Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ...

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

Home ›› ››କଂଗ୍ରେସ ଭବନରେ ପୋଲିସ ବର୍ବରତା ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବୀ କଲା କଂଗ୍ରେସ

କଂଗ୍ରେସ ଭବନରେ ପୋଲିସ ବର୍ବରତା ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବୀ କଲା କଂଗ୍ରେସ

2021-12-10 16:47:33
15457
Share:
Facebook
Twitter
E-Mail
WhatsApp
Telegram
କଂଗ୍ରେସ ଭବନରେ ପୋଲିସ ବର୍ବରତା ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବୀ କଲା କଂଗ୍ରେସ

ଭୁବନେଶ୍ୱର -  ରାଜ୍ୟରେ ଗଣତନ୍ତ୍ର ଭୁଷୁଡ଼ି ପଡ଼ିଛି । ନବୀନ ପଟ୍ଟନାୟକ ଶାସନରେ ନାଗରିକର ସାମ୍ବିଧାନିକ ଅଧିକାର ଅପହରଣ କରାଯାଇଛି । ବିଧି ବ୍ୟବସ୍ଥା ପ୍ରତି ଉପହାସ କରାଯାଉଛି । ପୋଲିସ୍କୁ ଦଳୀୟ ବାହିନୀ ଭାବରେ ବ୍ୟବହାର କରି ବିଜେଡ଼ି ସରକାର ବିରୋଧି ଦମନ ଅଭିଯାନ ଆରମ୍ଭ କରିଛି । ଆଜି ରାଜ୍ୟ ଛାତ୍ର କଂଗ୍ରେସ ତରଫରୁ ବିଧାନସଭା ଘେରାଉର ଆହ୍ୱାନ ଦିଆଯାଇଥିଲା ଏବଂ ତଦନୁଯାୟୀ ପ୍ରାୟ ଦଶ ହଜାର ଛାତ୍ର ବନ୍ଧୁମାନେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସି ରାଜଧାନୀ ଠାରେ ସମବେତ ହୋଇଥିଲେ । ମମିତା ମେହେରଙ୍କୁ ନ୍ୟାୟ ଦିଆଯାଉ, ଦାଗୀ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବରଖାସ୍ତ କରାଯାଉ, ତାଙ୍କ ବିରୁଦ୍ଧରେ ହତ୍ୟା ଓ ଷଡ଼ଯନ୍ତ୍ର ଅଭିଯୋଗରେ ମକଦ୍ଦମା ରୁଜୁ କରାଯାଉ ଓ ସମୁଦାୟ ଘଟଣାର ତଦନ୍ତ ମୁଖ୍ୟ ବିଚାରପତିଙ୍କ ତତ୍ୱାବଧାନରେ ସ୍ୱତନ୍ତ୍ର ଅନୁସଂଧାନକାରୀ ଦଳ ଦ୍ୱାରା କରାଯାଉ ଆଦି ନାରାବାଜି ଦେଇ ଛାତ୍ର କଂଗ୍ରେସ କର୍ମୀମାନେ ଲୋୟର ପିଏମଜିର ବିକ୍ଷୋଭ ସ୍ଥଳକୁ ପ୍ରବେଶ କରୁଥିଲେ । ବିକ୍ଷୋଭ ଉଦ୍ଦେଶ୍ୟରେ ଆୟୋଜିତ ସଭାରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ, ବିଧାୟକ ଦଳ ନେତା ଶ୍ରୀ ନରିସଂହ ମିଶ୍ର, କଂଗ୍ରେସ ବିଧାୟକ ବୃନ୍ଦ ଓ ଦଳର ବରିଷ୍ଠ ନେତୃମଣ୍ଡଳୀ ଉପସ୍ଥିତ ରହି ଛାତ୍ରମାନଙ୍କୁ ଉଦ୍ବୋଧନ ଦେଇଥିଲେ ଏବଂ ମମିତା ମେହେରଙ୍କୁ ନ୍ୟାୟ ନ ମିଳିଲା ପର୍ଯ୍ୟନ୍ତ କଂଗ୍ରେସର ଆନ୍ଦୋଳନ ଚାଲୁ ରହିବ ବୋଲି ଚେତାବନୀ ଦେଇଥିଲେ । ଏହାପରେ ଛାତ୍ରମାନେ ଶାନ୍ତିପୂର୍ଣ୍ଣ ଭାବେ ଛାତ୍ର କଂଗ୍ରେସର ଆହ୍ୱାନ ଅନୁସାରେ ବିଧାନସଭା ଘେରାଉ ଉଦ୍ଦେଶ୍ୟରେ ଲୋୟର ପିଏମଜି ରାସ୍ତାରେ ଆଗେଇଥିଲେ । ମାତ୍ର ପୋଲିସ ସେମାନଙ୍କୁ ବାରିକେଡ କରି ଅଟକାଇଥିଲା । ଛାତ୍ରମାନେ କାହିଁକି ବାରିକେଡ କରାଯାଇ ତାଙ୍କୁ ବାରଣ କରାଯାଉଛି ବୋଲି ପୋଲିସକୁ ପ୍ରଶ୍ନ କଲାବେଳେ ପୋଲିସ ହଠାତ ଉତେଜିତ ହୋଇ ଛାତ୍ରମାନଙ୍କ ଉପରେ ଲାଠିମାଡ଼ ଆରମ୍ଭ କରିଦେଇଥିଲା । ତାପରେ ପୋଲିସ ହିଂସ୍ରରୂପ ଧାରଣ କରି ଗୋଡ଼ାଇବା ବାହାନରେ କଂଗ୍ରେସ ଭବନ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଆସି କଂଗ୍ରେସ ଭବନରେ ଶତାଧିକ ସଶସ୍ତ୍ର ପୋଲିସ ପଶି ଅନେକ ନିରୀହ କଂଗ୍ରେସ କର୍ମୀ ଉପରେ ନିସ୍ତୁକ ପ୍ରହାର କରିଥିଲେ ।

