Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ...

  • ଏଲପିଜି ଗ୍ୟାସ୍ ବୁକିଂ ନାଁରେ ହେଉଛି ...

  • ଫେସବୁକ୍ ଆଣିଲା ଖୁସି ଖବର, ଜାଣନ୍ତୁ କ’ଣ?

  • କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ‘ୱାର୍କସ ...

  • ଯୁଦ୍ଧ ଯୋଗୁ ଇଲାଷ୍ଟିକ ଗାର୍ମେଣ୍ଟ ...

  • "ସର୍କେ ଚୁନର୍ ତେରୀ ସର୍କେ' ଗୀତ ବ୍ୟାନ୍

  • ଗୁଜରାଟରେ ସୁରକ୍ଷିତ ପହଞ୍ଚିଲା ଜଗ ଲଡ୍‌କି

  • ପୁଅ-ବୋହୂ ଭୁଲିଗଲେ ମାନବିକତା, ବାପାଙ୍କୁ ...

  • ସ୍କୁଲ୍‌ରୁ ଫେରିବା ବେଳେ ଛୋଟ ଝିଅକୁ ...

  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ...

Home ›› ››ବିମାନ ଦୁର୍ଘଟଣାରେ ୯ ମୃତ

ବିମାନ ଦୁର୍ଘଟଣାରେ ୯ ମୃତ

2021-12-16 05:52:57
15227
Share:
Facebook
Twitter
E-Mail
WhatsApp
Telegram
ବିମାନ ଦୁର୍ଘଟଣାରେ ୯ ମୃତ

ସାଣ୍ଟୋ ଡୋମିନଗୋ: ଡୋମିନିକୀୟ ଗଣତନ୍ତ୍ରର ରାଜଧାନୀ ସାଣ୍ଟୋ ଡୋମିନଗୋର ଲାସ୍‌ ଆମେରିକାସ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ ସମୟରେ ଘରୋଇ ବିମାନ ଦୁର୍ଘଟଣା ଘଟିଛି। ବୁଧବାର ଦିନ ଘଟିଥିବା ଏହି ବିମାନ ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ବିମାନର ଅପରେଟର ହେଲିଡୋସା ଆଭିଏସନ୍ ଗ୍ରୁପ୍ ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରୁ ୭ ଜଣ ଯାତ୍ରୀ ଥିବା ବେଳେ ଅନ୍ୟ ୨ ଜଣ ହେଉଛନ୍ତି ବିମାନର ଚାଳକ (କ୍ରିୟୁ ସଦସ୍ୟ)। ଏହି ମୃତକମାନଙ୍କ ମଧ୍ୟରେ ୬ ଜଣ ବିଦେଶୀ ନାଗରିକ ଅଛନ୍ତି।  

ବିମାନଟି ଡୋମିନିକାନ୍ ରିପବ୍ଲିକର ଲା ଇସାବେଲା ଅନ୍ତର୍ଜାତୀୟ ବିମାନବନ୍ଦରରୁ ଫ୍ଲୋରିଡା ଅଭିମୁଖେ ଯାତ୍ରା କରୁଥିବାବେଳେ ଯାନ୍ତ୍ରିକ ତ୍ରୁଟି ଦେଖାଯାଇଥିଲା। ଫଲରେ ବିମାନର ପାଇଲଟ ଜରୁରୀକାଳୀନ ଅବତରଣ କରିବାକୁ ଉଚିତ ଭାବିଲେ। ବିମାନ ଉଡ଼ାଣର ମାତ୍ର ୧୫ ମିନିଟ୍ ପରେ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା।ତେବେ କେଉଁଥି ପାଇଁ ବିମାନ ଦୁର୍ଘଟଣାଗ୍ରସ୍ତ ହେଲା, ତାହା ଜଣାପଡ଼ି ନାହିଁ। 

Powered by Froala Editor

Tags Plane crash

Related articles Odisha News Lens 4.1

  • କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ‘ୱାର୍କସ ପାର୍ଟି ଅଫ୍‌ କୋରିଆ’କୁ ମିଳିଲା ୯୯.୯୩ ପ୍ରତିଶତ ...
    ଦେଶ-ଦେଶାନ୍ତର

    କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ‘ୱାର୍କସ ପାର୍ଟି ଅଫ୍‌ କୋରିଆ’କୁ ମିଳିଲା ୯୯.୯୩ ପ୍ରତିଶତ ...

