Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ...

  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ...

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ...

  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ ...

  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ...

  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ ...

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଶାକୁ ସଗଠନକୁ ସୁଦୃଢ଼ କରିବାକୁ ଚେଷ୍ଟା କରିବେ ଚେଲ୍ଲା କୁମାର:ସୁର

ଓଡ଼ିଶାକୁ ସଗଠନକୁ ସୁଦୃଢ଼ କରିବାକୁ ଚେଷ୍ଟା କରିବେ ଚେଲ୍ଲା କୁମାର:ସୁର

2021-12-18 05:33:08
14748
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାକୁ ସଗଠନକୁ ସୁଦୃଢ଼ କରିବାକୁ ଚେଷ୍ଟା କରିବେ ଚେଲ୍ଲା କୁମାର:ସୁର

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ନେଇ ଉଭୟ ଶାସକ ଓ ବିରୋଧୀ ଅଙ୍କ କଷାକଷି ଆରମ୍ଭ କରି ସାରିଲେଣି ।  ଏହାକୁ ନେଇ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଓଡ଼ିଶା କଂଗ୍ରେସ ପ୍ରଭାରୀ ଏ ଚେଲ୍ଲା କୁମାର । ଡିସେମ୍ବର ୧୭ ତାରିଖରେ ଭୁବନେଶ୍ବରରେ ପହଞ୍ଚିବେ ।

ଏହାପରେ ୧୮ ତାରିଖରେ ଭୁବନେଶ୍ୱରରୁ ବାହାରି ନୟାଗଡ଼ ଅଭିମୁଖେ ଗସ୍ତ କରିବେ । ସେଠାରୁ ସନ୍ଧ୍ୟାରେ ଫୁଲବାଣୀ ଗସ୍ତ କରିବେ । ଏହାପରେ ୧୯ ତାରିଖରେ ଫୁଲବାଣୀରେ ଏକ ମିଶ୍ରଣ ପର୍ବରେ ଯୋଗ ଦେବା କାର୍ୟ୍ୟକ୍ରମ ରହିଛି । ଏହାଦ୍ବାରା ପଞ୍ଚାୟତ ନିର୍ବାଚନ ପାଇଁ ଦଳକୁ ଫାଇଦା ହେବା ବୋଲି କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ ।ଚେଲ୍ଲା କୁମାରଙ୍କ ଓଡ଼ିଶା ଗସ୍ତକୁ ନେଇ ସୁର ରାଉତରାୟ କହିଛନ୍ତି ଯେ, "ସେ ଓଡ଼ିଶାକୁ ସଗଠନକୁ ସୁଦୃଢ଼ କରିବାକୁ ଚେଷ୍ଟା କରିବେ । ପଞ୍ଚାୟତ ନିର୍ବାଚନରେ କଂଗ୍ରେସ କିଭଳି ଭଲ କରିବ ତାହାକୁ ନେଇ ମନ୍ତ୍ର ଦେବେ । ଜାନୁଆରୀ ମାସରେ ଆମେ ତାଙ୍କୁ ଖୋର୍ଦ୍ଧାକୁ ଡାକିବୁ । ସେ ଆସିଲେ ଦଳକୁ ଫାଇଦା ହେଉଛି ।"ପଞ୍ଚାୟତ ଓ ପୌର ନିର୍ବାଚନରେ କଂଗ୍ରେସ ଦଳ କିଭଳି ଭଲ ପ୍ରଦର୍ଶନ କରିବ ସେନେଇ ଚେଲ୍ଲା କୁମାରଙ୍କ ଗସ୍ତ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଚେଲ୍ଲା କୁମାର ଓଡ଼ିଶା ଦାୟୀତ୍ୱ ନେବା ପରେ ଏହା ପ୍ରଥମ ପଞ୍ଚାୟତ ନିର୍ବାଚନ । ତେଣୁ ଉଭୟ ଦଳ ଏବଂ ଦଳ ପ୍ରଭାରୀଙ୍କ ପାଇଁ ଅଗ୍ନିପରୀକ୍ଷା ସଦୃଶ । କାରଣ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହା ନିଶ୍ଚିତ ଭାବେ ଟ୍ରେଲର ବୋଲି ଅଗ୍ରାହ୍ୟ କରିହେବ ନାହିଁ ।

Powered by Froala Editor

Tags sura routray

Related articles Odisha News Lens 4.1

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ
    ଦେଶ-ଦେଶାନ୍ତର

    ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15007
    Nov 16, 2026
  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ
    ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13887
    Nov 15, 2026
  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ
    ମନୋରଞ୍ଜନ

    ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14496
    Nov 16, 2026
  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15028
    Nov 16, 2026
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

    14514
    Nov 16, 2026
  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ
    ଖେଳ ଖବର

    ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ

    14608
    Nov 15, 2026
  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ
    ଦେଶ-ଦେଶାନ୍ତର

    ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ

    15098
    Nov 16, 2026
  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

    15090
    Nov 16, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା
    ବାଣିଜ୍ୟ

    ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13724
    Nov 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15028
    Nov 16, 2026
  • ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13887
    Nov 15, 2026
  • ମନୋରଞ୍ଜନ

    ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14496
    Nov 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17285
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17988
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17943
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18358
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14689
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14322
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15663
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14448
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14525
    Nov 05, 2026

ବାଣିଜ୍ୟ

୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

ବିବାହ ଋତୁ ଆରମ୍ଭ ହେବାକୁ ଥିବା ବେଳେ ପୁଣି ସୁନା ଓ ରୁପା ଦରରେ ହ୍ରାସ ଦେଖିବାକୁ ମିଳିଛି।  ବିଶେଷ କରି ରୁପା ଦରରେ ଅଧିକ ହ୍ରାସ ରେକର୍ଡ କରାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ସୋମବାର ସକାଳ ପ୍ରାୟ ୯ଟା ୧୩ ସୁଦ୍ଧା ସୁନା ଦର ୧୦ ଗ୍ରାମ ପିଛା ୧,୩୬,୨୨୦ ଟଙ୍କାରେ କାରବାର କରୁଥିଲା। 

୨୪ କ୍ୟାରେଟ ...

  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    13972
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15420
    Nov 12, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14373
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15593
    Nov 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15222
    Nov 16, 2026
  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15007
    Nov 16, 2026
  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15028
    Nov 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In