Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 10, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ...

  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ...

  • ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ

  • ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ...

  • ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ...

  • ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ...

  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ...

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ...

ରାଜ୍ୟ
Home ›› ରାଜ୍ୟ ››ଓରିଏଣ୍ଟେସନ କାର୍ୟ୍ୟକ୍ରମରେ ନବନିଯୁକ୍ତ ଶିକ୍ଷକମାନଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ଓରିଏଣ୍ଟେସନ କାର୍ୟ୍ୟକ୍ରମରେ ନବନିଯୁକ୍ତ ଶିକ୍ଷକମାନଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

2021-12-17 05:21:25
15548
Share:
Facebook
Twitter
E-Mail
WhatsApp
Telegram
ଓରିଏଣ୍ଟେସନ କାର୍ୟ୍ୟକ୍ରମରେ ନବନିଯୁକ୍ତ ଶିକ୍ଷକମାନଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ଭୁବନେଶ୍ୱର: ଓଡ଼ିଶାରେ ଏକାଥରେ ନିଯୁକ୍ତି ପାଇଲେ ୬ ହଜାର ୧୩୧ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ । ଆଜି କଳିଙ୍ଗ ଷ୍ଟାଡିୟମରେ ଓରିଏଣ୍ଟେସନ କାର୍ୟ୍ୟକ୍ରମରେ ନବନିଯୁକ୍ତ ଶିକ୍ଷକମାନଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏକାଥରେ ୧୧ ହଜାର ୪ ଶହ ଶିକ୍ଷକ ନିଯୁକ୍ତି ଯୋଜନା ଥିଲା । କିନ୍ତୁ ସଂରକ୍ଷିତ ବର୍ଗରେ ଉତ୍ତୀର୍ଣ୍ଣ ହୋଇନଥିବାରୁ ବଳକା ୪ହଜାର ୪ଶହ ପଦବୀ ସପ୍ତାହକ ମଧ୍ୟରେ ପୂରଣ ହେବ । ଏବର୍ଷ ୧୬ହଜାର ଶିକ୍ଷକ ନିଯୁକ୍ତି ପାଇଁ ବିଭାଗ ଲକ୍ଷ୍ୟ ରଖିଛି ।

କଳିଙ୍ଗ ଷ୍ଟାଡିଅମରେ ଆୟୋଜିତ ନବ ନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀ ମାନଙ୍କ orientation କାର୍ୟ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଶିକ୍ଷା ହେଉଛି ସମାଜର ସାମୁହିକ ଆଶା ଓ ଆକାଂକ୍ଷାର ପ୍ରତିଫଳନ । ଶିକ୍ଷା ବ୍ୟବସ୍ଥାର ଆତ୍ମା ଭାବରେ ଶିକ୍ଷକ ମାନଙ୍କୁ ଅଭିହିତ କରି ଆମର ଭବିଷ୍ୟତ ପୀଢି ତଥା ନୂଆ ଓଡିଶା ଗଠନ ପାଇଁ ଆରମ୍ଭ ହୋଇଥିବା ଏହି ରୂପାନ୍ତରରେ ଶିକ୍ଷକ ମାନେ ସଫଳ ସହଯୋଗୀ ଭାବରେ ତାଙ୍କର ଦାୟିତ୍ବ ତୁଲାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ହେଉଛନ୍ତି ଅନନ୍ତ ସମ୍ଭାବନାର ପ୍ରତୀକ । ସେମାନଙ୍କ ମଧ୍ୟରେ ନୂଆ ଆଶା ଜାଗ୍ରତ କରିବା, ସେମାନଙ୍କର କଳ୍ପନାକୁ ଶକ୍ତି ଦେବା ଏବଂ ଅଧ୍ୟୟନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ଶିକ୍ଷକମାନେ ହିଁ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ ।

ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ଡଃ ଏ.ପି.ଜେ ଅବଦୁଲ କାଲାମଙ୍କ ବକ୍ତବ୍ୟକୁ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମାଜରେ ଶିକ୍ଷକ ମାନଙ୍କର ଭୂମିକା ଯେପରି ଗୁରୁତ୍ବପୂର୍ଣ୍ଣ, ପୃଥିବୀରେ ଅନ୍ୟ କୌଣସି ବୃତ୍ତି ସେଭଳି ଗୁରୁତ୍ବ ବହନ କରେ ନାହିଁ । ତେଣୁ ଶିକ୍ଷକତା ପରି ଏକ ମହାନ ବୃତ୍ତିକୁ ଆପଣେଇ ଥିବାରୁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି ହାଇସ୍କୁଲ ଟ୍ରାନ୍‌ସଫରେମେସନ କାର୍ୟ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍କୁଲର ଭିତ୍ତିଭୂମିର ରୂପାନ୍ତର କରାଯାଇ ସ୍ମାର୍ଟ କ୍ଲାସ ରୁମ୍‌, ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, ଉନ୍ନତ ପରିମଳ ବ୍ୟବସ୍ଥା, ଖେଳପଡିଆ ତଥା ସ୍କୁଲର ପରିବେଶକୁ ଶିକ୍ଷା ଅନୁକୂଳ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି । ଏପର୍ୟ୍ୟନ୍ତ ୧୦୭୫ଟି ସ୍କୁଲର ରୂପାନ୍ତରଣ ପ୍ରଥମ ପର୍ୟ୍ୟାୟରେ ଶେଷ ହୋଇଥିବା ବେଳେ, ପର୍ୟ୍ୟାୟକ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ରୂପାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଶିକ୍ଷା ବ୍ୟବସ୍ଥାରେ ଡିଜିଟାଲ ଜ୍ଞାନକୌଶଳର ପ୍ରୟୋଗକୁ ବର୍ତ୍ତମାନ ପରିସ୍ଥିତିରେ ଜରୁରୀ ଆବଶ୍ୟକତା ଭାବେ ବର୍ଣ୍ଣନା କରି ଏଥିପାଇଁ ଶିକ୍ଷକମାନଙ୍କୁ ସ୍ବତନ୍ତ୍ର ତାଲିମ ଦିଆଯିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ ।
 ଏହି କାର୍ୟ୍ୟକ୍ରମ ରେ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ , ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମନ୍ତ୍ରୀ ଶ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇ ଶିକ୍ଷା ବ୍ୟବସ୍ଥା ରେ ରୂପାନ୍ତର ହି ନୂଆ ଓଡ଼ିଶାର ସ୍ବପ୍ନ ସାକାର କରିବ ଵୋଲି ମତ ଦେଇ ଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି
    ଦେଶ-ଦେଶାନ୍ତର

    ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି

    14540
    Oct 09, 2025
  • ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ
    ଦେଶ-ଦେଶାନ୍ତର

    ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ

    13819
    Oct 09, 2025
  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ
    ଦେଶ-ଦେଶାନ୍ତର

    ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

    14856
    Oct 09, 2025
  • ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ୪,୫୦୦ ଟଙ୍କା
    ଦେଶ-ଦେଶାନ୍ତର

    ସର୍ବୋଚ୍ଚ ସ୍ତରରେ ସୁନା, ୩ ଦିନରେ ବଢ଼ିଲାଣି ୪,୫୦୦ ଟଙ୍କା

    15071
    Oct 09, 2025
  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ
    ଦେଶ-ଦେଶାନ୍ତର

    ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ

    14264
    Oct 09, 2025
  • ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ନୋବେଲ
    ଦେଶ-ଦେଶାନ୍ତର

    ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ନୋବେଲ

    14150
    Oct 09, 2025
  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ
    ଦେଶ-ଦେଶାନ୍ତର

    ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ

    14256
    Oct 09, 2025
  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ
    ଦେଶ-ଦେଶାନ୍ତର

    ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

    15026
    Oct 09, 2025
  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ
    ବିଶେଷ

    ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15496
    Oct 09, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ନୋବେଲ

    14150
    Oct 09, 2025
  • ଦେଶ-ଦେଶାନ୍ତର

    ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

    15026
    Oct 09, 2025
  • ଦେଶ-ଦେଶାନ୍ତର

    ଶାହରୁଖଙ୍କୁ ହାଇକୋର୍ଟଙ୍କ ସମନ

    14405
    Oct 09, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16770
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16868
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17229
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15683
    Apr 03, 2021

ବିଶେଷ

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15496
    Oct 09, 2025
  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13485
    Oct 09, 2025
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14118
    Oct 08, 2025
  • ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ

    14237
    Oct 06, 2025
  • ଭଗବାନଙ୍କୁ ହାତ ଯୋଡ଼ି ବାହାରିଲେ ସବୁ କାମ ହୋଇଥାଏ ଶୁଭ

    15275
    Oct 06, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14261
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14058
    Sep 16, 2025
  • ଶସ୍ତା ହେଲା ସୁନା

    14388
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14958
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

    15026
    Oct 09, 2025
  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ନୋଟରେ ବରିଷ୍ଠ ଅଧିକାରୀଙ୍କ ନାଁ

    14256
    Oct 09, 2025
  • ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି

    14540
    Oct 09, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In