Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ...

  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ...

  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ...

  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ...

  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ...

  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି ...

  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

  • ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ...

  • ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ

  • ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ...

ରାଜନୀତି
Home ›› ରାଜନୀତି ››କଂଗ୍ରେସ ଭବନରେ ପୋଲିସର ଆକ୍ରମଣ ନିନ୍ଦନୀୟ , ଦୋଷୀ ପୋଲିସ ଅଫିସରଙ୍କ ବିରୁଦ୍ଧରେ ହତ୍ୟା ଉଦ୍ୟମ ମାମଲା ପାଇଁ କଂଗ୍ରେସର ଦାବି

କଂଗ୍ରେସ ଭବନରେ ପୋଲିସର ଆକ୍ରମଣ ନିନ୍ଦନୀୟ , ଦୋଷୀ ପୋଲିସ ଅଫିସରଙ୍କ ବିରୁଦ୍ଧରେ ହତ୍ୟା ଉଦ୍ୟମ ମାମଲା ପାଇଁ କଂଗ୍ରେସର ଦାବି

2021-12-12 03:28:55
15262
Share:
Facebook
Twitter
E-Mail
WhatsApp
Telegram
କଂଗ୍ରେସ ଭବନରେ ପୋଲିସର ଆକ୍ରମଣ ନିନ୍ଦନୀୟ , ଦୋଷୀ ପୋଲିସ ଅଫିସରଙ୍କ ବିରୁଦ୍ଧରେ ହତ୍ୟା ଉଦ୍ୟମ ମାମଲା ପାଇଁ କଂଗ୍ରେସର ଦାବି

ଭୁବନେଶ୍ୱର -  ମମିତା ମେହେର ହତ୍ୟାକାଣ୍ଡରେ ସଂପୃକ୍ତ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଓ ଗିରଫ ସହ ହାଇକୋର୍ଟଙ୍କ ତତ୍ୱାବଧାନରେ ଏସଆଇଟି ତଦନ୍ତ ଦାବିରେ ଗତକାଲି ଛାତ୍ର କଂଗ୍ରେସ ବିଧାନସଭା ଘେରାଉ କରିଥିଲା । ଛାତ୍ର କଂଗ୍ରେସର ଏହି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଉପରେ ପୋଲିସ ମାତ୍ରାଧିକ ଦାଦାଗିରି କରିଛି । ପୋଲିସ କଂଗ୍ରେସ ଭବନରେ ପସି ଛାତ୍ର କଂଗ୍ରେସ କର୍ମୀମାନଙ୍କୁ ମରଣାନ୍ତକ ଆକ୍ରମଣ ନିନ୍ଦନୀୟ । ଘଟଣା ଉପରେ ବିଚାର ବିଭାଗୀୟ ଏବଂ ପ୍ରଶାସନିକ ତଦନ୍ତ  ସହ ଦୋଷୀ ପୋଲିସ୍ ଅଫିସରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଭଳି ସଙ୍ଗୀନ ଅପରାଧିକ ମାମଲା କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛି କଂଗ୍ରେସ । ନହେଲେ ଆଗାମୀ ଦିନରେ ପୁଞ୍ଜିଭୂତ ଅସନ୍ତୋଷ ଯଦି ଉଗ୍ରରୂପ ନିଏ ତାହାହେଲେ ପୋଲିସ୍ ଅଫିସର ଓ ରାଜ୍ୟ ସରକାର ସଂପୂର୍ଣ୍ଣ ଦାୟୀ ରହିବେ ବୋଲି ସ୍ପଷ୍ଟ ଚେତାବନୀ ଦେଇଛି କଂଗ୍ରେସ । 

କଂଗ୍ରେସ ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ କହିଲେ ଯେ ୨୧ବର୍ଷ ଧରି ଶାସନ କରୁଥିବା ମୁଖ୍ୟମନ୍ତ୍ରୀ ସବୁବେଳେ କୁହନ୍ତି ଆଇନ ତା ବାଟରେ ଯିବ । ଆଇନର ତଦନ୍ତକୁ ବାଟଣା କରି ସରକାରର ଗୃହମନ୍ତ୍ରୀଙ୍କୁ ସୁରକ୍ଷା ଦେବା ପ୍ରତିବାଦରେ ଛାତ୍ର କଂଗ୍ରେସର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ସାମିଲ ଛାତ୍ର କଂଗ୍ରେସ କାର୍ଯ୍ୟକର୍ତାଙ୍କୁ ପୋଲିସର ଆକ୍ରମଣ ନିନ୍ଦନୀୟ । ପୁନଶ୍ଚ ପୋଲିସ ନିଜର ସୀମା ଅତିକ୍ରମ କରି କଂଗ୍ରେସ ଭବନରେ       ପଶି ଆକ୍ରମଣ କରିବା ଦଣ୍ଡନୀୟ ଅପରାଧ । ସ୍ୱାଧୀନତା ଆନ୍ଦୋଳନ ବେଳେ କଂଗ୍ରେସର ଲକ୍ଷ ଲକ୍ଷ କାର୍ଯ୍ୟକର୍ତା ବ୍ରିଟିଶ ପୋଲିସର ଗୁଳିକୁ ଡରିନଥିଲେ ଓ ସ୍ୱାଧୀନତା ଆଣିଥିଲେ । ଏବେ ପୋଲିସର ଲାଠିମାଡ଼କୁ ଡରିବେ ନାହିଁ ବରଂ ଆନ୍ଦୋଳନ ଆହୁରୀ ତୀବ୍ର ହେବା ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ । 

କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ନରସିଂହ ମିଶ୍ର କହିଲେ ପୋଲିସ ଗାଡ଼ି ପୋଡ଼ା ଉଦ୍ୟମ ସଂପୂର୍ଣ୍ଣ ମନଗଢ଼ା କାହାଣି । ପୋଲିସ ଭାବେ ଅଭିଯୁକ୍ତ ଘରେ ଗଞ୍ଜେଇ ଲୁଚେଇ ରଖେ ଓ ପରବର୍ତୀ ସମୟରେ ଗଞ୍ଜେଇ ଜବତ କରିବାର ମାମଲା କରେ ଏଭଳି ଅନେକ ଉଦାହରଣ ମୋର ଉକିଲାତି ଜୀବନରେ ଦେଖିଛି । ପୋଲିସ ଗାଡ଼ି ତଳେ ପୋଲିସ ନିଆଁ ଲଗାଇବା ଓ ଲିଭାଇବା ପୋଲିସର ମନଗଢ଼ା କାହାଣୀର ଏକ ଅଂଶବିଶେଷ । ଛାତ୍ର କଂଗ୍ରେସର କାର୍ଯ୍ୟକ୍ରମ ସଭା ସରିବା ପୂର୍ବରୁ ପୋଲିସ ଛାତ୍ର କଂଗ୍ରେସର କର୍ମକର୍ତାମାନଙ୍କୁ ଲାଠି ମାଡ଼ କରିଥିଲା । ମୁଁ ସଭାରେ ଯୋଗଦାନ କହିଥିଲି ଆମର ଆନ୍ଦୋଳନ ଶାନ୍ତିପୂର୍ଣ୍ଣ ଓ ସଂପୂର୍ଣ୍ଣ ଗଣତାନ୍ତ୍ରିକ ପ୍ରକିୟାରେ ଚାଲିବ । ଯଦି ଭିଡ଼ ଅନିୟନ୍ତ୍ରିତ ହେଲା ଆଇନର ବିଭିନ୍ନ ପ୍ରକ୍ରିୟା ଅନୁଯାୟୀ ଭିଡ଼କୁ ବେଆଇନ ଘୋଷଣା କରିଥାନ୍ତେ । ସମସ୍ତେ ସ୍ଥାନ ଛାଡ଼ି ଚାଲିଯିବାକୁ କାନକୁ ଶୁଭିଲା ଭଳିଆ ଡାକବାଜି ଯନ୍ତ୍ରଦ୍ୱାରା ଅନୁରୋଧ କରିଥାନ୍ତେି । ତାପରେ ପାଣି ମାଡ଼ କରାଯାଇଥ।।ନ୍ତା ତାପରେ ଘଉଡ଼ାଇବା ପାଇଁ ଲାଠି ଉଠେଇ ଡରେଇ ଥାନ୍ତେ । ସେଥିରେ ଯଦି ଆନ୍ଦୋଳନକାରୀଙ୍କୁ ଆୟତ କରିପାରି ନଥାନ୍ତେ ତେବେ ଆନ୍ଦୋଳନକାରୀଙ୍କ ଅଂଟାତଳକୁ  ମୃଦୁ ଲାଠି ଚାଳନା କରାଯାଇଥାନ୍ତା । କିନ୍ତୁ ଗତକାଲି ହେବଆଇନ ଭାବେ ଛାତ୍ର କଂଗ୍ରେସ କାର୍ଯ୍ୟକର୍ତା ଓ ସାଧାରଣ ଜନତାଙ୍କୁ ମଣ୍ଡ ଉପରେ ଲାଠି ମାଡ଼ କରିବା ଦଣ୍ଡନୀୟ ଅପରାଧ । ପୁନଶ୍ଚ ଅପରାଧିକ ମନୋବୃତି ରଖି କଂଗ୍ରେସ ଭବନରେ ଅନୁ ପ୍ରବେଶ କରି ମହିଳା ଏବଂ ଛାତ୍ର କଂଗ୍ରେସ କର୍ମୀଙ୍କୁ ଆକ୍ରମଣ  ଓ ଭଙ୍ଗାରୁଜା କରିବା ଗଣତନ୍ତ୍ର ରାଷ୍ଟ୍ରରେ ଲଜ୍ଜାଜନକ ଘଟଣା । ଦୋଷୀ ପୋଲିସ୍ ଅଫିସରଙ୍କ ବିରୋଧରେ ବେଆଇନ ଅନୁପ୍ରବେଶ ଓ ହତ୍ୟା ଉଦ୍ୟମ ଭଳି ସଂଗୀନ ଦଫାରେ କେସ ରୁଜୁ କରିବାକୁ ଦାବି କରୁଛି । ଅନ୍ୟଥା ପରିସ୍ଥିତି ଭୟାବହ ହେବ । ଶ୍ରୀ ମିଶ୍ର କହିଥିଲେ ଯେ ଅଣ୍ଡମାଡ଼ ଅପରାଧ ନୁହେଁ । ଓଡ଼ିଶା ହାଇକୋର୍ଟ ଲେଙ୍ଗୁ ମିଶ୍ର ବନାମ ଓଡ଼ିଶା ସରକାର ମାମଲାର ରାୟ ପରିପ୍ରେକ୍ଷୀରେ କୌଣସି ଛାତ୍ର କଂଗ୍ରେସ କାର୍ଯ୍ୟକର୍ତାଙ୍କୁ ଅଣ୍ଡାମାଡ଼ ଅଭିଯୋଗ ଉପରେ ପୋଲିସ୍ କୌଣସି କାର୍ଯ୍ୟାନୁଷ୍ଠାନ ନେଇପାରିବ ନାହିଁ । ବିରେନ ମିତ୍ର ମୁଖ୍ୟମନ୍ତ୍ରୀ ଥିବା ବେଳେ ହୋଇଥିବା ଛାତ୍ର ଆନ୍ଦୋଳଙ୍କୁ ସ୍ମରଣ କରି ଶ୍ରୀ ମିଶ୍ର କହିଲେ ଛାତ୍ରମାନେ ବିଧାନସଭା କୋଠାକୁ ପୋଡ଼ି ଦେଉଥିଲେ । କିନ୍ତୁ ସୋ ପୋଲିସକୁ ଫାଇରିଙ୍ଗ ଅର୍ଡର ଦେଇନଥିଲେ ସେ କହିଥିଲେ କୋଠା ଭାଙ୍ଗିଲେ ତିଆରି କରାଯାଇ ପାରିବ କିନ୍ତୁ କୌଣସି ଛାତ୍ର ମଲେ ପୁନଃଜୀବନ ଦିଆଯାଇ ପାରିବ ନାହିଁ ।  ବିଜୁ ପଟ୍ଟନାୟକ ଉପରେ ସଚିବାଳୟରେ ଆକ୍ରମଣ ହେଲା କିନ୍ତୁ ବିଜ ପଟ୍ଟନାୟକ କହିଲେ ଗୁଳି ମୋ ପକେଟରେ ବନ୍ଧୁକ ପୋଲିସ ହାତରେ ଏସବୁ ଜଣେ ଜଣେ ରାଜନେତାଙ୍କ ଗୁଣବତାର ପରିଚୟ । ନବୀନ ବାବୁ ତାଙ୍କ ପୁଅ ହିସାବରେ ଅନ୍ତତ କିଛି ଶିକ୍ଷାଲାଭ କରନ୍ତୁ ବୋଲି ଶ୍ରୀ ମିଶ୍ର କହିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ପିସିସି ଗଣମାଧ୍ୟମ ଅଧ୍ୟକ୍ଷ ଶ୍ରୀ ଗଣେଶ୍ୱର ବେହେରା, ପିସିସି ଉପସଭାପତି ଶ୍ରୀ ଶିବାନନ୍ଦ ରାୟ, ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଶ୍ରୀ ୟାସିର ନୱାଜଙ୍କ ସମେତ ଗତ କାଲି ପୋଲିସ ମାଡ଼ରେ ଆହତ କିଛି ଛାତ୍ର ନେତା ଉପସ୍ଥିତ ଥିଲେ ।

