Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ...

  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ...

  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ...

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ...

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

ବିଶେଷ
Home ›› ବିଶେଷ ››ଭିଟାମିନ୍‌ରେ ଭରପୁର ନଡ଼ିଆ ଓ ପଇଡ଼

ଭିଟାମିନ୍‌ରେ ଭରପୁର ନଡ଼ିଆ ଓ ପଇଡ଼

2021-12-13 19:49:17
14802
Share:
Facebook
Twitter
E-Mail
WhatsApp
Telegram
ଭିଟାମିନ୍‌ରେ ଭରପୁର ନଡ଼ିଆ ଓ ପଇଡ଼

ଦେହକୁ ହିତ ନଡ଼ିଆ ଓ ପଇଡ଼ ଭିଟାମିନ୍‌ରେ ଭରପୁର । ନଡ଼ିଆ ଭିତରେ ଥିବା ଧଳା ରଙ୍ଗର ଶସ ଯେତେକି ସୁସ୍ୱାଦୁ, ସେତିକି ପୁଷ୍ଟିବର୍ଦ୍ଧକ । ସେହିପରି ନଡ଼ିଆର ପାଣି ମଧ୍ୟ ଭିଟାମିନ୍‌ରେ ଭରପୂର । ପଇଡକୁ ବିଶେଷ ଭାବେ ପଥିକମାନେ ଖାଦ୍ୟ ଓ ପାନୀୟ ଭାବେ ଗ୍ରହଣ କରିଥାନ୍ତି । ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ପାଶ୍ୱର୍ ଥିବା ପଇଡ ଓ ନଡ଼ିଆ ଦୋକାନରୁ ଏହା ବେଶ ପରିଲକ୍ଷିତ । ଶୁଖିଲା ନଡ଼ିଆକୁ ରୋଷେଇରେ ବ୍ୟବହାର କରାଯାଲ ।

ଖେଚେଡି, ଡାଲେମା, ଶାଗ, ଖଟା, ବେସର, ମହୁର, ପୋଟଳ ରସା ପ୍ରଭୃତିରେ ନଡ଼ିଆର ଉପଯୋଗ ହୋଥାଏ । ସୁସ୍ୱାଦୁ ନଡ଼ିଆ ରସ ସହ ପିଠା ଖାଇବାକୁ ଖୁବ୍‌ ଲାଗେ । ନଡ଼ିଆ ଓ ଗୁଡ ପୂର ଦେଇ ଭଳିକିଭଳି ପିଠା ମଧ୍ୟ ପ୍ରତ୍ୟେକଙ୍କ ଘରେ ପର୍ବପର୍ବାଣୀ ସମୟରେ ହୋଇଥାଏ ।  ରାଶି ଓ ନଡ଼ିଆରେ ଲଢ଼ୁ ପ୍ରସ୍ତୁତ ହୋଇଥାଏ । ନଡ଼ିଆରେ ଖାଦ୍ୟସାର ବିଶେଷ ଭାବେ ପୃଷ୍ଟିସାର, ଶ୍ୱେତସାର, ସ୍ନେହସାର, ଭିଟାମିନ୍‌ ଏ, ବି,ସି, ଇ ଏବଂ ଅନେକ ଧାତବ ଲବଣ ଭରପୂର ରହିଛି । ପଇଡ ପାଣିରେ ରକ୍ତ ପ୍ରବାହକୁ ସ୍ୱଚ୍ଛ କରିବା ଓ କିଡ୍‌ନୀ ପରିଷ୍କାର କରିବାରେ ବେଶ
ସାହାଯ୍ୟକାରୀ । ତେଣୁ ଡାକ୍ତରମାନେ ରୋଗୀଙ୍କୁ ପଇଡ ପିଇବାକୁ ପରାମର୍ଶ ଦେଇଥାନ୍ତି । ନଡ଼ିଆ ତାଡ଼ି ଓ ତେଲ ଖଜୁରୀ ରସ ପରି ନଡ଼ିଆ ଗଛରୁ ମଧ୍ୟ ରସ ବା ତାଡି ସଂଗ୍ରହ କରାଯାଏ । ଏହି ରସ ଫୁଲ ଆସୁଥିବା କାନ୍ଧରୁ ସଂଗ୍ରହ କରାଯାଏ । ଗୋଟିଏ କାନ୍ଧିରୁ ପ୍ରାୟ ୧୮ ଲିଟର ତାଡି ଗୋଟିଏ ମାସ ଭିତରେ ସଂଗ୍ରହ କରାଯାଇଥାଏ । ଅଧିକ ଫଳନ୍ତି ଗଛରୁ ମାସକ ଭିତରେ ୪୦-୫୦ ଲିଟର ତାଡି ସଂଗ୍ରହ କରାଯାଇଥାଏ । ବାଙ୍ଗରା ଗଛଗୁଡ଼ିକ ଏଥିନିମନ୍ତେ ଅଧିକ ଉପଯୋଗୀ ହୋଇଥାନ୍ତି । ସେହିପରି ନଡ଼ିଆ ଗଛର କନ୍ଦ ମଧ୍ୟ ବେଶ ସ୍ୱାଦିଷ୍ଟ । ଗଛକୁ ସମ୍ପୂର୍ଣ୍ଣ କାଟିବା ବେଳେ ଏହି କନ୍ଦକୁ ବାହାର କରି ଲୋକେ ଖାଇଥାନ୍ତି ।
ଖାଦ୍ୟପ୍ରସ୍ତୁତିରେ ନଡ଼ିଆ ତେଲ ବହୁଳ ବ୍ୟବହାର ହୋଇଥାଏ । ସ୍ନେହସାରରେ ଭରପୂର ଏହି ତେଲକୁ ତରକାରୀ ଛୁଙ୍କ କରିବାରେ ବ୍ୟବହାର କରାଯାଏ । ଠାକୁରଙ୍କ ଆଗରେ ତେଲରେ ଦୀପ ବସିଥାଏ । ନଡ଼ିଆ ତେଲ ଦେହରେ ଲଗାଇବାରେ ବ୍ୟବହାର ହୋଇଥାଏ । ନଡ଼ିଆ ତେଲକୁ
କେଶ ଓ ଦେହରେ ମାଲିସ୍‌ କରାଯାଏ । ଯାହା ବ୍ୟକ୍ତିକୁ ସୁସ୍ଥ ଓ ସୁନ୍ଦର କେଶ ଦେଇଥାଏ ।

Powered by Froala Editor

Tags Coconut

Related articles Odisha News Lens 4.1

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14796
    Jul 11, 2026
  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ
    ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14183
    Jul 12, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15270
    Jul 12, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି
    ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13945
    Jul 11, 2026
  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15092
    Jul 12, 2026
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ
    ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14092
    Jul 12, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14489
    Jul 12, 2026
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15438
    Jul 12, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ
    ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14251
    Jul 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13945
    Jul 11, 2026
  • ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15092
    Jul 12, 2026
  • ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13577
    Jul 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16972
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17584
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17638
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18038
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14251
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14748
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15553
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15662
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15475
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15843
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15710
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13817
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14937
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13945
    Jul 11, 2026
  • ତାଜ ହୋଟେଲକୁ ବୋମା ଧମକ

    15092
    Jul 12, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15270
    Jul 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In