏହି ସ୍ୱତନ୍ତ୍ର ଜିନିଷ, ହୋଇଥାଏ ଶୁଭ

    14190
    May 21, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16610
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16901
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15446
    Apr 03, 2021

ବିଶେଷ

  • ଶୀଘ୍ର ବିବାହ ପାଇଁ ଉପାୟ, ଏହା କଲେ ମିଳିବ ମନପସନ୍ଦର ଜୀବନସାଥୀ

    14603
    May 21, 2025
  • ସ୍ନାନ ଜଳରେ ମିଶାନ୍ତୁ ଏହି ସ୍ୱତନ୍ତ୍ର ଜିନିଷ, ହୋଇଥାଏ ଶୁଭ

    14190
    May 21, 2025
  • ଶରୀର ପାଇଁ ବେଶ୍‌ ଉପକାରୀ ସକାଳ ଜଳଖିଆ

    13966
    May 20, 2025
  • ଏହି ଖାଦ୍ୟ ସହିତ ଖାଆନ୍ତୁ ନାହିଁ କାକୁଡ଼ି

    15648
    May 20, 2025
  • ପ୍ରୋଟିନରେ ଭରପୁର ଏହି ୫ ଜିନିଷ

    15639
    May 19, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16273
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13987
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14780
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15307
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅପରେସନ ସିନ୍ଦୂରର ଭିଡ଼ିଓ ଜାରି କଲା ଭାରତୀୟ ବାୟୁସେନା

    13520
    May 20, 2025
  • ଆତତାୟୀଙ୍କ ଗୁଳିରେ ଆମିର ହାମଜା ଗୁୁରୁତର

    14077
    May 21, 2025
  • ଗାଜାରେ ଇସ୍ରାଏଲ ପକ୍ଷରୁ ବାରମ୍ବାର ଆକ୍ରମଣ ଜାରି, ୫୫ ମୃତ

    13776
    May 21, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In