Powered by Froala Editor

Tags INC , Congress , Odisha Congress

Related articles Odisha News Lens 4.1

  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର
    ଅପରାଧ

    ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13804
    Aug 31, 2026
  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’
    ଦେଶ-ଦେଶାନ୍ତର

    IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’

    14170
    Aug 31, 2026
  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ
    ମନୋରଞ୍ଜନ

    ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14043
    Aug 31, 2026
  •  ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ପାଇଲା ...
    ଦେଶ-ଦେଶାନ୍ତର

    ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ପାଇଲା ...

    13599
    Aug 30, 2026
  • ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ଲକ୍ଷ ଟଙ୍କା ଲୁଟ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ଲକ୍ଷ ଟଙ୍କା ଲୁଟ

    13665
    Aug 30, 2026
  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ  ଫସି ରହିଛନ୍ତି ୯୦୦ ଶ୍ରମିକ
    ଦେଶ-ଦେଶାନ୍ତର

    ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15161
    Aug 31, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ
    ବିଶେଷ

    କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13790
    Aug 31, 2026
  • ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ

    14953
    Aug 30, 2026
  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ
    ଅପରାଧ

    କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

    15111
    Aug 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15161
    Aug 31, 2026
  • ଅପରାଧ

    କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

    15111
    Aug 31, 2026
  • ଦେଶ-ଦେଶାନ୍ତର

    ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15476
    Aug 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17060
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17699
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17732
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18130
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13790
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14462
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14629
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13967
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15357
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14458
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15986
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14022
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14291
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15476
    Aug 31, 2026
  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’

    14170
    Aug 31, 2026
  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

    15111
    Aug 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In