Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ...

ବିଶେଷ
Home ›› ବିଶେଷ ››ଓଠ ଫାଟୁଥିଲେ ବ୍ୟବହାର କରନ୍ତୁ ଏହି ଲିପ୍ ବାମ୍

ଓଠ ଫାଟୁଥିଲେ ବ୍ୟବହାର କରନ୍ତୁ ଏହି ଲିପ୍ ବାମ୍

2021-12-11 19:54:03
14749
Share:
Facebook
Twitter
E-Mail
WhatsApp
Telegram
ଓଠ ଫାଟୁଥିଲେ ବ୍ୟବହାର କରନ୍ତୁ ଏହି ଲିପ୍ ବାମ୍


ଶୀତଦିନ ଆସିଲେ ସାଧାରଣଃ ଚିନ୍ତା ପଡ଼ିଯାଏ ନିଜ ତ୍ୱଚା କୁ ନେଇକି, ଏହି ଦିନରେ ଏକ ବଡ଼ ସମସ୍ୟା ହେଉଛି ଫଟା ଓଠର ଯନ୍ତ୍ରଣା । ଶୀତ ଦିନରେ ସ୍କିନ ଶୁଷ୍କତା ଯୋଗୁଁ ପ୍ରାୟ ଲୋକଙ୍କର ଏହି ସମସ୍ୟା ଦେଖାଦେବା ସଙ୍ଗେ ଓଠରୁ ରକ୍ତ ମଧ୍ୟ ବାହାରେ ।

ଏହି ସମସ୍ୟାରୁ ରକ୍ଷା ପାଇବା ପାଇଁ ପ୍ରାକୃତିକ ଗୁଣରେ ଭରପୁର ହଳଦୀ ଯୁକ୍ତ ଲିପ୍ବାମ୍ ବହୁତ ଉପକାରୀ । ହଳଦୀ ଖାଦ୍ୟର ସ୍ୱାଦ,ରଙ୍ଗ ବଢ଼ାଇବା ସହିତ, ଉଭୟ ସ୍ୱାସ୍ଥ୍ୟ ଏବଂ ତ୍ୱଚା ପାଇଁ ମଧ୍ୟ ବେଶ୍ ଲାଭଦାୟକ । ହଳଦୀରେ ଥିବା ଆଣ୍ଟି-ବ୍ୟାକ୍ଟେରିଆଲ ଗୁଣ, ତ୍ୱଚା ପାଇଁ ଉପକାରୀ । ପୁରୁଣା ଯୁଗକୁ ଆରମ୍ଭ କରି ଆଜି ଯାଏ, ସୁନ୍ଦରତା ପାଇଁ ହଳଦୀର ବ୍ୟବହାର ହୋଇ ଆସୁଛି । ଠିକ୍ ସେମିତି ଚେହେରା ଭଳି, ଓଠ ପାଇଁ ମଧ୍ୟ ବେଶ ଉପକାରୀ ହଳଦୀ । ତେବେ ଆସନ୍ତୁ ଜାଣିବା ସୁନ୍ଦର ଏବଂ କମୋଳ ଓଠ ପାଇଁ ଘରେ ପ୍ରସ୍ତୁତ ହଳଦୀ ଲିପ୍ବାମ୍ ପ୍ରସ୍ତୁତି ଏବଂ ଏହାର ଫାଇଦା ବିଷୟରେ ।

ଖାସକରି ଶୀତ ଦିନରେ ଓଠ ଫାଟିବା ସମସ୍ୟା ଅଧିକ ଦେଖା ଦେଇଥାଏ । ଏଥିପାଇଁ ବଜାରରେ ମିଳୁଥିବା ବିଭିନ୍ନ କେମିକାଲ୍ ଯୁକ୍ତ ଲିପ୍ ବାମ୍ ଲୋକେ ବ୍ୟବହାର କରନ୍ତି । କିନ୍ତୁ ଘରେ ପ୍ରସ୍ତୁତ ହଳଦୀ ଲିପ୍ବାମ୍ ଓଠ ପାଇଁ ବେଶ ଉପଯୋଗୀ । ଏଥିପାଇଁ ଏକ ପାତ୍ରରେ କିଛି ହଳଦୀ ପାଉଡ଼ର ନେଇ,ସେଥିରେ ମହୁ, ଗ୍ଲିସେରିନ ଏବଂ ପେଟ୍ରୋଲିୟମ ଜେଲି ମିଶାଇ ଭଲଭାବେ ମିକ୍ସ କରିବେ । ଏହାପରେ ସେଥିରେ ଅଲିଭ ଅଏଲ ମିଶାଇ ପୁଣି ଭଲ ଭାବେ ଫେଣ୍ଟିବେ । ଏହାପରେ ତାକୁ ଏକ ଡ଼ବାରେ ପୁରାଇ, ଫ୍ରିଜରେ ୪ରୁ ୫ ଘଣ୍ଟା ଯାଏ ରଖିବେ । ତାପରେ ଫ୍ରିଜରୁ କାଢ଼ିବେ । ପ୍ରସ୍ତୁତ ହୋଇଗଲା ହଳଦୀ ଲିପ୍ବାମ୍ । 

ଏବେ ନଜର ପକାଇବା ଏହାର ଫାଇଦା ସମ୍ପର୍କରେ-

ଶୀତଦିନରେ ଏହି ଲିପ୍ବାମ୍ କୁ ନିୟମିତ ଓଠରେ ଲଗାଇବା ଦ୍ୱାରା, ଓଠ କୋମଳ ହେବା ସହିତ, ଓଠକୁ ଫାଟିବାକୁ ଦେଇ ନଥାଏ । ଏବଂ ଓଠରେ ପ୍ରାକୃତିକ ଚମକ ଆଣେ ।

Powered by Froala Editor

Tags Lip care

Related articles Odisha News Lens 4.1

  •  କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…
    ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14225
    Jun 13, 2025
  • କେଶ ଝଡ଼ିବା କମାଇବ ଯୋଗ
    ବିଶେଷ

    କେଶ ଝଡ଼ିବା କମାଇବ ଯୋଗ

    14178
    Jun 13, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ
    ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15594
    Jun 13, 2025
  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ
    ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    14079
    Jun 12, 2025
  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    15166
    Jun 12, 2025
  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13659
    Jun 13, 2025
  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍
    ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14570
    Jun 12, 2025
  • ହିମାଳୟ  ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ
    ବାଣିଜ୍ୟ

    ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    14851
    Jun 14, 2025
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା
    ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14438
    Jun 13, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15594
    Jun 13, 2025
  • ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14225
    Jun 13, 2025
  • ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    14009
    Jun 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16963
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15489
    Apr 03, 2021

ବିଶେଷ

  • କେଶ ଝଡ଼ିବା କମାଇବ ଯୋଗ

    14178
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14226
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15407
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14936
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14193
    Jun 10, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14480
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15702
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16329
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14031
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15594
    Jun 13, 2025
  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    15166
    Jun 12, 2025
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14438
    Jun 13, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In