Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ...

  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ...

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ...

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ...

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ...

  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ...

  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ...

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ...

Home ›› ››ସୁପର ଟାଇଫୁନର ତାଣ୍ଡବ, ମୃତ୍ୟୁ ସଂଖ୍ୟା ୨୦୮

ସୁପର ଟାଇଫୁନର ତାଣ୍ଡବ, ମୃତ୍ୟୁ ସଂଖ୍ୟା ୨୦୮

2021-12-20 08:05:25
14361
Share:
Facebook
Twitter
E-Mail
WhatsApp
Telegram
ସୁପର ଟାଇଫୁନର ତାଣ୍ଡବ, ମୃତ୍ୟୁ ସଂଖ୍ୟା ୨୦୮

ମନିଲା: ଫିଲିପାଇନ୍ସରେ ସୁପର ଟାଇଫୁନର ତାଣ୍ଡବ । ମୃତ୍ୟୁ ସଂଖ୍ୟା ୨୦୮କୁ ବୃଦ୍ଧି । ଏଥିସହ ଏପର୍ୟ୍ୟନ୍ତ ୫୦ଜଣ ନିଖୋଜ ଥିବା ଫିଲିପାଇନ୍ସ ମିଡିଆ ରିପୋର୍ଟରୁ ଜଣାପଡିଛି । କେନ୍ଦ୍ରୀୟ ଭିଜାୟସ୍ ଅଞ୍ଚଳ ଏହାର ପ୍ରଭାବ ଅଧିକ ରହିଥିବାରୁ ଏଠାରେ ୧୨୯ ଜଣ ଓ ପାଶ୍ଚାତ ଭିଜାୟସରେ ୨୨ଜଣଙ୍କର ମୃତ୍ୟୁ ହୋଇଥିବା ଫିଲିପାଇନ୍ସ ନ୍ୟାସନାଲ ପୋଲିସ ମୁଖପାତ୍ର ଏହି ସୂଚନା ଦେଇଛନ୍ତି । ସେହିପରି କାରାଗାରେ ୧୦, ଉତ୍ତର ମାଇଣ୍ଡାନାଓରେ ୭, ଜାମ୍ବୋଙ୍ଗାରେ ଜଣଙ୍କର ମୃତ୍ୟୁ ହୋଇଛି । ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୨୦୮କୁ ବୃଦ୍ଧି ହୋଇଛି । ଏବଂ ୨୩୯ଜଣ ଆହତ ହୋଇଥିବା ବେଳେ ୫୦ ଜଣ ନିଖୋଜ ଅଛନ୍ତି । ସୁପର ଟାଇଫୁନ ଯୋଗୁଁ ପ୍ରାୟ ୩୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ବେଳେ ଏପର୍ୟ୍ୟନ୍ତ ୧,୮୦,୮୦୦ଜଣ ଲୋକଙ୍କୁ ବିସ୍ଥାପିତ କରାଯାଇଛି ।
ସୂଚନାନୁଯାୟୀ, ଗତ ଗୁରୁବାର ଦିନ ଫିଲିପାଇନ୍ସରେ ସୁପର ଟାଇଫୁନ ତାଣ୍ଡବ ରଚିଥିଲା । ସେହି ସମୟରେ ପବନର ବେଗ ଘଣ୍ଟା ପ୍ରତି ପ୍ରାୟ ୧୯୦ କିଲୋମିଟର ରହିଥିବା ରେକର୍ଡ କରାଯାଇଥିଲା । ଫିଲିପାଇନ୍ସ ଏକ ଦ୍ବୀପପୂଞ୍ଜର ସମୂହ ହୋଇଥିବା ବେଳେ ଏହି ଟାଇଫୁନରେ ଏକାଧିକ ଦ୍ବୀପ କ୍ଷତିଗ୍ରସ୍ତ ହୋଇଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଅନେକ ଅଞ୍ଚଳରେ ଯୋଗାଯୋଗ ଏବଂ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି ।

Powered by Froala Editor

Tags Super typhoon

Related articles Odisha News Lens 4.1

  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15297
    Apr 11, 2026
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍
    ଦେଶ-ଦେଶାନ୍ତର

    ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

    15220
    Apr 11, 2026
  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ
    ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14502
    Apr 10, 2026
  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା
    ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15289
    Apr 10, 2026
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15392
    Apr 10, 2026
  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର
    ଦେଶ-ଦେଶାନ୍ତର

    ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

    14960
    Apr 10, 2026
  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ

    14451
    Apr 11, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....
    ବିଶେଷ

    ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14176
    Apr 11, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ
    ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14871
    Apr 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ

    14451
    Apr 11, 2026
  • ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14502
    Apr 10, 2026
  • ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15289
    Apr 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17411
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17468
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17821
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16297
    Apr 03, 2021

ବିଶେଷ

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14176
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15426
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14282
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14587
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15747
    Apr 06, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15323
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15053
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15557
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13854
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15476
    Apr 10, 2026
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

    15220
    Apr 11, 2026
  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14502
    Apr 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In