Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ...

  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ...

  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ...

  • ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ...

  • ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ...

  • ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

  • ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

  • ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ...

  • କାମ କରିବା ବନ୍ଦ କରିଦେଲା ଫେସବୁକ

  • ସୋନମ ୱାଙ୍ଗଚୁକଙ୍କ ବାର୍ତ୍ତା: ...

ବିଶେଷ
Home ›› ବିଶେଷ ››ଏହି ରୋଗ ପାଇଁ କାକୁଡି ଭଲ

ଏହି ରୋଗ ପାଇଁ କାକୁଡି ଭଲ

2021-04-26 06:17:19
14555
Share:
Facebook
Twitter
E-Mail
WhatsApp
Telegram
ଏହି ରୋଗ ପାଇଁ କାକୁଡି ଭଲ

କାକୁଡିକୁ ସାଧାରଣତଃ ଖରାଦିନିଆ ଫସଲ ରୂପେ ଆଖ୍ୟା ଦିଆଯାଇଥାଏ । କାରଣ ଅନ୍ୟାନ୍ୟ ଋତୁରେ ଏହାକୁ ଚାଷ କରାଯାଉଥଲେ ସୁଦ୍ଧା ଗ୍ରୀଷ୍ମ ଋତୁରେ ଏହାର ଉପାଦେୟତା ଅଧିକ ପରିଲକ୍ଷିତ ହୋଇଥାଏ । ଯେହେତୁ ଏଥରେ ଜଳୀୟ ଅଂଶ ବହୁ ପରିମାଣରେ ଥାଏ ଏବଂ ଏହା କୋଷ୍ଠ କାଠିନ୍ୟ ଓ ଡାଇବେଟିସ ରୋଗୀଙ୍କ ପାଇଁ ହିତକାରୀ । ତେଣୁ ଖରାଦିନରେ ଏହାର ଉପାଦେୟତା ଅଧିକ । 

କାକୁଡ଼ିରେ ଭିଟାମିନ୍ ସି, ଭିଟାମିନ୍‌ କେ, କପର, ମ୍ୟାଗ୍ନେସିୟମ୍‌, ମାଙ୍ଗାନିଜ୍‌, ମିନେରାଲ୍ସ, ପୋଟାସିୟମ ଏବଂ ଫସ୍‌ଫରସ୍ ପ୍ରଚୁର ମାତ୍ରାରେ ରହିଥାଏ। ଏହା ଓଜନ କମ୍ କରିବାରେ ମଧ୍ୟ ସହାୟକ। କାକୁଡ଼ିରେ ୯୫ ପ୍ରତିଶତ ପାଣି ଥିବାରୁ ଏହା କେବଳ ଯେ ଭୋକ ପ୍ରଶମିତ କରେ ତା’ ନୁହେଁ, ମେଟାବୋଲିଜିମ୍ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରେ। ଏହା ଅନ୍ତ ସମ୍ବନ୍ଧୀୟ ସବୁପ୍ରକାର ରୋଗ ପାଇଁ ଉପକାରୀ। ନିୟମିତ ଭାବେ କାକୁଡ଼ି ଖାଇଲେ ହାଡ଼ ବି ମଜଭୁତ ହୋଇଥାଏ।

ପରିସ୍ରା ଜଳାପୋଡ଼ା ହେବା କିମ୍ବା ପରିସ୍ରା କମ୍ ହେଉଥିଲେ କାକୁଡ଼ିର ରସ ଖୁବ୍ ଉପଯୋଗୀ। ଏହାକୁ ସାରା ଦିନରେ ୩-୪ ଘଣ୍ଟା ବ୍ୟବଧାନରେ ପିଇଲେ ସୁଫଳ ମିଳେ।

କାକୁଡ଼ି ସହିତ ମୂଳା, ଗାଜର, ପିଆଜ ଏବଂ ଲେମ୍ବୁ ରସ ମିଶାଇ ସାଲାଡ୍ ବନାଇ ଖାଇଲେ ଅରୁଚି ଏବଂ ରକ୍ତର ଅଭାବ ଦୂର ହୁଏ।

ନିମ୍ନ ରକ୍ତଚାପ ସମସ୍ୟା ଭୋଗୁଥିବା ଲୋକେ ୨୦୦ ଗ୍ରାମ କାକୁଡ଼ିରେ ସୈନ୍ଧବ ଲବଣ ଏବଂ ଲେମ୍ବୁ ରସ ମିଶାଇ ପ୍ରତିଦିନ ସକାଳୁ ଏବଂ ସନ୍ଧ୍ୟାରେ ପିଇବା ଆବଶ୍ୟକ।

କାକୁଡ଼ିରେ ଜଳୀୟଅଂଶର ମାତ୍ରା ଅଧିକ ଥାଏ। ଖରାଦିନେ ଏହାକୁ ଖାଇବା ଦ୍ୱାରା ଶରୀରରେ ଜଳୀୟଅଂଶ ବୃଦ୍ଧି ପାଇଥାଏ।

