Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

  • ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍

  • ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି

  • ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ...

  • ପାକିସ୍ତାନର ସବୁ ଅସ୍ତ୍ର ନଷ୍ଟ କରିଛି ...

  • ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ...

  • 'ଅପରେସନ ସିନ୍ଦୂର' ସମୟରେ ବନ୍ଦ ଥିଲା, ...

  • କଲରା ସହ ଏସବୁ ଖାଇବା ମନା

  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ ...

  • ବିଦେଶରେ ନିଜ ଦେଶର ପରିଚୟ ଦେବାକୁ ଲଜ୍ଜିତ ...

ବିଶେଷ
Home ›› ବିଶେଷ ››କାଜୁ ଖାଇବା ଦ୍ୱାରା କ’ଣ କ’ଣ ସବୁ କ୍ଷତି ହୁଏ ଜାଣନ୍ତୁ

କାଜୁ ଖାଇବା ଦ୍ୱାରା କ’ଣ କ’ଣ ସବୁ କ୍ଷତି ହୁଏ ଜାଣନ୍ତୁ

2021-12-16 04:45:00
15629
Share:
Facebook
Twitter
E-Mail
WhatsApp
Telegram
କାଜୁ ଖାଇବା ଦ୍ୱାରା କ’ଣ କ’ଣ ସବୁ କ୍ଷତି ହୁଏ ଜାଣନ୍ତୁ



ଡ୍ରାଏ ଫ୍ରୁଟସ୍ ତଥା କାଜୁ ଖାଇବା ସମସ୍ତଙ୍କୁ ପସନ୍ଦ। ଏହାର ସ୍ୱାଦ ସମସ୍ତଙ୍କୁ ଭଲ ଲାଗେ। କାଜୁ ଖାଇବା ସ୍ୱାସ୍ଥ୍ୟ ପାଇଁ ହିତକର ବୋଲି ମଧ୍ୟ କୁହାଯାଏ। କିନ୍ତୁ ଆବଶ୍ୟକତା ଠାରୁ ଅଧିକ କାଜୁ ଖାଇବା ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ପ୍ରମାଣିତ ହୋଇପାରେ। ଯଦି ଆପଣଙ୍କର କାଜୁ ଖାଇବା ସଉକ ଥାଏ ତେବେ ସାବଧାନ ହୋଇଯା’ନ୍ତୁ। ଅଧିକ କାଜୁ ଖାଇବା ଦ୍ୱାରା ଓଜନ ବଢ଼ିବା ସହ କିଡନୀ ଏବଂ ହୃଦୟ ଉପରେ ଖରାପ ପ୍ରଭାବ ପକାଇଥାଏ। ତେବେ କାଜୁ ଖାଇବା ଦ୍ୱାରା ଆଉ କ’ଣ କ’ଣ ସବୁ କ୍ଷତି ହୁଏ ଆସନ୍ତୁ ଜାଣିବା।

ଯଦି ଆପଣଙ୍କର ସାଧାରଣତ ମୁଣ୍ଡବିନ୍ଧା କିମ୍ବା ମାଇଗ୍ରେନ୍ ସମସ୍ୟା ଥାଏ ତେବେ କାଜୁ ବାଦାମଠାରୁ ଦୂରଇ ରୁହନ୍ତୁ । କାଜୁରେ ଆମିନୋ ଏସିଡ୍ ଟାଇରାମାଇନ୍ ଏବଂ ଫେନିଲେଥାଇଲାମାଇନ୍ ଥାଏ, ଯାହା ଆପଣଙ୍କ ମୁଣ୍ଡବିନ୍ଧାକୁ ଅନେକ ଥର ବଢ଼ାଇପାରେ।
କାଜୁ ଏକ ଅଧିକ କ୍ୟାଲୋରୀ ଯୁକ୍ତ ଖାଦ୍ୟ। ଏହାକୁ ଅଧିକ ଖାଇବା ଦ୍ୱାରା ଓଜନ ବଢ଼ିବା ସହ ଆପଣ ମୋଟାପଣର ଶିକାର ହୋଇପାରନ୍ତି। ତେଣୁ କାଜୁକୁ ଅତି ସୀମିତ ପରିମାଣରେ ଖାଇବା ଉଚିତ। ପ୍ରାୟ ୩୦ ଗ୍ରାମ କାଜୁରେ ୧୬୩ କ୍ୟାଲୋରୀ ଏବଂ ୧୩.୧ ଚର୍ବି ଥାଏ ଜ୍ଝ ଯଦି ଆପଣ ନିୟମିତ କିମ୍ବା ଅଧିକ ପରିମାଣରେ କାଜୁ ଖାଉଛନ୍ତି ତେବେ ଆପଣଙ୍କର ଓଜନ ହ୍ରାସ କରିବା ଲକ୍ଷ୍ୟ କେବେ ବି ପୂରଣ ହୋଇପାରିବ ନାହିଁ।
ଅଧିକ ପରିମାଣରେ କାଜୁ ଖାଇବା ଦ୍ୱାରା ଧୀରେ ଧୀରେ ଶରୀରରେ ଔଷଧ ମଧ୍ୟ କାମ କରେ ନାହିଁ। ୩ ରୁ ୪ଟି କାଜୁରେ ୮୨.୫ଜ୍ଞଶ ମ୍ୟାଗ୍ନେସିୟମ୍ ଥାଏ । ଏହି ମ୍ୟାଗ୍ନେସିୟମ୍ ଆପଣ ଖାଉଥିବା ଡାଇବେଟିସ୍, ଥାଇରଏଡ୍, ମୂତ୍ର ସମ୍ବନ୍ଧୀୟ ଏବଂ ଆର୍ଥ୍ରାଇଟିସ୍ ଔଷଧ ଉପରେ ପ୍ରଭାବ ପକାଇଥାଏ।
ଉଚ୍ଚ ରକ୍ତଚାପରେ ପୀଡିତ ଥିବା ବ୍ୟକ୍ତି ଭୁଲ୍‌ରେ ବି କାଜୁ ଖାଇବା ଉଚିତ ନୁହେଁ। କାଜୁରେ ଅଧିକ ମାତ୍ରାରେ ସୋଡିଅମ ରହିଛି, ଯାହା ରକ୍ତଚାପକୁ ବଢ଼ାଇବାରେ କାମ କରେ। କେବଳ ସେତିକି ନୁହେଁ ଅଧିକ କାଜୁ ଖାଇବା ଦ୍ୱାରା କିଡନୀ ଏବଂ ହୃଦୟ ଉପରେ ମଧ୍ୟ ପ୍ରଭାବ ପଡିଥାଏ।

