Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ...

  • ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ...

  • ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ...

  • ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ...

  • ଏଣିକି ଚିନି ଡିଲରମାନେ ୨ ହଜାର ...

  • ନେପାଳ ବନ୍ୟା: ୧ ହଜାର ୩ ଛୁଇଁଲା ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ...

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଓଡିଶାର ସବୁଠାରୁ ଦୀର୍ଘତମ ସେତୁ ଉଦ୍ଘାଟିତ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଓଡିଶାର ସବୁଠାରୁ ଦୀର୍ଘତମ ସେତୁ ଉଦ୍ଘାଟିତ

2021-12-20 16:54:14
15158
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଓଡିଶାର ସବୁଠାରୁ ଦୀର୍ଘତମ ସେତୁ ଉଦ୍ଘାଟିତ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବଡମ୍ବା ଗୋପୀନାଥପୁର ଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଉଦ୍‌ଘାଟନ କରିଛନ୍ତି।  ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷରୁ ସଦୃଶ ।   ଏହା ରାଜ୍ୟର ପ୍ରଥମ T ସେତୁ । ଏହା ସେ ଅଂଚଳବାସୀଙ୍କର ଦୀର୍ଘ ଦିନର ଦାବୀ ଥିଲା। ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏହି ବହୁ ଆକାକ୍ଷିତ ସେତୁର  ଉଦ୍ ଘାଟନ   ସେ ଅଞ୍ଚଳର ଜନତାଙ୍କ ମଧ୍ୟ ରେ ବିପୁଳ ଉତ୍ସାହ ସୃଷ୍ଟି କରିଛି ।

ଏଥିପାଇଁ ୧୧୧ କୋଟି ଟଙ୍କା ବିନିଯୋଗ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନୟକ ୨୦୧୪ ମସିହାରେ ଏଥିପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।

ସେତୁ ଉଦ୍ ଘାଟନ ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣ ଙ୍କୁ ଆପଣମାନେ ଖୁସି ତ ବୋଲି ପଚାରିଥିଲେ । ଏବଂ ଜନତା ଆନନ୍ଦ ପ୍ରକାଶ ସହ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ ।


ଏହି ସେତୁ ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ବରକୁ ସଂଯୋଗ କରିବା ସହିତ ନଦୀ  ଅବସ୍ଥିତ ସିଂହନାଥ ମନ୍ଦିରକୁ ମଧ୍ୟ ସଂଯୋଗ କରୁଛି। ଏହାଦ୍ବାରା ବଡମ୍ବାରୁ ବାଙ୍କୀ ବୈଦେଶ୍ବରର ଦୂରତ୍ବ ୪୫ କିଲୋମିଟର ହ୍ରାସ ପାଇବ। ନିକଟସ୍ଥ ଅଞ୍ଚଳର ୫ ଲକ୍ଷରୁ ଉର୍ଦ୍ଧ୍ବ ଲୋକଙ୍କ ଗମନାଗମନରେ ସୁବିଧା ହେବ। ଏହି ଅଞ୍ଚଳରେ କୃଷି, ବାଣିଜ୍ୟ ଏବଂ ପର୍ଯ୍ୟଟନର ବିକାଶ ହେବ।


ଏହି କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବଡମ୍ବା ବିଧାୟକ ଶ୍ରୀ ଦେବୀପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଶ୍ରୀ ଦେବୀ ପ୍ରସନ୍ନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

Powered by Froala Editor

Tags Chief Minister Odisha , Naveen Patnaik

Related articles Odisha News Lens 4.1

  • ନେପାଳ ବନ୍ୟା: ୧ ହଜାର ୩ ଛୁଇଁଲା ମୃତ୍ୟୁସଂଖ୍ୟା
    ଦେଶ-ଦେଶାନ୍ତର

    ନେପାଳ ବନ୍ୟା: ୧ ହଜାର ୩ ଛୁଇଁଲା ମୃତ୍ୟୁସଂଖ୍ୟା

    13783
    Sep 02, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ
    ବିଶେଷ

    ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13259
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ...

    14412
    Sep 02, 2026
  • ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ
    ଦେଶ-ଦେଶାନ୍ତର

    ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ

    13297
    Sep 03, 2026
  • ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ମହଜୁଦ ରଖିପାରିବେ ନାହିଁ ଅଧିକ ଚିନି
    ଦେଶ-ଦେଶାନ୍ତର

    ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ମହଜୁଦ ରଖିପାରିବେ ନାହିଁ ଅଧିକ ଚିନି

    14259
    Sep 02, 2026
  • ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ଆମେରିକା ନିୟନ୍ତ୍ରଣରେ ଅଛି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ଆମେରିକା ନିୟନ୍ତ୍ରଣରେ ଅଛି: ଟ୍ରମ୍ପ

    14390
    Sep 02, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍
    ବାଣିଜ୍ୟ

    ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14870
    Sep 03, 2026
  • ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ସନ୍ଦିଗ୍ଧ ମୃତ୍ୟୁ
    ଦେଶ-ଦେଶାନ୍ତର

    ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ସନ୍ଦିଗ୍ଧ ମୃତ୍ୟୁ

    13988
    Sep 03, 2026
  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ
    ଦେଶ-ଦେଶାନ୍ତର

    ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ

    14551
    Sep 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ସନ୍ଦିଗ୍ଧ ମୃତ୍ୟୁ

    13988
    Sep 03, 2026
  • ଦେଶ-ଦେଶାନ୍ତର

    କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ କର୍ତ୍ତୃପକ୍ଷ

    14749
    Sep 03, 2026
  • ବିଶେଷ

    ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13259
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17069
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17712
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18137
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13259
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14459
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14761
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14721
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14058
    Aug 26, 2026

ବାଣିଜ୍ୟ

ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

ପ୍ରାୟ ୧୫ ବର୍ଷ ପରେ ଆପଲ୍‌ର ନୂଆ CEO ପଦରେ ବସିଛନ୍ତି ଜନ୍ ଟର୍ନସ୍। ସେପ୍ଟେମ୍ବର ୧ରୁ ସେ ଆପଲ୍‌ର CEO ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି। ଜନ୍ ଟର୍ନସ୍ ଚଳିତ ବର୍ଷ ଆପଲ୍‌ରେ ଯୋଗ ଦେଇନାହାନ୍ତି। ସେ ଦୀର୍ଘ ୨୫ ବର୍ଷ ଧରି ଆପଲ୍‌ ସହ ଜଡ଼ିତ ଅଛନ୍ତି। ୨୦୦୧ ମସିହାରେ ସେ ଆପଲ୍‌ର ପ୍ରଡକ୍ଟ ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14412
    Sep 02, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

    14235
    Aug 26, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14469
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15997
    Aug 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ

    14551
    Sep 01, 2026
  • ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ସନ୍ଦିଗ୍ଧ ମୃତ୍ୟୁ

    13988
    Sep 03, 2026
  • ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ମହଜୁଦ ରଖିପାରିବେ ନାହିଁ ଅଧିକ ଚିନି

    14259
    Sep 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In