ଏହି ଦୁର୍ଭଗ୍ୟଜନକ ଘଟଣା ପରିପ୍ରେକ୍ଷୀରେ ପ୍ରଦେଶ କଂଗ୍ରେସ ତରଫରୁ ତରଫରୁ କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ ଆହୁତ ହୋଇଥିଲା । ଏହି ସାମ୍ବାଦିକ ସମ୍ମିଳନୀରେ ପିସିସି ମିଡ଼ିଆ ବିଭାଗ ଅଧ୍ୟକ୍ଷ ଶ୍ରୀ ଗଣେଶ୍ୱର ବେହେରା, ବରିଷ୍ଠ ବିଧାୟକ ଶ୍ରୀ ତାରା ପ୍ରସାଦ ବାହିନୀପତି ଉଦ୍ବୋଧନ ଦେଇ ନିମ୍ନମତେ ସୂଚନା ଦେଇଥିଲେ ।

*କ)* କଂଗ୍ରେସ ଭବନରେ ପୋଲିସର ପ୍ରବେଶ ଓ ନିରୀହ ଶାନ୍ତିପୂର୍ଣ୍ଣ ଆନ୍ଦୋଳନକାରୀ ଛାତ୍ରମାନଙ୍କ ଉପରେ ପୋଲିସର ଅମାନୁଷିକ ଆକ୍ରମଣକୁ କଠୋର ନିନ୍ଦା କରିଥିଲେ ।

*ଖ)* ଏପରି ବର୍ବରୋଚିତ ଘଟଣା ପାଇଁ ପୋଲିସ କମିଶନର କ୍ଷମାମାଗନ୍ତୁ ବୋଲି ଦାବି କରିଥିଲେ ।

*ଗ)* କଂଗ୍ରେସ ଭବନରେ ପ୍ରବେଶ ଓ ନିରୀହ କଂଗ୍ରେସ କର୍ମୀଙ୍କ ଉପରେ ଆକ୍ରମଣରେ ସଂପୃକ୍ତ ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଥିଲେ ।

*ଘ)* ଆଜିର ଏହି ଦୁର୍ଭାଗ୍ୟଜନକ ତଥା ଦୁଃଖଦାୟକ ପୋଲିସର ମାତ୍ରାଧିକ କାର୍ଯ୍ୟକଳାପର ବିଚାର ବିଭାଗୀୟ ତଦନ୍ତ ଦାବି କରାଯାଇଥିଲା ।

*ଙ)* ବରିଷ୍ଠ କଂଗ୍ରେସ ନେତା ଶ୍ରୀ ତାରା ପ୍ରସାଦ ବାହିନୀପତି ବିଧାନ ସଭାରେ ଅଚଳାବସ୍ଥା ପାଇଁ ସରକାରଙ୍କୁ ଦାୟୀ କରିଥିଲେ ଓ ମୁଖ୍ୟମନ୍ତ୍ରୀ ବିଧନାସଭାକୁ ମର୍ଯ୍ୟାଦା ପ୍ରଦାନ କରୁନାହାନ୍ତି ବୋଲି ଅଭିଯୋଗ କରିଥିଲେ ।

କଂଗ୍ରେସର ଏହି ସାମ୍ବାଦିକ ସମ୍ମିଳନୀରେ ବିଧାୟକ ଶ୍ରୀ  ରମେଶ ଚନ୍ଦ୍ର ଜେନା,ପିସିସି ମୁଖପାତ୍ର ସୁଦର୍ଶନ ଦାଶ ଓ ଜାତୀୟ ଛାତ୍ର କଂଗ୍ରେସ ସମ୍ପାଦିକା ତଥା ରାଜ୍ୟ ଛାତ୍ର କଂଗ୍ରେସ ପ୍ରଭାରୀ  ସୁଶ୍ରୀ ଅନୁଲେଖା ବୋଷା ଉପସ୍ଥିତ ଥିଲେ ।

Powered by Froala Editor

Tags Congress , Inc , Odisha congress

Related articles Odisha News Lens 4.1

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15198
    Apr 29, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ
    ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13776
    Apr 30, 2026
  • ଏପରି ନିଅନ୍ତୁ ନିଜର ଯତ୍ନ
    ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13572
    May 01, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ  !୨୫୦ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14636
    Apr 29, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15559
    Apr 30, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14377
    Apr 30, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15394
    Apr 30, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13574
    Apr 30, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15364
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15559
    Apr 30, 2026
  • ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14636
    Apr 29, 2026
  • ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13572
    May 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17447
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17499
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17856
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16327
    Apr 03, 2021

ବିଶେଷ

  • ଏପରି ନିଅନ୍ତୁ ନିଜର ଯତ୍ନ

    13572
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13776
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16010
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15956
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14572
    Apr 25, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15366
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15101
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15596
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13906
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14377
    Apr 30, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13574
    Apr 30, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15559
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In