    15529
    Mar 19, 2026
  • ମନୋରଞ୍ଜନ

    "ସର୍କେ ଚୁନର୍ ତେରୀ ସର୍କେ' ଗୀତ ବ୍ୟାନ୍

    15004
    Mar 19, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ
    ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15022
    Mar 19, 2026
  •  ଫେସବୁକ୍ ଆଣିଲା ଖୁସି ଖବର, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଫେସବୁକ୍ ଆଣିଲା ଖୁସି ଖବର, ଜାଣନ୍ତୁ କ’ଣ?

    13502
    Mar 19, 2026
  •  ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ
    ବିଶେଷ

    ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15119
    Mar 18, 2026
  • ଏଲପିଜି ଗ୍ୟାସ୍ ବୁକିଂ ନାଁରେ ହେଉଛି ଏମିତି ଠକେଇ
    ଦେଶ-ଦେଶାନ୍ତର

    ଏଲପିଜି ଗ୍ୟାସ୍ ବୁକିଂ ନାଁରେ ହେଉଛି ଏମିତି ଠକେଇ

    13796
    Mar 19, 2026
  • ପୁଅ-ବୋହୂ ଭୁଲିଗଲେ ମାନବିକତା, ବାପାଙ୍କୁ ପାର୍ସଲ
    ଦେଶ-ଦେଶାନ୍ତର

    ପୁଅ-ବୋହୂ ଭୁଲିଗଲେ ମାନବିକତା, ବାପାଙ୍କୁ ପାର୍ସଲ

    13665
    Mar 19, 2026
  • ଯୁଦ୍ଧ ଯୋଗୁ ଇଲାଷ୍ଟିକ ଗାର୍ମେଣ୍ଟ ଉତ୍ପାଦନ କମିବ
    ଦେଶ-ଦେଶାନ୍ତର

    ଯୁଦ୍ଧ ଯୋଗୁ ଇଲାଷ୍ଟିକ ଗାର୍ମେଣ୍ଟ ଉତ୍ପାଦନ କମିବ

    13697
    Mar 19, 2026
  • ସ୍କୁଲ୍‌ରୁ ଫେରିବା ବେଳେ ଛୋଟ ଝିଅକୁ ଏସିଡ୍ ମାଡ
    ଦେଶ-ଦେଶାନ୍ତର

    ସ୍କୁଲ୍‌ରୁ ଫେରିବା ବେଳେ ଛୋଟ ଝିଅକୁ ଏସିଡ୍ ମାଡ

    14699
    Mar 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଲପିଜି ଗ୍ୟାସ୍ ବୁକିଂ ନାଁରେ ହେଉଛି ଏମିତି ଠକେଇ

    13796
    Mar 19, 2026
  • ଦେଶ-ଦେଶାନ୍ତର

    ପୁଅ-ବୋହୂ ଭୁଲିଗଲେ ମାନବିକତା, ବାପାଙ୍କୁ ପାର୍ସଲ

    13665
    Mar 19, 2026
  • ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15022
    Mar 19, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17379
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17442
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17790
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16260
    Apr 03, 2021

ବିଶେଷ

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15022
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15119
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14116
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14013
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14280
    Mar 14, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15688
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15153
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14998
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14512
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • "ସର୍କେ ଚୁନର୍ ତେରୀ ସର୍କେ' ଗୀତ ବ୍ୟାନ୍

    15004
    Mar 19, 2026
  • ଏଲପିଜି ଗ୍ୟାସ୍ ବୁକିଂ ନାଁରେ ହେଉଛି ଏମିତି ଠକେଇ

    13796
    Mar 19, 2026
  • ଯୁଦ୍ଧ ଯୋଗୁ ଇଲାଷ୍ଟିକ ଗାର୍ମେଣ୍ଟ ଉତ୍ପାଦନ କମିବ

    13697
    Mar 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In