Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ...

ବିଶେଷ
Home ›› ବିଶେଷ ››ଏହିସବୁ ଖାଦ୍ୟକୁ ଦୁଇ ଥର ଗରମ କରି ଖାଇବା ଶରୀର ପାଇଁ କ୍ଷତିକାରକ

ଏହିସବୁ ଖାଦ୍ୟକୁ ଦୁଇ ଥର ଗରମ କରି ଖାଇବା ଶରୀର ପାଇଁ କ୍ଷତିକାରକ

2021-12-13 19:56:12
14624
Share:
Facebook
Twitter
E-Mail
WhatsApp
Telegram
ଏହିସବୁ ଖାଦ୍ୟକୁ ଦୁଇ ଥର ଗରମ କରି ଖାଇବା ଶରୀର ପାଇଁ କ୍ଷତିକାରକ

ପ୍ରାୟତଃ ଆମେ ଗରମ କରିବା ପରେ ବଳକା ଖାଦ୍ୟ ରଖି ଦେଇଥାଉ, କିନ୍ତୁ ଆପଣ ଜାଣନ୍ତି କି ଏପରି କିଛି ଖାଦ୍ୟ ଅଛି ଯାହାକୁ ପୁନର୍ବାର ଗରମ କରି ଖାଇବା ଦ୍ବାରା ତାହା ଶରୀର ପାଇଁ କ୍ଷତିକାରକ ହୋଇଥାଏ । ଯଦି ଆପଣ ଏହି ଖାଦ୍ୟଗୁଡିକୁ ପୁଣି ଥରେ ଗରମ କରି ଖାଆନ୍ତି, ତେବେ ଅନେକ ରୋଗ ହେବାର ଆଶଙ୍କା ବଢ଼ିଯାଏ।

ଭାତ :
ଭାରତ ତଥା ଓଡ଼ିଶାରେ ଭାତ ପ୍ରଧାନ ଖାଦ୍ୟ ଭାବେ ପ୍ରାୟତଃ ଗ୍ରହଣ କରାଯାଏ। ଯେକୌଣସି ଘରେ ଅତି ସହଜରେ ଭାତ ମିଳିଯିବ। ଭାତରେ ଥିବା ବ୍ୟକ୍ଟେରିଆ ପୁଣି ଥରେ ଗରମ କରିବା ଦ୍ବାରା ବିଷାକ୍ତ ହୋଇପାରେ ବୋଲି ଜଣାପଡ଼ିଛି। ଦ୍ବିତୀୟ ବାର ଗରମ କରି ଭାତ ଖାଇବା ଦ୍ବାରା ଡାଇରିଆ ଏବଂ ବାନ୍ତି ହୋଇପାରେ।

ଅଣ୍ଡା:
ଅଣ୍ଡା କେତେ ଉପଯୋଗୀ ସମସ୍ତେ ଜାଣିଛନ୍ତି। ପ୍ରୋଟିନର ଶକ୍ତିକେନ୍ଦ୍ର ବୋଲି ଅଣ୍ଡାକୁ କୁହାଯାଏ। କିନ୍ତୁ ସୁସ୍ବାଦୁ ଖାଦ୍ୟ ଦ୍ବିତୀୟ ଥର ଗରମ କରିବା ଦ୍ବାରା ବିଷାକ୍ତ ହୋଇପାରେ। ସିଜା ଅଣ୍ଡା ଦ୍ବିତୀୟ ବାର ଗରମ କରିବା ଉଚିତ ନୁହେଁ।

ଚିକେନ୍‌ :
କୁକୁଡ଼ା ମାଂସ ଖାଇବାକୁ ଭଲ ପାଉଥିଲେ ଜାଣିରଖିବା ଉଚିତ ଯେ, ଦ୍ବିତୀୟ ଥର ମାଂସ ଗରମ କରିବା ଅନୁଚିତ। ଦ୍ବିତୀୟ ଥର ଗରମ କରି ଖାଇଲେ କୌଣସି ପ୍ରକାର ଭିଟାମିନ୍ ମିଳିବା ନାହିଁ। ଏହା ସହ ଏମିତି ମାଂସ ଖାଇଲେ ହଜମ କ୍ରିୟା ବାଧାପ୍ରାପ୍ତ ହୋଇପାରେ। କିନ୍ତୁ ଏହାକୁ ନଫୋପାଡ଼ି ସାଲାଡ୍‌ରେ ବ୍ୟବହାର କରିପାରିବେ।

ଛତୁ:
ଛତୁ ରାନ୍ଧିବା ପରେ ପରଦିନ ଖାଇବା ଲାଭଦାୟକ ନୁହେଁ । ଏଥିରେ ଏପରି ଅନେକ ଉପାଦାନ ଅଛି, ଯାହା ପରେ ଆପଣଙ୍କ ହଜମ ପ୍ରକ୍ରିୟା ପାଇଁ କ୍ଷତିକାରକ । ଛତୁକୁ ପୁନର୍ବାର ଗରମ କରନ୍ତୁ ନାହିଁ ।

ଶାଗ :
ସମସ୍ତ ପ୍ରକାର ଶାଗରେ ଅନେକ ପ୍ରକାର ଭିଟାମିନ୍‌ ଥାଏ। କିନ୍ତୁ ଏହାକୁ ରୋଷେଇ ପରେ ଗରମ କରି ଖାଇଲେ କ୍ୟାନସର ଆଶଙ୍କା ବୃଦ୍ଧି ପାଏ। କୁଶଳା, ପାଳଙ୍ଗ ଭଳି ଶାଗରେ ଆଇରନ୍‌ ଏବଂ ନାଇଟ୍ରେଟ୍‌ସ୍‌ ଅଧିକ ଥାଏ। ଯାହାକୁ ପୁଣି ଗରମ କଲେ ଏହା ନାଇଟ୍ରାଇଟସ୍‌ରେ ପରିଣତ ହୋଇଥାଏ। ତେବେ ସବୁ ବେଳେ ତାଜା ପନିପରିବା ଖାଇବା ଭଲ।

Powered by Froala Editor

Tags Food

Related articles Odisha News Lens 4.1

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15399
    Oct 08, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13816
    Oct 09, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14531
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14976
    Oct 08, 2026
  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ
    ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    15091
    Oct 08, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15073
    Oct 08, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13780
    Oct 08, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15484
    Oct 09, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13722
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15399
    Oct 08, 2026
  • ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ

    15484
    Oct 09, 2026
  • ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14976
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17163
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18229
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14432
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14539
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15550
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14222
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15959
    Sep 23, 2026

ବାଣିଜ୍ୟ

ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14685
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15409
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14014
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15395
    Oct 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    15091
    Oct 08, 2026
  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13780
    Oct 08, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13722
    Oct 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In