Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

Home ›› ››ଭୀଷଣ ଝାଞ୍ଜି ପ୍ରବାହ ଆଶଙ୍କା, ଏହି ଜିଲ୍ଲାକୁ ହିଟ୍-ୱେଭ ୱାର୍ଣ୍ଣିଂ

ଭୀଷଣ ଝାଞ୍ଜି ପ୍ରବାହ ଆଶଙ୍କା, ଏହି ଜିଲ୍ଲାକୁ ହିଟ୍-ୱେଭ ୱାର୍ଣ୍ଣିଂ

2021-04-26 06:40:31
15739
Share:
Facebook
Twitter
E-Mail
WhatsApp
Telegram
ଭୀଷଣ ଝାଞ୍ଜି ପ୍ରବାହ ଆଶଙ୍କା, ଏହି ଜିଲ୍ଲାକୁ ହିଟ୍-ୱେଭ ୱାର୍ଣ୍ଣିଂ

ଭୁବନେଶ୍ୱର: ଭୀଷଣ ଝାଞ୍ଜି ପ୍ରବାହ ଆଶଙ୍କାରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ରାଜ୍ୟର ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି ଜାରି କରିଛି । ଜିଲ୍ଲାଗୁଡ଼ିକ ହେଲା, କଟକ, ଖୋର୍ଦ୍ଧା ଓ ନୟାଗଡ଼ । ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ବିଶେଷ କରି ଶିଶୁ ବୟସ୍କ ଓ ରୋଗୀମାନଙ୍କୁ ବାହାରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ଅତ୍ୟାବଶ୍ୟକ କାମ ଥିଲେ ଖରାରୁ ରକ୍ଷା ପାଇବା ପାଇଁ ସମସ୍ତ ପ୍ରସ୍ତୁତି କରି ଘରୁ ବାହାରିବାକୁ ପରାମର୍ଶ ଦିଆଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ଯେ ଗତକାଲି ଭଳି ମଧ୍ୟ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ଭୁବନେଶ୍ୱରର ୪୩.୨ ଡିଗ୍ରୀ ରେକର୍ଡ ହୋଇଛି । ଏହା ବ୍ୟତୀତ ରାଜ୍ୟରେ ୧୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ବାରିପଦା, ଟିଟିଲାଗଡ ଓ ବୌଦ୍ଧରେ ତାପମାତ୍ରା ୪୨ ଡିଗ୍ରୀ ରେକର୍ଡ ହୋଇଛି । ଆଗାମୀ କିଛି ଦିନରେ ତାପମାତ୍ରା ଆହୁରି ବଢ଼ିବା ସହ କିଛି କିଛି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିବ ବୋଲି କହିଛି । ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ସୋମବାର ପର୍ଯ୍ୟନ୍ତ ସାମୁଦ୍ରିକ ପବନ ପ୍ରବାହର ସମ୍ଭାବନା କମ । କିନ୍ତୁ ମଙ୍ଗଳବାର ଉପକୂଳ ଓଡ଼ିଶାର ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିବ । ବୁଧବାର ଏହା ୩୮ ଡିଗ୍ରୀକୁ ଖସିବ ଓ ପରବର୍ତ୍ତୀ ୪ ଦିନ ଅପରିବର୍ତ୍ତିତ ରହିବ ।


Powered by Froala Editor

Tags TEMPRETURE

Related articles Odisha News Lens 4.1

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15821
    Jun 23, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14616
    Jun 24, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14098
    Jun 23, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15234
    Jun 24, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14911
    Jun 24, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15698
    Jun 22, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14067
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15189
    Jun 23, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13770
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15821
    Jun 23, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14616
    Jun 24, 2026
  • ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13770
    Jun 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17609
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14911
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15079
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14941
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15625
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14489
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13783
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14874
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15489
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15240
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15821
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15698
    Jun 22, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14616
    Jun 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In