Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

Home ›› ››ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି, ମାଗଣା ଟିକା ନେଇ ଏହା କହିଲେ ମୋଦୀ

ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି, ମାଗଣା ଟିକା ନେଇ ଏହା କହିଲେ ମୋଦୀ

2021-04-25 08:11:39
13978
Share:
Facebook
Twitter
E-Mail
WhatsApp
Telegram
ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି, ମାଗଣା ଟିକା ନେଇ ଏହା କହିଲେ ମୋଦୀ

ନୂଆଦିଲ୍ଲୀ:  ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି ।  ତେବେ ଏହାରି ଭିତରେ ଦେଶରେ ମାଗଣା ଟିକାକରଣ ଅଭିଯାନ ଚାଲୁ ରହିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।  ଏଥିସହ ଟିକାକୁ ନେଇ କୌଣସି ଗୁଜବ ଉପରେ ବିଶ୍ୱାସ ନକରିବାକୁ ମୋଦୀ କହିଛନ୍ତି ।  ଆଜି ମନ କି ବାତରେ ଦେଶବାସୀଙ୍କୁ  ସମ୍ବୋଧନ କରିବା ଅବସରରେ  ମୋଦୀ ଏହା କହିଛନ୍ତି ।

ଏହାଛଡ଼ା ସେ କହିଛନ୍ତି ଯେ,  କରୋନା  ସମସ୍ତଙ୍କ ଧୈର୍ଯ୍ୟର ପରୀକ୍ଷା ନେଉଛି ।  ଅନେକ ନିଜ ପରିଜନଙ୍କୁ ଅସମୟରେ ହରାଇଛନ୍ତି ।  କରୋନାର ଦ୍ୱିତୀୟ ଲହର ପୁରା ଦେଶକୁ ଦୋହଲାଇ ଦେଇଛି ।  ପ୍ରଥମ ଲହରକୁ ଆମେ ସଫଳତାର ସହ ମୁକାବିଲା କରିଥିଲେ ।  ଏବେ ଦ୍ୱିତୀୟ ଲହର ବିପକ୍ଷରେ ଆମ ଲଢେଇ ଜାରି ରହିଛି ।  ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ସମସ୍ତେ ଲଢେଇରେ ସାମିଲ ଅଛନ୍ତି । ଦେଶରେ ମାଗଣା ଟିକାକରଣ ଅଭିଯାନ ଚାଲୁ ରହିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । 

ସେହିପରି ସେ କହିଛନ୍ତି ଯେ, ସାମ୍ପ୍ରତିକ କୋଭିଡ୍‌ ପରିସ୍ଥିତିର ମୁକାବିଲା ନିମନ୍ତେ ରାଜ୍ୟ ସରକାରମାନଙ୍କ ଉଦ୍ୟମକୁ ଆଗେଇ ନେବା ନିମନ୍ତେ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରଙ୍କ ନିକଟକୁ ମାଗଣାରେ ଟିକା ପଠାଇଛନ୍ତି ବୋଲି ଆପଣମାନେ ଜାଣିଥିବେ। ୪୫ ବର୍ଷରୁ ଊର୍ଦ୍ଧ୍ବ ବୟସ୍କ ବ୍ୟକ୍ତି ଏଥିରେ ଉପକୃତ ହୋଇପାରିବେ। ମେ ପହିଲାରୁ ୧୮ ବର୍ଷରୁ ଊର୍ଦ୍ଧ୍ବ ସମସ୍ତ ବ୍ୟକ୍ତି ପାଇଁ ଟିକା ମିଳିବ। ନିଜ ନିଜର କର୍ମଚାରୀମାନଙ୍କୁ ଟିକା ଦେଇ ଦେଶର କର୍ପୋରେଟ୍‌ ସେକ୍ଟର୍‌ ମଧ୍ୟ ଟିକାକରଣ ଅଭିଯାନରେ ଅଂଶଗ୍ରହଣ କରିପାରିବ। ଭବିଷ୍ୟତରେ ମଧ୍ୟ ଭାରତ ସରକାରଙ୍କର ମାଗଣା ଟିକାକରଣ କାର୍ୟ୍ୟକ୍ରମ ଚାଲୁ ରହିବ। ଏହି ମୁକ୍ତ ଟିକାକରଣର ଫାଇଦା ଯଥା ସମ୍ଭବ ଅଧିକ ଲୋକେ ପାଆନ୍ତୁ ବୋଲି ସୁନିଶ୍ଚିତ ହେବାକୁ ରାଜ୍ୟମାନଙ୍କୁ ମୋର ଅନୁରୋଧ। ରାଜ୍ୟମାନଙ୍କୁ ସହାୟତା କରିବା ଲାଗି କେନ୍ଦ୍ର ସମସ୍ତ ଶକ୍ତି ଉପଯୋଗ କରୁଛି। କୋଭିଡ୍‌-୧୯ ଯୁଦ୍ଧରେ ଆମ୍ବୁଲାନ୍‌ସ୍‌ ଚାଳକମାନଙ୍କର ଅବଦାନ ବିପୁଳ। ସେମାନଙ୍କ ପ୍ରତି ମ‌ୋର କୃତଜ୍ଞତା ଜ୍ଞାପନ କରୁଛି। କୋଭିଡ୍‌କୁ ପରାଜିତ କରିବା ଲାଗି ଆମେ ବିଶେଷଜ୍ଞ ଏବଂ ବୈଜ୍ଞାନିକ ଉପଦେଶ ଉପରେ ଗୁରୁତ୍ବାରୋପ କରିବା ଉଚିତ  ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । 

Powered by Froala Editor

Tags corona

Related articles Odisha News Lens 4.1

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13915
    Jun 23, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13969
    Jun 23, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14811
    Jun 22, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15552
    Jun 22, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15689
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15043
    Jun 23, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14817
    Jun 22, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13623
    Jun 23, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14996
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14817
    Jun 22, 2026
  • ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14996
    Jun 22, 2026
  • ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    14811
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16941
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17559
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17608
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18005
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14757
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14930
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14798
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15608
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14470
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13782
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14872
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15487
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15237
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13915
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15552
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14996
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In