Powered by Froala Editor

Tags Kaju

Related articles Odisha News Lens 4.1

  • ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ
    ବିଶେଷ

    ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

    13469
    May 13, 2025
  • 'ଅପରେସନ ସିନ୍ଦୂର' ସମୟରେ ବନ୍ଦ ଥିଲା, ଖୋଲିଲା ୩୨ ବିମାନବନ୍ଦର
    ଦେଶ-ଦେଶାନ୍ତର

    'ଅପରେସନ ସିନ୍ଦୂର' ସମୟରେ ବନ୍ଦ ଥିଲା, ଖୋଲିଲା ୩୨ ବିମାନବନ୍ଦର

    13969
    May 12, 2025
  • କଲରା ସହ ଏସବୁ ଖାଇବା ମନା
    ବିଶେଷ

    କଲରା ସହ ଏସବୁ ଖାଇବା ମନା

    14522
    May 12, 2025
  • ବିଦେଶରେ ନିଜ ଦେଶର ପରିଚୟ ଦେବାକୁ ଲଜ୍ଜିତ ଅନୁଭବ କରନ୍ତି ପାକିସ୍ତାନୀ: ସାର୍ଥକ ...
    ଦେଶ-ଦେଶାନ୍ତର

    ବିଦେଶରେ ନିଜ ଦେଶର ପରିଚୟ ଦେବାକୁ ଲଜ୍ଜିତ ଅନୁଭବ କରନ୍ତି ପାକିସ୍ତାନୀ: ସାର୍ଥକ ...

    14011
    May 12, 2025
  • ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍
    ଦେଶ-ଦେଶାନ୍ତର

    ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍

    15379
    May 12, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ କରନ୍ତୁ ଏହା...
    ବିଶେଷ

    ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ କରନ୍ତୁ ଏହା...

    15616
    May 12, 2025
  • ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି
    ଖେଳ ଖବର

    ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି

    14559
    May 12, 2025
  • ପାକିସ୍ତାନର ସବୁ ଅସ୍ତ୍ର ନଷ୍ଟ କରିଛି ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ସବୁ ଅସ୍ତ୍ର ନଷ୍ଟ କରିଛି ଭାରତ

    14166
    May 12, 2025
  • ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ
    ଦେଶ-ଦେଶାନ୍ତର

    ଆମର ମିଶନ ସ୍ପଷ୍ଟ : ପାକିସ୍ତାନ ସେନା କି ନାଗରିକ ନୁହେଁ, ଟାର୍ଗେଟରେ ଆତଙ୍କୀ

    13735
    May 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଖେଳ ଖବର

    ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି

    14559
    May 12, 2025
  • ଦେଶ-ଦେଶାନ୍ତର

    ଅପରେସନ ସିନ୍ଦୂର ଏକ ନୂଆ ଅଧ୍ୟାୟ ଯୋଡିଛି

    15358
    May 12, 2025
  • ଦେଶ-ଦେଶାନ୍ତର

    ସାମ୍ବାରେ ପୁଣି ଦେଖାଗଲା ଡ୍ରୋନ୍

    15379
    May 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16596
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16882
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15434
    Apr 03, 2021

ବିଶେଷ

  • ଏସବୁ ଖାଦ୍ୟରେ ମିଶାନ୍ତୁ ନାହିଁ ଲୁଣ

    13469
    May 13, 2025
  • କଲରା ସହ ଏସବୁ ଖାଇବା ମନା

    14522
    May 12, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ କରନ୍ତୁ ଏହା...

    15616
    May 12, 2025
  • ତରଭୁଜ ଖାଇବା ପରେ ଏସବୁ ଖାଇବା ମନା

    15533
    May 10, 2025
  • ସପୁରୀ ରସ ଆଖି ପାଇଁ ବେଶ ଲାଭଦାୟକ

    15445
    May 10, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16259
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13975
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14768
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15295
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏକ ଯୁଗର ଅବସାନ : ରୋହିତଙ୍କ ପରେ ଅବସର ଘୋଷଣା କଲେ କୋହଲି

    14559
    May 12, 2025
  • କଲରା ସହ ଏସବୁ ଖାଇବା ମନା

    14522
    May 12, 2025
  • ପାକିସ୍ତାନର ସବୁ ଅସ୍ତ୍ର ନଷ୍ଟ କରିଛି ଭାରତ

    14166
    May 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In