Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ...

  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ...

  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ...

  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ ...

  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ...

Home ›› ››ଆଜି ଯାଜପୁର ଜିଲ୍ଲାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଆଜି ଯାଜପୁର ଜିଲ୍ଲାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

2021-12-15 05:23:37
14548
Share:
Facebook
Twitter
E-Mail
WhatsApp
Telegram
ଆଜି ଯାଜପୁର ଜିଲ୍ଲାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଯାଜପୁର: ସ୍ବାସ୍ଥ୍ୟ କ୍ଷେତ୍ରରେ ଯାଜପୁର ଜିଲ୍ଲାରେ ଲେଖା ହେବ ସ୍ମାର୍ଟ ଇତିହାସ । ଆଜି ଜିଲ୍ଲାବାସୀଙ୍କୁ  ସ୍ମାର୍ଟ କାର୍ଡ ଭେଟି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନରେ ଭର୍ଚୁଆଲରେ ସାମିଲ ହୋଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଉପକୃତ ହେବେ ଜିଲ୍ଲାର ୪ ଲକ୍ଷ ପରିବାର ।

ଏ ନେଇ ନରସିଂହ ଚୌଧୁରୀ କଲେଜ ପଡିଆରେ ଚାଲିଛି ଜୋରଦାର ପ୍ରସ୍ତୁତି । ଯାଜପୁର ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ଜିଲ୍ଲାପାଳ ଚକ୍ରବର୍ତ୍ତି ସିଂ ରାଠୋର ସଭା କାର୍ୟ୍ୟର ତଦାରଖ କରିଛନ୍ତି । କାର୍ୟ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ,  ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାସ, ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏବଂ ଜିଲ୍ଲାର ସମସ୍ତ ବିଧାୟକ ଓ ସାଂସଦମାନେ ସାମିଲ ହେବେ । ସ୍ବାସ୍ଥ୍ୟ କାର୍ଡ ବଣ୍ଟନ ସହ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

Powered by Froala Editor

Tags Smart card

Related articles Odisha News Lens 4.1

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    13996
    May 29, 2026
  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌
    ଦେଶ-ଦେଶାନ୍ତର

    ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌

    13793
    May 28, 2026
  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା
    ମନୋରଞ୍ଜନ

    ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା

    14230
    May 28, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15332
    May 29, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15457
    May 29, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15539
    May 29, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14792
    May 28, 2026
  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ

    15761
    May 28, 2026
  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା

    14390
    May 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14792
    May 28, 2026
  • ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା

    14390
    May 28, 2026
  • ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    13996
    May 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16892
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17513
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17562
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17946
    Sep 06, 2023

ବିଶେଷ

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    13996
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15192
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14881
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15807
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15099
    May 21, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15435
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15176
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15663
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14001
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ଧର୍ମେନ୍ଦ୍ର

    15457
    May 29, 2026
  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14767
    May 28, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14792
    May 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In