ଓଜନ ନିୟନ୍ତ୍ରଣ କରିବା ପାଇଁ ଖାଦ୍ୟରେ କାକୁଡ଼ି ସାଲାଡ୍‌ ଖାଇବା ଜରୁରୀ। ଅଥବା ରାତି ଭୋଜନରେ କେବଳ କାକୁଡ଼ି ସାଲାଡ୍‌ ଖାଇପାରିବେ।

କୋଷ୍ଠକାଠିନ୍ୟ ସମସ୍ୟା ଥିଲେ ଖାଦ୍ୟରେ କାକୁଡ଼ିକୁ ସାମିଲ କରିବା ଆବଶ୍ୟକ। ତେବେ ହାଡ଼ ମଜଭୁତ ହେବାକୁ ଚାହୁଁଥିଲେ କାକୁଡ଼ିକୁ ଚୋପା ସହ ଖାଆନ୍ତୁ। କାରଣ କାକୁଡ଼ି ଚୋପାରେ ପ୍ରଚୁର ପରିମାଣରେ କ୍ୟାଲସିୟମ ରହିଥାଏ, ଯାହା ହାଡ଼କୁ ସୁସ୍ଥ ଏବଂ ମଜଭୁତ କରେ।

କାକୁଡ଼ିର ମଞ୍ଜିକୁ ବାଟି କରି ଖାଇଲେ ଗରମ ଦିନରେ ଥଣ୍ଡା ଅନୁଭୁତ ହୋଇଥାଏ।

କାକୁଡ଼ିରେ ଥିବା ଭିଟାମିନ୍ ସି, ବିଟା କେରାଟିନ୍ ଭଳି ଆଣ୍ଟିଅକ୍ସିଡାଣ୍ଟ ଶରୀରରୁ ସମସ୍ତ ପ୍ରକାର ଫ୍ରି ରେଡିକାଲ ଦୂର କରି ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ।



Powered by Froala Editor

Tags cucumber

Related articles Odisha News Lens 4.1

  • ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ନିଲମ୍ବିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ନିଲମ୍ବିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

    14697
    Jul 19, 2026
  • ସୋନମ ୱାଙ୍ଗଚୁକଙ୍କ ବାର୍ତ୍ତା: ସ୍ବାଧୀନତା ପାଇଁ ଏହା ଦ୍ୱିତୀୟ ଆନ୍ଦୋଳନ
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ବାର୍ତ୍ତା: ସ୍ବାଧୀନତା ପାଇଁ ଏହା ଦ୍ୱିତୀୟ ଆନ୍ଦୋଳନ

    14556
    Jul 19, 2026
  • ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ମୃତ୍ୟୁ

    14791
    Jul 20, 2026
  • ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ
    ଦେଶ-ଦେଶାନ୍ତର

    ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

    15591
    Jul 20, 2026
  • ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର
    ମନୋରଞ୍ଜନ

    ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

    14821
    Jul 20, 2026
  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ
    ଦେଶ-ଦେଶାନ୍ତର

    ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ

    14034
    Jul 20, 2026
  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର

    14493
    Jul 20, 2026
  • ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ମୋଦୀ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ମୋଦୀ

    14726
    Jul 20, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...
    ବାଣିଜ୍ୟ

    ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...

    13379
    Jul 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

    15591
    Jul 20, 2026
  • ମନୋରଞ୍ଜନ

    ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

    14821
    Jul 20, 2026
  • ଦେଶ-ଦେଶାନ୍ତର

    ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ

    14034
    Jul 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16986
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17594
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17648
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18050
    Sep 06, 2023

ବିଶେଷ

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14098
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14380
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14722
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    15011
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15749
    Jul 07, 2026

ବାଣିଜ୍ୟ

ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

ଏକ ୨- ମିନିଟର ସନ୍‌ଫିଷ୍ଟ ମାରୀ ଲାଇଟ ଭିଟାମିନ ଡି’ ଆବଶ୍ୟକତା ଯାଞ୍ଚ ଜରିଆରେ


ଭୁବନେଶ୍ୱର / ପୁରୀ : ପ୍ରଚୁର ସୂର୍ଯ୍ୟକିରଣ ପ୍ରାପ୍ତି ସତ୍ତ୍ୱେ ନିୟୁତ ନିୟୁତ ଭାରତୀୟଙ୍କୁ ...

  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    13954
    Jul 19, 2026
  • ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ପୁରୀ ରଥ ଯାତ୍ରାରେ ଦର୍ଶନ, ଅନ୍ନ, ସେବାକୁ ପୁନଃ ଚିତ୍ରିତ କରୁଛି

    13805
    Jul 18, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    14173
    Jul 16, 2026
  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15842
    Jul 14, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

    15591
    Jul 20, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13379
    Jul 20, 2026
  • ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

    14821
    Jul 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In