Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ...

  • ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?

  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ...

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ...

  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ...

  • ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ...

  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ ...

  • ସୁନା୬,୭୦୦ ଟଙ୍କା କମିଲା

ରାଜ୍ୟ
Home ›› ରାଜ୍ୟ ››ହାତୀ ଆକ୍ରମଣରେ ବୃଦ୍ଧ ମୃତ

ହାତୀ ଆକ୍ରମଣରେ ବୃଦ୍ଧ ମୃତ

2021-12-19 07:06:50
14548
Share:
Facebook
Twitter
E-Mail
WhatsApp
Telegram
ହାତୀ ଆକ୍ରମଣରେ ବୃଦ୍ଧ ମୃତ

ଦେବଗଡ଼: ହାତୀ ଆକ୍ରମଣରେ ଆଜି ସକାଳେ ଦେବଗଡ଼ ଥାନା ଅନ୍ତର୍ଗତ ସାଲୋହୀ ଗ୍ରାମରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଜୟରାମ କିଷାନ।
ମିଳିଥିବା ସୂଚନା ଅନୁଯାୟୀ, ଦେବଗଡ଼ ଥାନା ଅନ୍ତର୍ଗତ ସାଲୋହି ଗ୍ରାମର ଜୟରାମ କିଷାନଙ୍କ ଘରର କାନ୍ଥ ଭାଙ୍ଗି ଘରକୁ ପଶିବା ପାଇଁ ହାତୀ ଚେଷ୍ଟା କରିଥିଲା। ତେବେ ଜୟରାମ ଭୟରେ ବାହାରକୁ ପଳାଇ ଆସିଥିଲେ। କିନ୍ତୁ ଜୟରାମ ହାତୀ ହାବୁଡ଼ରେ ପଡ଼ିଯିବା ଯୋଗୁଁ ହାତୀଟି ତାଙ୍କୁ ଦଳି ଦେଇଥିଲା।

ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କୁଚିଣ୍ଡା ମେଡିକାଲରେ ଭର୍ତ୍ତି କରାଯାଇଥି। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବରପାଇ ବନବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Powered by Froala Editor

Tags elephant attack

Related articles Odisha News Lens 4.1

  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ

    14483
    Mar 24, 2026
  • ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ,  ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା
    ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ପରିସ୍ଥିତି ସଙ୍ଗୀନ, ପୁଣି ଥରେ ଲକ୍‌ଡାଉନ୍ ହେବା ଆଶଙ୍କା

    13748
    Mar 23, 2026
  • ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ

    13666
    Mar 24, 2026
  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି
    ଦେଶ-ଦେଶାନ୍ତର

    ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14473
    Mar 23, 2026
  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14430
    Mar 23, 2026
  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14607
    Mar 23, 2026
  • ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?
    ଦେଶ-ଦେଶାନ୍ତର

    ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?

    14999
    Mar 24, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14537
    Mar 23, 2026
  • ସୁନା୬,୭୦୦ ଟଙ୍କା କମିଲା
    ବାଣିଜ୍ୟ

    ସୁନା୬,୭୦୦ ଟଙ୍କା କମିଲା

    15109
    Mar 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14473
    Mar 23, 2026
  • ମନୋରଞ୍ଜନ

    ହରିଶଙ୍କ ୧୩ ବର୍ଷର ସଂଘର୍ଷକୁ ନେଇ ତିଆରି ହେବ ଫିଲ୍ମ !

    14051
    Mar 23, 2026
  • ବାଣିଜ୍ୟ

    ସୁନା୬,୭୦୦ ଟଙ୍କା କମିଲା

    15109
    Mar 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17382
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17447
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17793
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16266
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14537
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13740
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15050
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15599
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15509
    Mar 18, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15011
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15522
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13816
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14262
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14607
    Mar 23, 2026
  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14473
    Mar 23, 2026
  • ବକ୍ସ ଅଫିସରେ ‘ଧୁରନ୍ଧର: ଦି ରିଭେଞ୍ଜ’ କ୍ରେଜ୍

    14430
    Mar 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In