Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ...

  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ ...

  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ...

  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ...

  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ...

ବିଶେଷ
Home ›› ବିଶେଷ ›› ଶରୀରରେ ରକ୍ତ ବଢ଼ାଇଥାଏ ଏହି ୫ ସୁପରଫୁଡ୍

ଶରୀରରେ ରକ୍ତ ବଢ଼ାଇଥାଏ ଏହି ୫ ସୁପରଫୁଡ୍

2021-12-11 20:04:38
15494
Share:
Facebook
Twitter
E-Mail
WhatsApp
Telegram
 ଶରୀରରେ ରକ୍ତ ବଢ଼ାଇଥାଏ ଏହି ୫ ସୁପରଫୁଡ୍

ଶରୀରରେ ରକ୍ତ ଅଭାବ ହେତୁ ଅତ୍ୟଧିକ ଥକ୍କା, ଦୁର୍ବଳତା, ମୁଣ୍ଡବିନ୍ଧା ଏବଂ ମୁଣ୍ଡ ବୁଲାଇବା ଭଳି ଲକ୍ଷଣ ଦେଖାଯାଏ । ଯଦି ଆପଣଙ୍କ ଶରୀରରେ ମଧ୍ୟ ରକ୍ତ ଅଭାବ ଥାଏ, ତେବେ କିଛି ଖାଦ୍ୟ ଖାଇବା ଦ୍ୱାରା ଏହି ଅଭାବ ପୂରଣ ହୋଇପାରେ । ଆସନ୍ତୁ ଜାଣିବା ଖାଦ୍ୟ ବିଷୟରେ ଯାହା ଶରୀରରେ ରକ୍ତ ବଢ଼ାଇଥାଏ-

ବିଟ୍‌ :
ଶରୀରରେ ରକ୍ତ ପରିମାଣ ବଢ଼ାଇବାରେ ବିଟ୍ର ସାହାଯ୍ୟକାରୀ । ଏଥିରେ ଅଧିକ ପରିମାଣର ଆଇରନ ଥାଏ ଜ୍ଝ ଶରୀରକୁ ଡିଟକ୍ସିଫାଇ କରିବା ବ୍ୟତୀତ ଏହା ହିମୋଗ୍ଲୋବିନର ପରିମାଣ ମଧ୍ୟ ବଢ଼ାଇଥାଏ।

ସେଓ :
କୁହାଯାଏ ଦିନକୁ ଗୋଟିଏ ଆପଲ୍ ଆପଣଙ୍କୁ ରୋଗରୁ ଦୂରେଇ ରଖିବ । ସୁସ୍ଥ ରଖିବା ବ୍ୟତୀତ ଶରୀରରେ ରକ୍ତ ଅଭାବକୁ ପୂରଣ କରିବାରେ ମଧ୍ୟ ସହାୟକ ହୋଇଥାଏ । ଏହା ଶରୀରରେ ହିମୋଗ୍ଲୋବିନ ବୃଦ୍ଧି କରାଇଥାଏ।

ଡାଳିମ୍ବ :
ଡାଳିମ୍ବରେ କ୍ୟାଲସିୟମ୍, ସୋଡିୟମ୍, ମ୍ୟାଗ୍ନେସିୟମ୍, ପୋଟାସିୟମ୍, ଆଇରନ୍ ଏବଂ ଭିଟାମିନ୍ ପରି ପୋଷକ ତତ୍ତ୍ୱ ଭରପୂର ଅଟେ । ଡାଳିମ୍ବ ଶରୀରରେ ରକ୍ତ ପରିମାଣ ବଢ଼ାଇବାରେ ଅତ୍ୟନ୍ତ ଲାଭଦାୟକ ବୋଲି ବିବେଚନା କରାଯାଏ ।

ଡ୍ରାଏ ଫ୍ରୁଟ୍ସ :  
ଡ୍ରାଏ ଫ୍ରୁଟ୍ସ ଯେପରିକି ଖଜୁରୀ, ବାଦାମ, ଅଖରୋଟ ଇତ୍ୟାଦି ଆଇରନରେ ଭରପୂର ମାତ୍ରାରେ ଥାଏ। ଏହାକୁ  ଖାଇବା ଦ୍ବାରା ରକ୍ତରେ ଲାଲ ରକ୍ତ କଣିକା ଶୀଘ୍ର ବଢ଼ିଥାଏ ।

ପାଳଙ୍ଗ :
ଯଦି ଆପଣଙ୍କ ଶରୀରରେ ରକ୍ତ ଅଭାବ ଥାଏ, ତେବେ ଆପଣ ନିଶ୍ଚିତ ଭାବରେ ଆପଣଙ୍କ ଖାଦ୍ୟରେ ପାଳଙ୍ଗ ଶାଗ ଅନ୍ତର୍ଭୁକ୍ତ କରିପାରିବେ। ପାଳଙ୍ଗରେ ଆଇରନ ଭରପୂର ମାତ୍ରାରେ ଥାଏ।

Powered by Froala Editor

Tags Blood

Related articles Odisha News Lens 4.1

  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍
    ଦେଶ-ଦେଶାନ୍ତର

    ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15350
    Jul 29, 2026
  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

    15060
    Jul 30, 2026
  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ
    ଅପରାଧ

    ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ

    13613
    Jul 30, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...

    13625
    Jul 29, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    13713
    Jul 30, 2026
  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍
    ଦେଶ-ଦେଶାନ୍ତର

    ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    14016
    Jul 29, 2026
  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14607
    Jul 29, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    14996
    Jul 30, 2026
  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍
    ଦେଶ-ଦେଶାନ୍ତର

    ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

    14241
    Jul 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

    15060
    Jul 30, 2026
  • ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14607
    Jul 29, 2026
  • ଦେଶ-ଦେଶାନ୍ତର

    ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    14016
    Jul 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17006
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17610
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17663
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18062
    Sep 06, 2023

ବିଶେଷ

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14087
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15742
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15795
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15447
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16106
    Jul 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

ଭୁବନେଶ୍ୱର, ୨୮/୦୭/୨୦୨୬ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ଏହାର ସହାୟତା ପଦକ୍ଷେପକୁ ବ୍ୟାପକ କରିଛି, ଯାହା ସମାବେଶୀ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14829
    Jul 28, 2026
  • ଫିକା ପଡିବ ସୁନାର ଚମକ

    14125
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15759
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15939
    Jul 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ

    14304
    Jul 30, 2026
  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

    15060
    Jul 30, 2026
  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    14016
    Jul 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In