Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ...

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ...

  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ...

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ...

  • ବାଲ୍ମିକ ଥାପରଙ୍କ ଦେହାନ୍ତ

  • ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ...

  • ଦେଶରେ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିମାନ ଦୁର୍ଘଟଣାରେ ୯ ମୃତ

ବିମାନ ଦୁର୍ଘଟଣାରେ ୯ ମୃତ

2021-12-16 05:52:57
15198
Share:
Facebook
Twitter
E-Mail
WhatsApp
Telegram
ବିମାନ ଦୁର୍ଘଟଣାରେ ୯ ମୃତ

ସାଣ୍ଟୋ ଡୋମିନଗୋ: ଡୋମିନିକୀୟ ଗଣତନ୍ତ୍ରର ରାଜଧାନୀ ସାଣ୍ଟୋ ଡୋମିନଗୋର ଲାସ୍‌ ଆମେରିକାସ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ ସମୟରେ ଘରୋଇ ବିମାନ ଦୁର୍ଘଟଣା ଘଟିଛି। ବୁଧବାର ଦିନ ଘଟିଥିବା ଏହି ବିମାନ ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ବିମାନର ଅପରେଟର ହେଲିଡୋସା ଆଭିଏସନ୍ ଗ୍ରୁପ୍ ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରୁ ୭ ଜଣ ଯାତ୍ରୀ ଥିବା ବେଳେ ଅନ୍ୟ ୨ ଜଣ ହେଉଛନ୍ତି ବିମାନର ଚାଳକ (କ୍ରିୟୁ ସଦସ୍ୟ)। ଏହି ମୃତକମାନଙ୍କ ମଧ୍ୟରେ ୬ ଜଣ ବିଦେଶୀ ନାଗରିକ ଅଛନ୍ତି।  

ବିମାନଟି ଡୋମିନିକାନ୍ ରିପବ୍ଲିକର ଲା ଇସାବେଲା ଅନ୍ତର୍ଜାତୀୟ ବିମାନବନ୍ଦରରୁ ଫ୍ଲୋରିଡା ଅଭିମୁଖେ ଯାତ୍ରା କରୁଥିବାବେଳେ ଯାନ୍ତ୍ରିକ ତ୍ରୁଟି ଦେଖାଯାଇଥିଲା। ଫଲରେ ବିମାନର ପାଇଲଟ ଜରୁରୀକାଳୀନ ଅବତରଣ କରିବାକୁ ଉଚିତ ଭାବିଲେ। ବିମାନ ଉଡ଼ାଣର ମାତ୍ର ୧୫ ମିନିଟ୍ ପରେ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା।ତେବେ କେଉଁଥି ପାଇଁ ବିମାନ ଦୁର୍ଘଟଣାଗ୍ରସ୍ତ ହେଲା, ତାହା ଜଣାପଡ଼ି ନାହିଁ। 

Powered by Froala Editor

Tags Plane crash

Related articles Odisha News Lens 4.1

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ
    ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15590
    May 31, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ
    ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15361
    Jun 01, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ
    ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14379
    May 31, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ
    ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13688
    May 31, 2025
  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି

    14982
    May 31, 2025
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ
    ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13626
    May 31, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା
    ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13446
    May 31, 2025
  • ବାଲ୍ମିକ ଥାପରଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବାଲ୍ମିକ ଥାପରଙ୍କ ଦେହାନ୍ତ

    13609
    May 31, 2025
  • ଦେଶରେ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ, ଦିଲ୍ଲୀରେ ଜଣେ ମୃତ
    ଦେଶ-ଦେଶାନ୍ତର

    ଦେଶରେ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ, ଦିଲ୍ଲୀରେ ଜଣେ ମୃତ

    15494
    May 31, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଶରେ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ, ଦିଲ୍ଲୀରେ ଜଣେ ମୃତ

    15494
    May 31, 2025
  • ଦେଶ-ଦେଶାନ୍ତର

    ବାଲ୍ମିକ ଥାପରଙ୍କ ଦେହାନ୍ତ

    13609
    May 31, 2025
  • ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15361
    Jun 01, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16635
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16925
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15465
    Apr 03, 2021

ବିଶେଷ

  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15362
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13446
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15590
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    15932
    May 29, 2025
  • ଚା’ ସହିତ ଏହି ଜିନିଷ ଖାଇବା ମନା

    14545
    May 29, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15681
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16295
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14008
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14804
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15590
    May 31, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13446
    May 31, 2025
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13626
    May 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In